କାରିଗରଙ୍କ ପାଇଁ ‘ବିଶ୍ୱକର୍ମା ଯୋଜନା’ ଆରମ୍ଭ କରିବ କେନ୍ଦ୍ର: ପ୍ରତାପ
ଭୁବନେଶ୍ୱର, ୧୬।୯(ସୁନିତ୍ ମିଶ୍ର): କାରିଗରମାନେ ସମାଜର ସୌନ୍ଦର୍ଯ୍ୟକରଣ କରୁଛନ୍ତି। କିନ୍ତୁ ତାଙ୍କ ବିଷୟରେ କେହି ଚିନ୍ତାକରୁ ନ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ବିଶ୍ୱକର୍ମା ଯୋଜନା’ର ଘୋଷଣା କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଞ୍ଚଳର ପାରମ୍ପରିକ କାରିଗର…
ବାଚସ୍ପତି ନିର୍ବାଚନ ବର୍ଜନ କରିବ ଭାଜପା: ନାଉରୀ
ସମ୍ବଲପୁର,୧୬ା୯ (ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ପରଦିନ ଅର୍ଥାତ୍ ସେପ୍ଟେମ୍ବର ୨୧ରେ ସରକାର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଭାବାବେଗ ସହିତ ଜଡିତ ଏହି ପର୍ବକୁ ଲୋକେ ଉତ୍ସାହର ସହ ପାଳନ…
୩ ଜିଲାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ
ଭୁବନେଶ୍ୱର, (ଅଭିଜିତ ଦାସ)/ବଲାଙ୍ଗୀର (ବୀରେନ୍ଦ୍ର ଝାଙ୍କର) /ବରଗଡ (ପ୍ରେମାନନ୍ଦ ଖମାରୀ) /ସୁନ୍ଦରଗଡ,୧୬।୯ (ଜୟ ନାରାୟଣ ମେଣ୍ଡୁଳି): ରାଜ୍ୟରେ ଏବେ ଡେଙ୍ଗୁ ସହ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଗତ କିଛିଦିନ ହେବ ଚିଗର ନାମକ ବିଷାକ୍ତ ପୋକ କାମୁଡାରୁ ଏହି ସ୍କ୍ରବ…
୭ ଘଣ୍ଟା ଉପାସ ରହିଲେ ମହାପ୍ରଭୁ
ପୁରୀ,୧୬ା୯(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ ଘଟିଛି। ଏପରିକି ଦୁଇଥର ବଡ଼ ମହାସ୍ନାନ କରାଯାଇଛି। ଫଳରେ ଦାରୁଦିଅଁଙ୍କୁ ଦୀର୍ଘ ୭ଘଣ୍ଟା ଉପବାସ ରହିବାକୁ ପଡ଼ିଛି। ସେହିପରି ଜଗତ ଠାକୁରଙ୍କ ଦର୍ଶନ ଓ ମହାପ୍ରସାଦ ନ ପାଇ ଅନେକ ଭକ୍ତଙ୍କୁ…
ନିର୍ଦ୍ଧାରିତ ସମୟରେ କାଗଜାତ ନ ଦେଲେ ଦଣ୍ଡିତ ହେବେ ପେନ୍ସନ ମଞ୍ଜୁରୀ କର୍ତ୍ତୃପକ୍ଷ
ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ବେସାମରିକ ସେବା (ପେନ୍ସନ) ନିୟମାବଳୀ, ୧୯୯୨ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଦ୍ୱାରା ଅବସର ନେଉଥିବା ସରକାରୀ କର୍ମଚାରୀଙ୍କ ଚୂଡ଼ାନ୍ତ ପେନ୍ସନ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି। ସରକାରୀ କର୍ମଚାରୀ ଅବସର ତାରିଖର…
ଚିକିତ୍ସିତ ହୋଇ ଫେରିବା ବାଟରେ ଦୁର୍ଘଟଣା: ୪ ମୃତ
ପଟ୍ଟାମୁଣ୍ଡାଇ/ଆଳି,୧୬ା୯ (କଳ୍ପତରୁ ନାୟକ/ବନମାଳୀ ସେନାପତି): ଏମିତି ବି ଆସେ ମୃତ୍ୟୁ। ଚାହୁଁ ଚାହୁଁ ଚାଲିଗଲା ଅକାଳରେ ୨ ପରିବାରର ୪ ଜୀବନ। ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲରେ ଚିକିତ୍ସା କରାଇ ଆମ୍ବୁଲାନ୍ସରେ ଫେରିବା ବାଟରେ ଆନ୍ଧ୍ରପ୍ରଦେଶର ଚିତୋରଠାରେ ରାସ୍ତାରେ ଠିଆ ହୋଇଥିବା ତେଲ…
ସୃଷ୍ଟି ହେବ ୧୨୭୩ ଇଞ୍ଜିନିୟରିଂ ପଦବୀ
ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସ ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସରେ ୧୨୭୩ଟି ନୂଆ ପଦବୀ ସୃଷ୍ଟି ହେବ। ପୂର୍ତ୍ତ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି। ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସରେ କ୍ୟାଡର…
ସାରା ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ’ ବସ୍
ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ୍ କରିଛନ୍ତି। ଗ୍ରାମାଞ୍ଚଳ ପରିବହନ, ମହିଳା ସଶକ୍ତୀକରଣ, କୃଷି, ଜଳସେଚନ, ପାନୀୟ ଜଳ ଓ…
ଧରାପଡ଼ିଲେ ୬ ଶିକାରୀ: ପିସ୍ତଲ, ଭାଲୁ ନଖ ଜବତ
ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବନ୍ୟପ୍ରାଣୀଙ୍କ ବେଆଇନ କରବାର କରୁଥିବା ଅଭିଯୋଗରେ ବରଗଡ଼ ବନ ବିଭାଗ ଭଟଲି ଫରେଷ୍ଟ ରେଞ୍ଜ କର୍ମଚାରୀ ଶୁକ୍ରବାର ୬ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି । ସେମାନେ ହେଲେ ବାଲେଶ୍ବର ଜିଲା ଚାନ୍ଦିପୁରର ମନୋରଞ୍ଜନ ନନ୍ଦ(୨୪), ସଞ୍ଜୟ ଦାଶ(୩୮), ବରଗଡ଼…
ଶିଶୁ ଅପହରଣ, ହତ୍ୟା ମାମଲାର ରାୟ ପ୍ରକାଶ: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୧୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଓ ଦୌରା ଜଜ୍-୧ ଡ. ଇନ୍ଦୁ ଶର୍ମା ଶୁକ୍ରବାର ବହୁଚର୍ଚ୍ଚିତ ୧ ବର୍ଷର ଶିଶୁ ଅପହରଣ ଏବଂ ହତ୍ୟା ମାମଲାର ୯ ବର୍ଷ ପରେ ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ…
ପୁରୀ ପୌରପାଳିକା ଲିଜ୍ ଜମି ହେବ ନିୟମିତ, ସେପ୍ଟେମ୍ବର ଶେଷସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ଟେଣ୍ଡର
ଭୁବନେଶ୍ୱର,୧୫ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସମ୍ପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଶୁକ୍ରବାର…
କାର୍ଯ୍ୟ ଦିବସ ନଷ୍ଟକଲେ ଭରଣା କରିବ
ଭୁବନେଶ୍ୱର,୧୫ା୯(ଅନିଲ ଦାସ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୩ ଦଫା ଦାବି ନେଇ ସେପ୍ଟେମ୍ବର ୮ରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏଥିଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଗଭୀର ଭାବେ ପ୍ରଭାବିତ ହୋଇଛି।…
Archives


