ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ କଲା ଜରୁରୀ ଅବତରଣ, ଭିତରେ ଥିଲେ…
ରାଉରକେଲା,୧୦ା୧(ସଙ୍ଗୀତା ଜେନା): ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ କୋଲକାତା ଏଟିସି ପକ୍ଷରୁ ଏହାର ଚଳନ ନେଇ ଜିଲାପାଳଙ୍କୁ…
ନବୋଦୟ ବିଦ୍ୟାଳୟ ଜଣ୍ଡିସ: ବଡ଼ କଥା କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ, କାହିଁକି ବ୍ୟାପିଲା…
ଭୁବନେଶ୍ୱର,୧୦।୧: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟ ଜଣ୍ଡିସ ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍କୁଲ ରୋଷେଇ ଘର ପାଇପ ଫାଟି ପାଣି ଦୂଷିତ ହୋଇଥିଲା। ସେହି ପାଣିରୁ ଜଣ୍ଡିସ ବ୍ୟାପିଥିଲା, ପାଣି…
୧୦ ଡିଗ୍ରୀ ତଳେ ରାଜ୍ୟର ୨୮ ସହର: ଟ୍ବିନ୍ସିଟିରେ ଅସମ୍ଭାଳ ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…
ଭୁବନେଶ୍ୱର,୧୦ା୧: ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି। କଟକରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ୯.୨ ଡିଗ୍ରୀ ତାପମାତ୍ରା ରହିଛି। ଶୀତର ପ୍ରକୋପ ଯୋଗୁ ଲୋକେ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଘରୁ ବାହାରି ପାରୁନାହାନ୍ତି।…
ପୁଣି ପୀୟୂଷଙ୍କ ପାଇଁ ବଢ଼ିଲା ଅଡୁଆ: ଆଉ ଚଢ଼ିବେନି ମଞ୍ଚକୁ, ବଢ଼ିଲା …
ଭୁବନେଶ୍ୱର,୧୦।୧: ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨…
ରୌପ୍ୟ ପଦକ ହାତେଇ ଜିଲା ପାଇଁ ଗୌରବ ଆଣିଲେ ହରପ୍ରିୟା
କୋରାପୁଟ,୧୦।୧(ଅମିତାଭ ବେହେରା): ଭୁବନେଶ୍ୱର ସରକାରୀ ଦକ୍ଷତା ବିକାଶ ମହାବିଦ୍ୟାଳୟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେଇଥିବା କୋରାପୁଟ ଜିଲା ଦାମନଯୋଡ଼ିର ଛାତ୍ରୀ ହରପ୍ରିୟା ସାମଲ ଦ୍ୱିତୀୟ ହୋଇଛନ୍ତି। ଏହି କୃତିତ୍ୱ ପାଇଁ ତାଙ୍କୁ ରୌପ୍ୟ ପଦକ ମିଳିଛି। ଶୁକ୍ରବାର ଲୋକସେବା…
ଭୁବନେଶ୍ୱର ବିମାନବନ୍ଦର ପଡ଼ିଆରେ ନିଆଁ, ନିର୍ଦ୍ଦେଶକ କହିଲେ…
ଭୁବନେଶ୍ୱର,୧୦ା୧: ବିଜୁ ପଟ୍ଟନାୟକ ବିମାନବନ୍ଦର ପଡ଼ିଆରେ ଶନିବାର ନିଆଁ ଲାଗିଛି। ଶୁଖିଲା ଘାସରେ ଭୟଙ୍କର ନିଆଁ ଲାଗିଥିବାବେଳେ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ଅନ୍ୟପକ୍ଷରେ ଏହି ନିଆଁରେ କୌଣସି…
ଜଳିଗଲା ଲକ୍ଷାଧିକ ଟଙ୍କାର ମକା, ସରକାରଙ୍କ ପାଖରେ କ୍ଷତିପୂରଣ ଦାବି କରି…
ମୋହନା,୧୦ା୧(ମନ୍ମଥ ମିଶ୍ର): ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶୁଖିଲା ମକା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ରା.ଉଦୟଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମରେ। ଶୁକ୍ରବାର ହଠାତ୍ ନିଆଁ ଲାଗିଥିଲା ମକା ଖଳାରେ। ପରିସଲ ଗ୍ରାମର ଅନେକ…
ଶୋ’ ରୁମ୍ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍ ଶୋ’ ରୁମ୍ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ…
ଯୋଡ଼ା ଖଣି ଅଞ୍ଚଳରେ ପ୍ରବଳ ଶୀତ: ୩ ଦଶନ୍ଧି ପରେ ତୁଷାରପାତ
ଯୋଡ଼ା,୧୦ା୧(ମାନସ ମହାନ୍ତି): କେନ୍ଦୁଝର ଜିଲାର ଯୋଡ଼ା ବ୍ଲକ, ଖଣି ଅଞ୍ଚଳ ଭାବେ ପରିଚିତ ଏହି ଉପତ୍ୟକାର ଆଭ୍ୟନ୍ତରୀଣ ଅଞ୍ଚଳରେ ହୋଇଛି ତୁଷାରପାତ। ଏକ ସପ୍ତାହ ଧରି ପ୍ରବଳ ଶୀତ ଲହରି ପରେ ଶୁକ୍ରବାର ଏବଂ ଶନିବାର ପ୍ରାତଃ କାଳରେ ହୋଇଛି ତୁଷାରପାତ।…
ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ, ସୁନା ଆଣି ଟଙ୍କା ନ ଦେବାରୁ…
ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା…
ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…
ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ…
ମୋକିମ୍ଙ୍କ ବଡ଼ ଘୋଷଣା: ମାର୍ଚ୍ଚ ଶେଷ ସୁଦ୍ଧା…
ଭୁବନେଶ୍ୱର,୧୦।୧: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି। ମୋକିମ୍ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ଆସନ୍ତା ୧୨…
Archives


