ରାଜ୍ୟ

ଦାମଙ୍କୁ ଝୁରୁଛନ୍ତି ପୂର୍ବତନ ଡ୍ରାଇଭର, କାନ୍ଦିକାନ୍ଦି କହିଲେ….

ଭୁବନେଶ୍ୱର,୨୨।୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋରରୁ ପରଲୋକ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ ଜବାବ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ତେବେ ଦାମଙ୍କ…

ବିଶାଳକାୟ ଗଛ ପଡ଼ି ୨ ପରିବାରର ୯ ଆହତ

ଦାରିଙ୍ଗବାଡ଼ି,୨୨ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ ଘର ନିକଟରେ ରହିଥିବା ବିଶାଳକାୟ ଆମ୍ବଗଛ ପଡ଼ି ୨ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବା…

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ ଟ୍ରକଟି ହଠାତ୍‌ ବ୍ରେକ୍‌ ମାରିବାରୁ ପଛରେ ଥିବା ଅନ୍ୟ ଏକ ଟ୍ରକଟି ଭାରସାମ୍ୟ ହରାଇ…

ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ ଦେହାନ୍ତରେ…

ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ ବରିଷ୍ଠ…

ବିଏମ୍‌ସି ଅଧିକାରୀଙ୍କ ଦାୟିତ୍ୱରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୨।୩ (ବନ୍ଦନା ସେଠୀ): ନିର୍ବାଚନ ପୂର୍ବରୁ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଅଧିକାରୀଙ୍କ ଦାୟିତ୍ୱ ବଦଳିଛି। ପୁରୁଣା ଅଧିକାରୀ ଚୌକି ଛାଡ଼ିବା ସହ ନୂଆ ଅଧିକାରୀ କାର୍ଯ୍ୟରେ ଯୋଗଦେଇଛନ୍ତି। ଏହିକ୍ରମରେ ୪ଟି ବର୍ଗରେ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ବଣ୍ଟନ କରାଯାଇଛି। ଏନେଇ…

ବିଏମ୍‌ସିକୁ ୪ର୍ଥ ଥର ଚିଠି ଲେଖିଲା ଏଡବ୍ଲ୍ୟୁବିଆଇ

ଭୁବନେଶ୍ୱର,୨୨।୩ (ବନ୍ଦନା ସେଠୀ): କୁକୁର ବନ୍ଧ୍ୟାକରଣ ବା ଆନିମଲ୍‌ ବାର୍ଥ କଣ୍ଟ୍ରୋଲ (ଏବିସି) କାର୍ଯ୍ୟକ୍ରମ ପାଇଁ ସଂସ୍ଥା ଚୟନରେ ବିଏମ୍‌ସି ଚଞ୍ଚକତା କରିଛି। ଏନେଇ ଆନିମଲ୍‌ ଓ୍ବେଲ୍‌ଫେୟାର୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ଏଡବ୍ଲ୍ୟୁବିଆଇ) ନିକଟରେ ଅଭିଯୋଗ ହେବାପରେ ଘଟଣାର ସତ୍ୟାସତ୍ୟ ଯାଞ୍ଚ…

ଜାଣନ୍ତୁ ଦାମଙ୍କ ରାଜନୀତି କ୍ୟାରିଅର ବିଷୟରେ…

ଭୁବନେଶ୍ୱର,୨୨ା୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋର୍‌ରୁ ଦେହାନ୍ତ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ୍‌ ଜବାବ୍‌ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ଦାମ ୧୯୭୭ରେ…

ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ…

ଆଦର୍ଶ ଆଚରଣ ବିଧି ମାନୁନି ବିଜେଡି, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୨୨।୩:(ସୁନିତ୍‌ ମିଶ୍ର): ଆଗାମୀ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇସାରିଲାଣି ା କିନ୍ତୁ ଏ ପର୍ଯ୍ୟନ୍ତ ବିଜେଡି ତଥା ଦଳୀୟ ସଭାପତିଙ୍କ ଫଟୋଚିତ୍ର ଥିବା ବଡ଼…

ଆଜିଠାରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୨।୩(ଅନୁରାଧା ମହାରଣା):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଚଳିତଥର ୨ଟି ପର୍ଯ୍ୟାୟରେ ଖାତା ଦେଖାହେବ। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ…

୧୦ ବର୍ଷରେ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଓଡ଼ିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିଛି: ଭାଜପା

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ ଶାସନକୁ ଆସିବା ପରେ ଆଇଟି ତଥା ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଭାରତବର୍ଷରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିଛି। ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ସ୍ପଷ୍ଟ ପରିଲକ୍ଷିତ ହେଉଛି। ୨୦୧୪ରେ ୭,୫୬୨ଟି ମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?