ରାଜ୍ୟ

ସୂର୍ଯ୍ୟଙ୍କ ଆଖିରେ ଦୁନିଆ ଦେଖିବେ ଆଉ ଜଣେ

ଭୁବନେଶ୍ୱର,୩ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶନିବାର ସନ୍ଧ୍ୟାରେ ପରଲୋକ ଘଟିଥିଲା। ତେବେ ସୂର୍ଯ୍ୟଙ୍କ ଶେଷ ଇଚ୍ଛା ଓ ତାଙ୍କ ପରିବାର ଲୋକଙ୍କ ସହମତିରେ ତାଙ୍କ ଚକ୍ଷୁଦାନ କରାଯାଇଛି। ଫଳରେ ସୂର୍ଯ୍ୟଙ୍କ ଆଖିରେ ଆଉ ଜଣେ ଦୁନିଆ ଦେଖିପାରିବେ। ସୂର୍ଯ୍ୟଙ୍କ…

ବାର୍ଷିକ ଖଣି ସୁରକ୍ଷା ସପ୍ତାହରେ ଓସିପିଏଲ୍‌ ପୁରସ୍କୃତ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌(ଓସିପିଏଲ୍‌) କୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଓସିପିଏଲ୍‌ ପ୍ରଥମଥର ପାଇଁ ଖଣି ସୁରକ୍ଷା ନିର୍ଦ୍ଦେଶାଳୟ (ଡିଜିଏମ୍‌ଏସ୍‌) ଏବଂ ମହାନାଦୀ କୋଲ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌)ର…

ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର,୩।୯: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜିଓ ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଓ ଟ୍ରୁ-୫ଜି ଜରିଆରେ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଭାବେ ୫ଜି ସଂଯୋଗ ଦେବା ସହିତ ଶିକ୍ଷା…

କେୟାରକୁ ବେଷ୍ଟ କାର୍ଡିଓଲୋଜି ହସ୍ପିଟାଲ ସମ୍ମାନ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କେୟାର ହସ୍ପିଟାଲ ଭୁବନେଶ୍ୱରକୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି ଓ ଟିଭି ଓଡ଼ିଶା ବିଜ୍‌ନେସ୍‌ ଆଓ୍ବାର୍ଡ କାର୍ଯ୍ୟକ୍ରମରେ କେୟାର ହସ୍ପିଟାଲକୁ ବେଷ୍ଟ କାର୍ଡିଓଲୋଜି ହସ୍ପିଟାଲ…

ଗଞ୍ଜାମ ରାଜନୀତିରେ ଟାଇଗର ଆଉ ନାହାନ୍ତି

ବ୍ରହ୍ମପୁର/ଦିଗପହଣ୍ଡି, ୩ା୯(ନରସିଂହ ସାହୁ)/(ଅଶେଷନାଥ ମିଶ୍ର)ଗଞ୍ଜାମ ଜିଲାର ବିଶିଷ୍ଟ ରାଜନୀତିଜ୍ଞ ସୂର୍ଯ୍ୟନାରାୟଣ ପାତ୍ର ରାଜନୀତିରେ ଜଣେ ଦକ୍ଷ ଖେଳୁଆଡ଼ ହୋଇଥିବାରୁ ତାଙ୍କୁ ଗଞ୍ଜାମ ଟାଇଗର ନଂ-୨ କୁହାଯାଉଥିଲା। ରାଜନୈତିକ ଜୀବନରେ ସେ ଏକାଧିକଥର କ୍ୟାବିନେଟ ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଥିଲେ। ୨୦୧୯…

ବଜ୍ରପାତରେ ନାବାଳକ ସମେତ ୮ ମୃତ, ୩ ଆହତ

ଡେଲାଙ୍ଗ,୩ା୯(ରଶ୍ମିରଞ୍ଜନ ପ୍ରଧାନ)/ ଲୋଇସିଂହା, (ସୁଶାନ୍ତ ବାରିକ)/ ବଡ଼ଗଁା,(ଅଶୋକ ଷଡ଼ଙ୍ଗୀ)/ ବାଉଁଶୁଣୀ,(ଦେବାଶିଷ ନେପାକ)/ ବାଲିକୁଦା,(ତାପସ ସ୍ବାଇଁ)/ ବାଣପୁର(ଶଙ୍କର ବସ୍ତି)/ ଗମ୍ଭାରୀମୁଣ୍ଡା,(ଦିଲୀପ ସ୍ବାଇଁ)/ ଜଟଣୀ,(ରବୀନ୍ଦ୍ର ନାଥ ମହାକୁଡ଼)ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶନିବାର ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଞ୍ଚ…

ଆଡ୍‌ମିଶନ ନାଁରେ ୫ହଜାର ପିଲାଙ୍କୁ ଠକେଇ

ଭୁବନେଶ୍ୱର,୩।୯(ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟ ତଥା ବାହାରେ ଥିବା ବଡ଼ ବଡ଼ କଲେଜ ଓ ଶିକ୍ଷାନୁଷ୍ଠାନରେ ଆଡ୍‌ମିଶନ କରାଇ ଦେବାକୁ କହି ଠକେଇ କରୁଥିବା ଏକ ବଡ଼ ର଼୍ୟାକେଟ ଧରାପଡିଛି। କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ସମ୍ପୃକ୍ତ ୨ଉଚ୍ଚ ଶିକ୍ଷିତ ଯୁବକଙ୍କୁ ଗିରଫ…

ବିଜୟ ମହାନ୍ତିଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ‘କର୍ତ୍ତବ୍ୟ’ ଶୁଭମୁକ୍ତି

ଭୁବନେଶ୍ୱର,୩।୯(ଶର୍ମିଷ୍ଠା ପାଣିଗ୍ରାହୀ)ବିଶିଷ୍ଟ ଅଭିନେତା ସ୍ବର୍ଗତ ବିଜୟ ମହାନ୍ତିଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ‘କର୍ତ୍ତବ୍ୟ’ ଶନିବାର ଶୁଭମୁକ୍ତି ହୋଇଛି। ଗୁରୁ, ଶିଷ୍ୟ ଓ ଗୁରୁ ଦକ୍ଷିଣାର କାହାଣୀକୁ ନେଇ ଶ୍ରୀଜଗନ୍ନାଥ ମୁଭିଜ ଓ ମୁକ୍ତି ଏକ୍ସପ୍ରେସ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ର ଜଣେ…

ଓଡ଼ିଶାର ୪ଜଣ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ…

ଡ୍ରପ୍‌ଆଉଟ୍‌ ପିଲାଙ୍କୁ ନିଯୁକ୍ତିକ୍ଷମ କରାଯିବ

ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଡ୍ରପ୍‌ ଆଉଟ୍‌ ପିଲାଙ୍କୁ ନିଯୁକ୍ତିକ୍ଷମ କରାଯିବ। ଭୁନେଶ୍ବରସ୍ଥିତ ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଆଣ୍ଡ୍‌ ଟ୍ରେନିଂ ସେଣ୍ଟର(ସିଟିଟିସି)ରେ ସେମାନଙ୍କୁ ବିଭିନ୍ନ ଟ୍ରେଡ୍‌ରେ ତାଲିମ ଦିଆଯିବ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…

୨୦୨୭ ସୁଦ୍ଧା ମ୍ୟାଲେରିଆମୁକ୍ତ ଓଡ଼ିଶା ଲକ୍ଷ୍ୟ

ଭୁବନେଶ୍ବର,୩ା୯(ଅଭିଜିତ ଦାସ)ରାଜ୍ୟରେ ମ୍ୟାଲେରିଆ ପରୀକ୍ଷଣ ବୃଦ୍ଧି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଜାତୀୟ ହାର ତୁଳନାରେ ଉଭୟ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ୨୦୩୦ ସୁଦ୍ଧା ମ୍ୟାଲେରିଆମୁକ୍ତ ବିଶ୍ୱ ପାଇଁ ଲକ୍ଷ୍ୟ ରଖିଥିବାବେଳେ ରାଜ୍ୟ ସ୍ବାସ୍ଥ୍ୟ…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ରୁ ଆବେଦନ

ଭୁବନେଶ୍ୱର,୩।୯(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୧୪ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri