ରାଜ୍ୟ

ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ…

ଟ୍ରକ୍‌କୁ ପଟିଲା ବାଇକ୍‌: ଚାଲିଗଲା ୩ ଯୁବକଙ୍କ ଜୀବନ

ଯାଜପୁର,୨୩।୩: ଯାଜପୁର ଜିଲା କଳିଙ୍ଗନଗର ଥାନା ଅଧୀନ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ ପଛରେ ଏକ ବାଇକ୍‌ ପିଟି ହୋଇ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକମାନେ…

ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୩।୩: ଦିନ କେଇଟା ପରେ ନିର୍ବାଚନ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ପୁଣି ଦିଲ୍ଲୀ ଗଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଆଗାମୀ ଦିନରେ ହେବାକୁ ଥିବା କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ସେ ଦିଲ୍ଲୀ…

ହେଲାନି ମେଣ୍ଟ, ଆଜି ଆସିପାରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ!

ଭୁବନେଶ୍ୱର,୨୩।୩: ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ ମୋହର । ଆଉ କିଛି ରାଜ୍ୟର ବି ତାଲିକା ଆସିବ…

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍‌ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି ଇଲେକ୍ଟ୍ରୋନିକ୍ସ…

‘ବାଘୁଣୀ ଇଚ୍ଛାରେ ବଢ଼େ ବାଘ ବଂଶ’

ବାରିପଦା,୨୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏନ୍‌ଟିସିଏ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପୂର୍ବବର୍ଷ ଅପେକ୍ଷା ଚଳିତବର୍ଷ ଶିମିିଳିପାଳରେ…

ଆଗକୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୩।୩: ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…

ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ । ଜଣେ…

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼, ସେବାୟତଙ୍କ…

କଟକ ବାଲିଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି

କଟକ,୨୩ା୩ (କାର୍ତ୍ତିକ ସାହୁ): ଐତିହାସିକ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି ପରେ ଏବେ ଉଠିଛି ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ଦାବି। ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପ୍ରସଙ୍ଗରେ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ଶୁକ୍ରବାର…

ଚିଟ୍‌ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର

ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍‌ଫଣ୍ଡ ସ୍କିମ୍‌ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ ଏହି ବ୍ୟବସାୟ ବଢ଼ିବାରେ ଲାଗିଛି। ଫଳରେ କିଛି ଖଳ ପ୍ରକୃତିର ଲୋକ ଏହାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?