ରାଜ୍ୟ

ଏନ୍‌ଏମ୍‌ଡିସିକୁ ଏଚ୍‌ଆର୍‌ ପ୍ରାକ୍ଟିସ ଆଓ୍ବାର୍ଡ

ଭୁବନେଶ୍ୱର,୧୭।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ ପାସିଫିକ ଏଚ୍‌ଆର୍‌ଏମ୍‌ କଂଗ୍ରେସ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍‌ଏମ୍‌ଡିସିକୁ ‘ବେଷ୍ଟ ଅର୍ଗାନାଇଜେଶନ…

ପିଏନ୍‌ବିକୁ ରାଜଭାଷା କୀର୍ତ୍ତି ପୁରସ୍କାର

ଭୁବନେଶ୍ୱର,୧୭।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)କୁ ନିକଟରେ ରାଜଭାଷା କୀର୍ତ୍ତି ପୁରସ୍କାର-୨୦୨୨-୨୩ ମିଳିଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ହିନ୍ଦୀ ଦିବସ ଉପଲକ୍ଷେ ଆୟୋଜିତ ୩ୟ ସର୍ବଭାରତୀୟ କାର୍ଯ୍ୟାଳୟ (ଅଫିସିଆଲ) ଭାଷା ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀ ଅବସରରେ ରାଜଭାଷା…

ଓଡ଼ିଶାର ଅନ୍ତରୀଣ ଆବେଦନ ଖାରଜ

ନୂଆଦିଲ୍ଲୀ,୧୭ା୯(କୁଲ୍‌ଦୀପ ସିଂ) ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦ ମାମଲାରେ ଶନିବାର ଓଡ଼ିଶାକୁ ଝଟ୍‌କା ଲାଗିଛି। ମାମଲା ଶେଷ ହେବା ପର୍ଯ୍ୟନ୍ତ ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ କରୁଥିବା ନିର୍ମାଣ ରୋକିବା ସହ ଅଣମୌସୁମୀ ସମୟରେ ୧.୭୪ମେଗାଓ୍ବାଟ ଜଳ ଛାଡ଼ିବା ପାଇଁ…

୮୫ଜଣଙ୍କୁ ମିଳିଲା ‘ରାଷ୍ଟ୍ରପତି ପଦକ’

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଶନିବାର ଲୋକସେବା ଭବନ କନ୍‌ଭେନଶନ୍‌ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ବାହିନୀ ଏବଂ କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୮୫ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ…

ସ୍ବାଭିମାନୀ ଗୀତା: ପଦ୍ମ ପୁରସ୍କାର ନେବାକୁ ମନା କରିଥିଲେ

ନୂଆଦିଲ୍ଲୀ,୧୭ା୯: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା ତଥା ବୃତ୍ତଚିତ୍ର ନିର୍ଦ୍ଦେଶିକା-ପ୍ରଯୋଜିକା ଗୀତା ମେହେଟ୍ଟା ଜଣେ ସ୍ବାଭିମାନୀ ବ୍ୟକ୍ତିତ୍ୱର ଅଧିକାରିଣୀ ଥିଲେ। ୨୦୧୯ ଜାନୁୟାରୀ ୨୫ରେରେ କେନ୍ଦ୍ର ସରକାର ୯୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ। ସେମାନଙ୍କ ମଧ୍ୟରେ ଇଂଲିଶ…

ସୌମ୍ୟଙ୍କ ନାମରେ ଋଣ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୧୭ା୯(ବ୍ୟୁରୋ)ବିଜୁ ଜନତା ଦଳର ବିଧାୟକ ତଥା ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌ ସଂସ୍ଥାର ମାଲିକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସମ୍ପାଦନାରେ ପ୍ରକାଶିତ ଦୈନିକ ଖବରକାଗଜ ‘ସମ୍ବାଦ’ରେ କର୍ମଚାରୀଙ୍କୁ ଶୋଷଣ ଏବଂ ସେମାନଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଯାଇଥିବା ଅଭିଯୋଗ ହୋଇଛି। ସମ୍ବାଦର…

ଏନ୍‌ଏଚ୍‌ଆର୍‌ସିରେ ମାମଲା: ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ା ବନ୍ଦ

କଟକ,୧୭।୯ (କାର୍ତ୍ତିକ ସାହୁ): ବିଭିନ୍ନ ଦାବି ନେଇ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୯ ଦିନ ହେବ ବିଦ୍ୟାଳୟ ବନ୍ଦ କରି ଭୁବନେଶ୍ୱରଠାରେ ଧାରଣାରେ ବସିଛନ୍ତି। ଏଥିଯୋଗୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ହୋଇଯାଇଥିବା ଅଭିଯୋଗ କରି ନ୍ୟାୟ…

ପ୍ରାଥମିକ ସ୍କୁଲରେ ମାଧ୍ୟମିକ ଶିକ୍ଷକ ପଢ଼ାଇବାକୁ ବିରୋଧ

ଭୁବନେଶ୍ୱର, ୧୭।୯(ଅସମାପିକା ସାହୁ): ରାଜ୍ୟରେ ପ୍ରାଥମିକ ଶିକ୍ଷକ କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଥିବାରୁ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। କେଉଁଠି ସ୍କୁଲରେ ପୂରା ତାଲା ପଡ଼ିଛି ତ’ ଆଉ କେଉଁଠି ଜଣେ ଦୁଇଜଣ ଶିକ୍ଷକ ପିଲାଙ୍କୁ ଜଗିବା ଭଳି…

ଗୀତା ମେହେଟ୍ଟାଙ୍କ ପରଲୋକ

ନୂଆଦିଲ୍ଲୀ,୧୭ା୯: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଶନିବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଗୀତା ଏକାଧାରରେ ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା,…

କେବିଏନ୍‌ ଗ୍ୟାଙ୍ଗ ମୁଖ୍ୟ ବୁବୁ ଗିରଫ

ଭୁବନେଶ୍ୱର,୧୬ା୯(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାରଣାସ୍ତ୍ର ଧରି ଆତଙ୍କ ସୃଷ୍ଟି କରିବା ସହ ଏହାର ଭିଡିଓ ଭାଇରାଲ କରି ଚର୍ଚ୍ଚାକୁ ଆସିଥିବା କେବିଏନ (କୋଇ ଭି ନହିଁ) ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ପୁଣି ଥରେ ଗିରଫ ହୋଇଛନ୍ତି। ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିସରରେ…

ରିଅଲ ଇଷ୍ଟେଟ୍‌ ବ୍ୟବସାୟୀ ତପନ ମହାନ୍ତିଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୬ା୯(ସୂର୍ଯ୍ୟକାନ୍ତ ବେହେରା): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) ରାଜ୍ୟର ଜଣାଶୁଣା ରିଅଲ ଇଷ୍ଟେଟ ବ୍ୟବସାୟୀ ତଥା ଜେଡ୍‌ ଓ୍ବାନର ମାଲିକ ତପନ ମହାନ୍ତିଙ୍କୁ ଶନିବାର କାର୍ଯ୍ୟାଳୟକୁ ଡାକି ଜେରା କରିଛି। ଇଓଡବ୍ଲ୍ୟୁର ଜଣେ ମହିଳା ଡିଏସ୍‌ପି ରାଙ୍କର ଅଧିକାରୀଣୀ ତାଙ୍କୁ…

ନେତାଜୀ ବସ୍‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ,୧୬ା୯: କଟକରେ ନେତାଜୀ  ବସ୍‌ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅପରାହ୍ନରେ ଲୋକାର୍ପଣ କରିଛନ୍ତି। ସହରର ଗମନାଗମନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ଏବଂ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ବସ୍‌ ଟର୍ମିନାଲର ଆଜି ଶୁଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri