ରାଜ୍ୟ

‘ମୋ ବସ୍‌’ ଷ୍ଟପ୍‌ରେ ପାର୍କିଂ, କାର୍‌ ନମ୍ବରରେ ଚାଲାଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍‌’ ଷ୍ଟପ୍‌ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍‌ ଚଳାଚଳ ଓ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ସଂକ୍ରାନ୍ତରେ ମୋ ବସ୍‌ ପରିଚାଳନା...

ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ

ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ ପୂର୍ଣ୍ଣ ଅବସ୍ଥାରେ ମଧ୍ୟାହ୍ନଭୋଜନ ଖାଉଥିବା ଦେଖିବାକୁ ମିଳିଛି । ଏ ନେଇ...

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର

ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି। ଏପରି କି ତାଙ୍କ ଘରୁ ୭ ହଜାର ଟଙ୍କା ସମେତ ଗୃହ...

ଛାତ୍ର କଂଗ୍ରେସ ସୁପରିଚାଳନା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ଦେବାଶିଷ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଛାତ୍ର କଂଗ୍ରେସର ସୁପରିଚାଳନା ପାଇଁ ଶୁକ୍ରବାର ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏଥିରେ ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ସେହିଭଳି ସ୍ବାଗତିକା ପଟ୍ଟନାୟକ, ଜିନେଶ ଦାସ କମିଟି ସଦସ୍ୟ ଭାବେ ନିଯୁକ୍ତ...

ଉଡାନ-୪ ଯୋଜନାରେ ସାମିଲ ହେବ ଓଡ଼ିଶାର ୩ ଏୟାରପୋର୍ଟ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଉଡାନ-୪ ଯୋଜନାରେ ରାଜ୍ୟର ୩ ଏୟାରପୋର୍ଟ ସାମିଲ ହେବ। ଜୟପୁର, ରାଉରକେଲା ଏବଂ ଉତ୍କେଲା ଏୟାରପୋର୍ଟ ଏହି ଯୋଜନାରେ ସାମିଲ ହେବା ନେଇ ମୁଖ୍ୟ ସଚିବଙ୍କ ସହ କେନ୍ଦ୍ର ବିମାନ ଚଳାଚଳ ସଚିବଙ୍କ ମିଟିଂ ନିଷ୍ପତ୍ତି ହୋଇଛି। ତେବେ...

୪ ଦିନ ହେବ ନାବାଳିକା ନିଖୋଜ: ୩ଜଣଙ୍କୁ ଅଟକ ରଖି ବସି ରହିଛି ପୋଲିସ, ଚିନ୍ତାରେ ପରିବାର

ରଣପୁର,୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଲୋଧାଚୁଆ ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୪ ଦିନ ହେବ ନିଖୋଜ ଅଛନ୍ତି। ସମ୍ପୃକ୍ତ ନାବାଳିକାଙ୍କୁ ବଜ୍ରକୋଟ ଅଞ୍ଚଳର ୩ଜଣ ଅସଦାଚରଣ କରି ଅପହରଣ କରି ନେଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ପୋଲିସ...

କାଳିଆ-ପିଏମ୍‌ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା

ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି।...

ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ଘଟଣାକୁ ଆଇନ୍‌ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍‌ ହୋଇଛି’

ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ...

ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।...

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି।...

ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ଯାଇପାରେ ଚାକିରି: ମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓସିଏସ୍‌(ସିସିଏ ରୁଲ୍‌ସ)୧୯୬୨ ରୁଲ-୧୬ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇପାରେ। କୌଣସି ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଭବିଷ୍ୟତ ସହ ଖେଳୁଥିବା ବ୍ୟକ୍ତିବିଶେଷଙ୍କ କାର୍ଯ୍ୟକଳାପଙ୍କୁ ବରଦାସ୍ତ କରାଯିବ ନାହିଁ।...

ବିଜୁ ଯୁବ ବାହିନୀ ଆରମ୍ଭ କରିବ ‘ନନ୍ଦିନୀ’

ଭୁବନେଶ୍ୱର, ୬।୧୨(ବ୍ୟୁରୋ):ବାଲ୍ୟବିବାହ, ଯୌତୁକ ଏବଂ ଘରୋଇ ହିଂସା ବିରୋଧରେ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ନନ୍ଦିନୀ’ ଆରମ୍ଭ କରାଯିବ। ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ୩୧୪ଟି ବ୍ଲକ ଅଧୀନରେ ଥିବା ପ୍ରତ୍ୟେକ ଗ୍ରାମ ଓ ଓ୍ବାର୍ଡରେ...

Advertisement
Archives

Model This Week

Why Dharitri