ରାଜ୍ୟ

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର, ସୁନ୍ଦରଗଡ଼,…

କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା

ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ ଆଶାୟୀ ରହିଥିବା ବେଳେ ଭାଜପା ଜାତୀୟ ଆଦିବାସୀ ମୋର୍ଚ୍ଚା ସମ୍ପାଦକ କାଳୀରାମ ମାଝୀଙ୍କ ଉପରେ…

ଭାଜପାର ୫ମ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୧୮, ଅପେକ୍ଷାରେ କଟକ, ଯାଜପୁର, କନ୍ଧମାଳ

ନୂଆଦିଲ୍ଲୀ,୨୪।୩: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା…

ଆସିଲା ଭାଜପାର ୫ମ ପ୍ରାର୍ଥୀ ତାଲିକା, ଜାଣନ୍ତୁ ଓଡ଼ିଶାର କେଉଁ ଆସନରୁ କାହାକୁ ମିଳିଲା ଟିକେଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୪।୩: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ଭାଜପା ପ୍ରକାଶ କରିଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଧ୍ୟ ଏଥର ଟିକେଟ ଦିଆଯାଇଛି। ସେ ମଣ୍ଡିରୁ ନିର୍ବାଚନ ଲଢିବେ। ସୀତା ସୋରେନଙ୍କୁ ଦୁମକାରୁ ଟିକେଟ ଦିଆଯାଇଛି।…

ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.…

ବନ୍ଧୁକ କାରବାର ମାମଲା: ବିହାରରୁ ଧରାପଡ଼ିଲେ କିଙ୍ଗପିନ

କଟକ, ୨୪ା୩ (କାର୍ତ୍ତିକ ସାହୁ)- ବେଆଇନ ବନ୍ଧୁକ କାରବାର ମାମଲାରେ କମିଶନରେଟ୍‌ ପୋଲିସ ୨ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ କାରବାରର ମୁଖ୍ୟ ଅଭିଯୁକ୍ତ ତଥା କିଙ୍ଗପିନ ବିହାର ମୁଙ୍ଗେର ଅଞ୍ଚଳର ଗୋଲ୍‌ଡେନ୍‌…

ବାରମ୍ବାର ସମନ ଜାରି ସତ୍ତ୍ୱେ କରୁଥିଲେ ଅଣଦେଖା, ବ୍ୟକ୍ତିଙ୍କ ବିରୋଧରେ ଲଟ୍‌କା ଜାରି କଲା ପୋଲିସ

ପଟ୍ଟାଙ୍ଗି,୨୪।୩(ଶରତ ଧଳ): କୋର୍ଟରୁ ଆସୁଥିଲା ସମନ। ହେଲେ ବାରମ୍ବାର ଏହାକୁ ଅବମାନନା କରି ଆଇନ୍‌ ଉଲ୍ଲଘଂନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଗାଁରେ ପହଞ୍ଚି ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ସମୁଖରେ ଡାକବାଜି ମାଧ୍ୟମରେ ଜାରି ହୋଇଥିବା ଗିରଫ ପରୱାନା ପଢି ଶୁଣାଇଛି।…

ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା

ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା; ଆଗାମୀ ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୪।୩: ରାଜ୍ୟରେ ଗ୍ରୀଷ୍ମ ଉତ୍ତାପ କ୍ରମଶଃ ବଢ଼ିବାରେ ଲାଗିଛି । ଗତକାଲି ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌‌ସିୟସ ରେକର୍ଡ କରାଯାଇଥିବାବେଳେ ୫ଟି ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିବା ଜଣାପଡିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ…

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର ୭…

ଲାଞ୍ଚ ନେଇ ପଡ଼ିଥିଲେ ଧରା, ନିଲମ୍ବିତ ହେଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୪ା୩: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଭୁବନେଶ୍ୱରର ଶହୀଦନଗର ଥାନା ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ରବିବାର ନିଲମ୍ବିତ ହୋଇଛନ୍ତି। ପୋଲିସ କମିଶନର ତାଙ୍କୁ ନିଲମ୍ବନ କରିଥିବା ଏକ ପ୍ରେସ୍‌ପିଟ୍‌ରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା…

ନୟାଗଡ ଭାଜପାକୁ  ଝଟ୍‌କା: ବିଜେଡିରେ ଯୋଗଦେଲେ ଇରାନୀ ରାୟ

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ନୟାଗଡ଼ ଭାଜପାକୁ ଝଟ୍‌କା । ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗଦେଇଛନ୍ତି। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ଯୋଗଦେଛନ୍ତି। ଶତାଧିକ ସମର୍ଥକଙ୍କ ସହିତ ସେ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?