ରାଜ୍ୟ

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ ୧୨…

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି କ୍ରମରେ…

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା କରିବା…

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ ମାନବାଧିକାର…

ଡ୍ରାଇଭିଂ ଲାଇସେନ୍ସ ଫେରାଇବା ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡ଼ିଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୩ା୩: ଲାଞ୍ଚ ନେଇ ଶହୀଦନଗର ଥାନାର ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ଶନିବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ଜବତ କରିଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଡିଏଲ୍‌ ଫେରାଇ…

Video: ଶେଷ କିଷାନଙ୍କ ଜୀବନୀ ଉପରେ ତିଆରି ହେବ ଫିଲ୍ମ

ଭୁବନେଶ୍ୱର,୨୩।୩: ଯୁବ ବୈଜ୍ଞାନିକ ଡ. ଶେଷ କିଷାନଙ୍କ ଯିବନି ଉପରେ ନିର୍ମାଣ ହେବ ଫିଲ୍ମ। ଶେଷ’ ଉତ୍କଟ ଦାରିଦ୍ରତାର ଶେଷ ସୀମାରୁ ସଂଘର୍ଷ କରି କିପରି ସଫଳ ହୋଇ ପାରିଛନ୍ତି ତାହା ଏହି ସିନେମାରେ ଦର୍ଶକେ ଦେଖିବାକୁ ପାଇବେ। ଫିଲ୍ମର ଟ୍ୟାଗ…

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି। ଏହାରି ମଧ୍ୟରେ…

ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…

‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’: ବ୍ୟବସାୟରେ ସ୍ବଚ୍ଛତା ଗୁରୁତ୍ୱ ବହନ କରେ

ଭୁବନେଶ୍ୱର,୨୩।୩(ଅସମାପିକା ସାହୁ): ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ଏହି ଚତୁର୍ଥ ସଂସ୍କରଣରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ…

ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି

ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର ସତ୍ୟବାଦୀ…

ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ

ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?