ରାଜ୍ୟ

ପିପିଲି ଉପନିର୍ବାଚନ: ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ପିପିଲି, ୩।୪(ଡି.ଏନ୍‌.ଏ/ସ୍ବ.ପ୍ର.): ଆସନ୍ତା ୧୭ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଚାଲିଥିବାବେଳେ ଶୁକ୍ରବାର ରାଇଗୁରପୁର ଗ୍ରାମରେ ପ୍ରାକ୍‌ ନିର୍ବାଚନୀ ହିଂସା ଘଟିଛି। ଜଣେ ଭାଜପା କର୍ମୀଙ୍କୁ ବିଜେଡି ସମର୍ଥକ ଆକ୍ରମଣ କରିବା ସହ...

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌...

ସରୁନି ୱାଲ୍‌ ପେଣ୍ଟିଂ: ପଡ଼ି ରହିଛି ଲକ୍ଷାଧିକ ଟଙ୍କା

ବାଲେଶ୍ୱର ଅଫିସ,୩।୪-କରୋନା ସମୟରେ ସରକାର ସହରାଞ୍ଚଳରେ ବସବାସ କରୁଥିବା ଚିତ୍ରଶିଳ୍ପୀ, କାରିଗର ଓ ମହିଳାଗୋଷ୍ଠୀମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ନୂଆ ନୂଆ ଯୋଜନା ପ୍ରଣୟନ କରିଥିଲେ। ସେଗୁଡିକ ମଧ୍ୟରେ ସହରାଞ୍ଚଳ ଶ୍ରମଭିତ୍ତିକ କର୍ମନିଯୁକ୍ତି ଯୋଜନା ଅନ୍ୟତମ। ଏହାର ସଫଳ ରୂପାୟନ...

ଶିମିଳିପାଳ ଅଭୟାରଣ୍ୟ:୫୧ ସ୍ଥାନରେ ଲାଗିଛି ନିଆଁ

ବାରିପଦା ଅଫିସ,୩।୪-ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟରେ ଦିନକୁ ଦିନ ନିଆଁ ବଢିବାରେ ଲାଗିଛି। ଏକ ମାସ ଧରି ଅଭୟାରଣ୍ୟ ଜଳୁଥିବା ବେଳେ ଏହାକୁ ଆୟତ୍ତ କରିବାରେ ବନବିଭାଗର ଉଦ୍ୟମ ଫେଲ୍‌ ମାରିଛି ା ଶୁକ୍ରବାର ୫୧ଟି ସ୍ଥାନରେ ନିଆଁ ଲାଗିଥିବା...

ସରୁନି ଆନିମଲ ଅଣ୍ଡରପାସ୍‌ କାମ

କେନ୍ଦୁଝର, ୩।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୨୦ର ପାଣିକୋଇଲିଠାରୁ ରିମୁଳି ପଯର୍‌ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡିକରେ ଐତିହ୍ୟ ପ୍ରାଣୀ ହାତୀ ସାଙ୍ଗକୁ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ...

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ...

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ...

କୋଟିପତି ଗଞ୍ଜେଇ ବ୍ୟବସାୟୀ ଗିରଫ

ବାରିପଦା,୨।୪- ସ୍ପେଶାଲ ସ୍କ୍ବାଡ୍‌ ୮ ମାସ ହେଲା ଜଣେ ଚୋରା ଗଞ୍ଜେଇ ବ୍ୟବସାୟୀଙ୍କ ଉପରେ ରଖିଥିଲା ନଜର। ଶେଷରେ ଗୁରୁବାର ରାତିରେ ଉକ୍ତ ବ୍ୟବସାୟୀ ଘରେ ଥିବା ବେଳେ ସ୍ପେଶାଲ ସ୍କ୍ବାଡ୍‌ ଚଢ଼ାଉ କରି ତାଙ୍କୁ ଗିରଫ କରିଛି। ସେ...

୧୦ ବର୍ଷ ଶିଶୁର ସଫଳ ଚକ୍ଷୁ ଅସ୍ତ୍ରୋପଚାର

ବାଲେଶ୍ୱର ଅଫିସ, ୨।୪-ବାଲେଶ୍ୱର ଏଡିଏମ୍‌ ଛକସ୍ଥିତ ରୋଟାରୀ ଚକ୍ଷୁ ଚିକିତ୍ସାଳୟରେ ପ୍ରଥମଥର ପାଇଁ ଏକ ୧୦ବର୍ଷ ଶିଶୁର ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ଅସ୍ତ୍ରୋପଚାର ଡା. ସମବେଶ ସ୍ବାଇଁଙ୍କ ଦ୍ୱାରା କରାଯାଇଛି। ସହରସ୍ଥିତ ମେଣ୍ଢାଶୁଳ ଅଞ୍ଚଳର ଚନ୍ଦନ ମୁର୍ମୁ (୧୦)...

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ହେଲେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ଅନୁମାନ...

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ...

ପୋଲିସ ଟୋପି ପିନ୍ଧି ହଟହଟା ହେଲେ ଯନ୍ତ୍ରୀ

ମାଲକାନଗିରି,୨ା୪: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଛି। ବିଜ୍ଞାପିତ ଅଞ୍ଚଳ ପରିଷଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri