ରାଜ୍ୟ

ଓଡିଶା କଂଗ୍ରେସ ନେତା ସବୁଠୁ ଧନୀ, କ୍ରାଇମରେ…, ADR ରେ ଚମକାଇଦେଲା ଭଳି ରିପୋର୍ଟ

ଭୁବନେଶ୍ୱର,୨୧।୩: ରାଜ୍ୟରେ ନିଜ ଅସ୍ତିତ୍ୱ ସଙ୍କଟ ଦେଇ ଗତି କରୁଛି କଂଗ୍ରେସ। କିନ୍ତୁ ଦଳର ବିଧାୟକମାନେ ଧନୀ ତାଲିକାରେ ଶୀର୍ଷରେ ରହିଛନ୍ତି। ଦଳର ୭୫ପ୍ରତିଶତ ବିଧାୟକ କୋଟିପତି ଥିବାବେଳେ ୫୦% ବିଧାୟକଙ୍କ ନାଁରେ ସଙ୍ଗୀନ ଅପରାଧ ମାମଲା ରହିଛି। ଯାହାକି ବିଜେଡି…

ଅଟୋକୁ ପିଟିଲା ‘ମୋ ବସ୍‌’: ଗାଡି ଭାଙ୍ଗି ଚୁର୍‌ମାର୍‌

ଭୁବନେଶ୍ୱର,୨୧।୩:ଭୁବନେଶ୍ୱରର ରାଜମହଲ ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ମୋ ବସ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ଅଟୋର ସମ୍ମୁଖ ପଟ ଭାଙ୍ଗି ଚୁରମାର୍‌ ହୋଇପଡିଛି।…

ବିଇଓଙ୍କୁ ଘରୁ ଉଠାଇ ନେଲା ଭିଜିଲାନ୍ସ, ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗ

କନ୍ଧମାଳ,୨୧।୩: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ ରସାନନ୍ଦ କର । ନ୍ୟାଶନାଲ ପେନସନ ସ୍କିମ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦଙ୍କୁ ଉଠାଇ ନେଇଛି ଫୁଲବାଣୀ ଭିଜିଲାନ୍ସ । ବିଇଓ ସ୍କିମର ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ…

ନବୀନ ନିବାସରେ ପ୍ରାର୍ଥୀ ଚୟନ କସରତ, ଆଜି ଭୁବନେଶ୍ୱର-କନ୍ଧମାଳ-ବ୍ରହ୍ମପୁର ଲାଗି ବୈଠକ

ଭୁବନେଶ୍ୱର,୨୧।୩: ଗୋଟିଏ ପଟେ ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇ ନ ଥିବା ବେଳେ ନବୀନ ନିବାସରେ ଟିକେଟ ପାଇଁ କସରତ ଚାଲିଛି। ଗୁରୁବାର ଭୁବନେଶ୍ୱର, କନ୍ଧମାଳ, ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ବୈଠକ ଅନୁଷ୍ଠିତ ହେବ। ଏଥିରେ…

କାହା ଭାଗରେ ଭୁବନେଶ୍ୱର! ଆଜି ନବୀନ ନିବାସରେ ଭୁବନେଶ୍ୱର ପାଇଁ ଟିକେଟ୍‌ କସରତ

ଭୁବନେଶ୍ୱର,୨୧।୩: କାହା ଭାଗରେ ଛିଡିବ ସୁନା କଳସ। କାହାକୁ ମିଳିବ ଟିକେଟ୍‌। ବିଜେଡି ଭାଜପା ମେଣ୍ଟ ଛିଡୁ ନ ଥିବାବେଳେ ଟିକେଟ୍‌ ପାଇଁ ଏବେ ବିଜେଡି ଓ ଭାଜପା ମଧ୍ୟରେ କସରତ ଚାଲିଛି। କାହା ଭାଗରେ ପଡିବ ଭୁବନେଶ୍ୱର ଏନେଇ ଦୁଇଦଳ…

ହୋଲି ପରେ ଓଡିଶାରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୧।୩: ଓଡିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଥମୁନାହିଁ। ଏନେଇ ଦୁଇ ଦଳର ଶୀର୍ଷ ନେତା ଠାରୁ ଆରମ୍ଭ କରି ଦଳୀୟ ନେତାଙ୍କ ଠାରୁ ହାଇକମାଣ୍ଡ ବିଭିନ୍ନ କଥା କହିଲେ ମଧ୍ୟ ଝୁଲାବସ୍ଥାରେ ମେଣ୍ଟ ରହିଛି। ଏହାରି ଭିତରେ ଆଜି ଅଖିଳ ଭାରତୀୟ…

ମନ୍ଦିରମାଳିନୀ ଜିଲା ସୁବର୍ଣ୍ଣପୁର ପର୍ଯ୍ୟଟନ ବିକାଶରେ ଶୂନ

ସୋନପୁର,୨୧ା୩(ମୃତ୍ୟୁଞ୍ଜୟ ଶତପଥୀ)ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ସୁବର୍ଣ୍ଣପୁର ଜିଲାର ସ୍ବତନ୍ତ୍ର ସ୍ଥାନ ରହିଛି। ଜିଲାରେ ୧୦୮ଟି ମନ୍ଦିର ସହ ଅନେକ ପର୍ଯ୍ୟଟନ କ୍ଷେତ୍ର ରହିଛି। ସୁବର୍ଣ୍ଣପୁର ସହରରେ ରହିଛନ୍ତି ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଓ ଅଷ୍ଟବିଷ୍ଣୁ। ପର୍ଯ୍ୟଟନ ମାନଚିତ୍ରରେ ଜିଲା ସ୍ବତନ୍ତ୍ର ପରିଚୟ ରଖିଥିଲେ…

ଠିକ୍‌ ସମୟରେ ମିଳୁନି ବ୍ୟାଟେରି ଗାଡ଼ି

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ରୋଗୀଙ୍କୁ ଠିକ୍‌ ସମୟରେ ବ୍ୟାଟେରି ଗାଡିର ସୁବିଧା ମିଳୁନାହିଁ। ଫଳରେ ରୋଗୀମାନେ ଗୋଟିଏ ୱାର୍ଡରୁ ଅନ୍ୟତ୍ର ଯିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏହି…

ଝାରପଡ଼ା ଜେଲ୍‌ରେ ନିଶା କାରବାର

ଭୁବନେଶ୍ୱର,୨୧।୩ (ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍‌ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍‌ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍‌ର ସଦସ୍ୟମାନେ…

କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍‌

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)କଦଳୀ ଗଛର ତନ୍ତୁ ବା କଦଳୀ ପାଟୁଙ୍ଗାରୁ ସାନିଟାରି ପ୍ୟାଡ୍‌ ତିଆରି ହେଉଛି। ତା’ ପୁଣି ରିୟୁଜେବ୍‌ଲ। ଅର୍ଥାତ୍‌ ଏକାଧିକ ଥର ବ୍ୟବହାର କରି ହେବ। ଅତିକମ୍‌ରେ ୩ରୁ ୪ ବର୍ଷ ଯାଏ ଏହି ପ୍ୟାଡ୍‌ ବ୍ୟବହାର କରିହେବ।…

ଇଣ୍ଡିଆ ମେଣ୍ଟ: ପ୍ରାର୍ଥୀ ଦେବାକୁ ଦାବିକଲା ସିପିଆଇ (ଏମ୍‌ଏଲ୍‌)

ଗୁଣପୁର,୨୧ା୩(ପ୍ରଦୀପ କୁମାର ପାଢ଼ୀ): କୋରାପୁଟ ଲୋକ ସଭା ସହ ଗୁଣପୁର ବିଧାନସଭା ନିର୍ବାଚନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ଦଳ ପକ୍ଷରୁ ମେଣ୍ଟ…

ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ

କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା – ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ ଦଳ ଭାଜପା,ବିଜେଡିର ଟିକେଟ ଆଶାୟୀ ସଂଶୟରେ ପଡ଼ିଯାଇଛନ୍ତି। ୨୦୧୯ରେ ଏଠାରୁ ଭାଜପା ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?