ହାତୀ ଆକ୍ରମଣରେ ଫରେଷ୍ଟରଙ୍କ ସମେତ ୨ ଗୁରୁତର
ବାରିପଦା,୧୧ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ବେଣାପୁରା ଗ୍ରାମ ନିକଟରେ ହାତୀ ଆକ୍ରମଣରେ ଜଣେ ଫରେଷ୍ଟର ଓ ଜଣେ ଅସ୍ଥାୟୀ ବନକର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଡ଼ାମପୁର ଫରେଷ୍ଟର ପ୍ରଦୀପ ଦେହୁରୀ ଓ ଜଣେ ଅସ୍ଥାୟୀ ବନକର୍ମଚାରୀ…
ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ
ଭୁବନେଶ୍ୱର,୧୧ା୯(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଓ୍ବେବ୍ସାଇଟ୍ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ ତାରିଖରୁ ଆଶାୟୀ…
ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅଦ୍ୟାବଧି ଉପରୋକ୍ତ ଯୋଜନା ଦିବ୍ୟାଙ୍ଗ ଗୋପାଳଙ୍କ ପାଖରେ ପହଞ୍ଚି ପାରୁନି ବୋଲି ଅଭିଯୋଗ ହୋଇଛି।…
ଧନ୍ୟବାଦ ଦେଲେନାହିଁ: ଜୟନାରାୟଣ
ଭୁବନେଶ୍ୱର, ୧୧।୯(ସୁନିତ୍ ମିଶ୍ର): ଜି-୨୦ ସମ୍ମିଳନୀର ରାତ୍ରି ଭୋଜନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ନ ଦେବା ନେଇ ବର୍ଷିଛି ଭାଜପା। ଏହାସହ ଏହି ସମ୍ମିଳନୀରେ ଓଡ଼ିଆ ସଂସ୍କୃତି, ପରମ୍ପରାକୁ ପ୍ରାଧାନ୍ୟ ମିଳିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାହିଁକି ମୁଖ୍ୟମନ୍ତ୍ରୀ…
୨୪ ବର୍ଷ ଧରି ତରଳ ଖାଦ୍ୟରେ ବିତୁଛି ଜୀବନ
କେନ୍ଦୁଝର,୧୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ପାହାଡ଼ ତଳ କୁଣ୍ଢେଇ ଗ୍ରାମର ଦିବ୍ୟାଙ୍ଗ ବୁଦ୍ଧିଆ ଜୁଆଙ୍ଗ(୨୪) ତରଳ ଖାଦ୍ୟ ଖାଇ ବହୁ କଷ୍ଟରେ ବଞ୍ଚତ୍ଛନ୍ତି। ତାଙ୍କର ପାଟି ଜନ୍ମରୁ ଖୋଲୁ ନ ଥିବାରୁ ଖାଦ୍ୟ…
ପୁରସ୍କାର ବ୍ୟକ୍ତିର ଅନାବଶ୍ୟକତାର ଉପଲବ୍ଧି କରାଏ
ଓଡ଼ିଶାର ନାଟକ କ୍ଷେତ୍ରର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଅନନ୍ତ ମହାପାତ୍ର। ଟେଲିଭିଜନ୍, ଫିଲ୍ମ, ରେଡିଓ ସହ ୟୁଟ୍ୟୁବରେ ମଧ୍ୟ ସେ ଶୁଣାଉଛନ୍ତି ନାଟକୀୟ କାହାଣୀ। ରଚନା, ନିର୍ଦ୍ଦେଶନା ଓ ଅଭିନୟ ମାଧ୍ୟମରେ ୨୦୧୫ ନଭେମ୍ବର ସୁଦ୍ଧା ୧୦୦ରୁ ଅଧିକ ନାଟକରେ ସେ…
ବି.ଏଡ୍ ଶିକ୍ଷକ ମହାସଂଘର ଆନ୍ଦୋଳନ ଚେତାବନୀ
ଭୁବନେଶ୍ୱର, ୧୧।୯: (ଅସମାପିକା ସାହୁ)- ମିଳିତ ପ୍ରାଥମିକ ମୂଳ ନିଯୁକ୍ତ ବି.ଏଡ୍ ଶିକ୍ଷକ ମହାସଂଘର ଏକ ଜରୁରୀକାଳୀନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରବିବାର ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବିଧାନସଭା ପୂର୍ବରୁ ଯଦି ସରକାର ଦାବି ସମ୍ପର୍କରେ କୌଣସି ପଦକ୍ଷେପ…
ଇଣ୍ଡିଆ ବୁକ୍ ରେକର୍ଡରେ ସତ୍ୟଙ୍କ କ୍ଷୁଦ୍ରତମ ଭାରତ ମାନଚିତ୍ର
ବ୍ରହ୍ମପୁର,୧୧ା୯(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ପେନ୍ସିଲ ମୁନରେ କରିଥିବା କ୍ଷୁଦ୍ରତମ ଭାରତ ମାନଚିତ୍ର ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛି। ସତ୍ୟ ଗତ ସ୍ବାଧୀନତା ଦିବସ ଅବସରରେ ୨ ମିଲିମିଟର ଉଚ୍ଚତା ଓ…
୧୨ରେ ଘୂର୍ଣ୍ଣିବଳୟ: ଆଜି ୧୯ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୧୧।୯(ଅନୁରାଧା ମହାରଣା): ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାଶର୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା…
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ସିନ୍ ରିକ୍ରିଏସନ୍ କଲା ପୋଲିସ
ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ପୋଲିସ ସିଦ୍ଧାନ୍ତ ବଗର୍ତ୍ତୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ସିନ୍ ରିକ୍ରିଏସନ୍ କରାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ସାଲେପାଲି ଗ୍ରାମର…
ଗୋଟିଏ ପରିବାରର ୩ଜଣ ପିଇଦେଲେ କୀଟନାଶକ
ସୋହେଲା,୧୦ା୯(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ମାଷ୍ଟରପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୩ଜଣ ବିଷପାନ କରିବା ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି। ସେମାନେ ହେଲେ କୁମୁଦିନୀ ସାହୁ(୫୦), ପୁଅ ବଂଶୀଧର(୨୫) ଏବଂ ଝିଅ…
୧୩ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୦।୯: ରାଜ୍ୟରେ ବର୍ଷା ସାମାନ୍ୟ କମିଛି । ପାଗ ସାମାନ୍ୟ ଅନୁକୂଳ ହୋଇଥିବା ବେଳେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୧୨ ତାରିଖରୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ରେ ଏହା…
Archives


