ରାଜ୍ୟ

ଲକ୍‌ଡାଉନ୍‌ ସତ୍ତ୍ୱେ ନିୟନ୍ତ୍ରଣକୁ ଆସୁନି କରୋନା: ଆଜି ଭୁବନେଶ୍ୱରରେ ଚିହ୍ନଟ ହେଲେ ୧୧୯୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜଧାନୀରେ ଲକ୍‌ଡାଉନ୍‌ ସତ୍ତ୍ୱେ କମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୧୯୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୧୦,୬୮୯କୁ...

୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ୨୦ କୋଟି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ମଙ୍ଗଳବାର ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ ଜିଲାରେ ଲ୍ୟାବ୍‌ ପାଇଁ ୨୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଜପତି, ଖୋର୍ଦ୍ଧା,...

ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର,୧୧।୫(ବ୍ୟୁରୋ): କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...

ରାଜ୍ୟରେ ଝଡ଼ବର୍ଷା: ବଜ୍ରାଘାତରେ ୨ ଜୀବନଗଲା, ୨ ଗୁରୁତର

ଭୁବନେଶ୍ୱର,୧୧।୫(ବ୍ୟୁରୋ) ରାଜ୍ୟର ଅନେକ ସ୍ଥାନରେ ମଙ୍ଗଳବାର ବର୍ଷା ସହିତ ପବନ ହୋଇଛି। ଏହା ସହ ବିଜୁଳି ଓ ଘଡ଼ିଘଡ଼ି ମାରିବାରୁ ଏଥିରେ ୨ଟି ଭିନ୍ନ ଭିନ୍ନ ସ୍ଥାନରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ବଲାଙ୍ଗୀର...

ସତ ଲୁଚାଉଛି ସିଏମ୍‌ସି

କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ...

ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱର, କଟକଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ସକାଳୁ ପ୍ରବଳ...

ଭାସ୍କର୍ଯ୍ୟ ଶିଳ୍ପୀ ଜଗତର ପିତାମହ ଥିଲେ ରଘୁନାଥ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ରଘୁନାଥଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା।...

ଅନାଥ, ଅବହେଳିତ ଶିଶୁଙ୍କ ଯତ୍ନ ନିଅ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଅନାଥ, ଅବହେଳିତ ଏବଂ ଯେଉଁ ପିଲାମାନଙ୍କ ମାତାପିତା କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଚିକିତ୍ସିତ ହେଉଛନ୍ତି, ସେହି ପିଲାମାନଙ୍କ ଉପଯୁକ୍ତ ଯତ୍ନ ନେବା ଲାଗି ରାଜ୍ୟ ସରକାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ସୋମବାର ସମନ୍ବିତ ଶିଶୁ...

କରୋନା ପାଇଁ ଅଟକିଛି ତଦନ୍ତ

ଭୁବନେଶ୍ୱର,୧୧।୫(ବ୍ୟୁରୋ:) ଝିଅ ଯୋଗାଇବାକୁ ଜଣେ ସିପାହିଙ୍କ ଉପରେ ଚାପ ପକାଇବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ନେଇ ଆର୍ମ୍‌ଡ ଡିସିପି ବିଜୟ କୁମାର ସାହୁଙ୍କ ନାମରେ ଏପ୍ରିଲ ୫ରେ ଅଭିଯୋଗ ଆସିଥିଲା। ଓଏସ୍‌ଏପି ସିପାହି ନୀହାର ରଞ୍ଜନ ନାୟକଙ୍କ...

ବଦଳିଲା ୧ନଂ. ପରିବା ହାଟ ନିୟମ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ ମିଳୁଥିବାରୁ ଏହି ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ହାଟ...

ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ...

୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri