ଓଡ଼ିଶା ହାଇକୋର୍ଟରେ ୨ ନୂଆ ବିଚାରପତି ନିଯୁକ୍ତ
କଟକ,୩ା୯ (କାର୍ତ୍ତିକ ସାହୁ)ଓଡ଼ିଶା ହାଇକୋର୍ଟରେ ୨ ଜଣ ନୂଆ ବିଚାରପତିଙ୍କୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନିଯୁକ୍ତି ଦେଇଛି। ସେମାନେ ହେଲେ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରା। ଏ ସମ୍ପର୍କିତ ବିଜ୍ଞପ୍ତି ପତ୍ର ଓଡ଼ିଶା…
ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ଦେହାନ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ…
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୨ା୯(ଅନିଲ ଦାସ): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ସୂର୍ଯ୍ୟ ୧୯୪୮ ଡିସେମ୍ବର ୨୪ରେ ଜନ୍ମଗ୍ରହଣ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ…
ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ତାଙ୍କର…
କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ବର,୨।୯: ପିପିଲି ସିଫା ନିକଟରୁ ୨ ବ୍ରାଉନସୁଗାର ବେପାରୀଙ୍କୁ ଏସଟିଏଫ ଗିରଫ କରିଛି । ସେମାନଙ୍କ ନିକଟରୁ ୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ ବୋଲି ସୂଚନା ମିଳିଛି…
ହତ୍ୟା ମାମଲା: ଆଜୀବନ ଜେଲ ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ଛତ୍ରପୁର,୨ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍. ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଜଣଙ୍କୁ ଆଜୀବନ ଜେଲ ହୋଇଥିଲା। ଏ ସମ୍ପର୍କରେ ବ୍ରହ୍ମପୁର ଏଡିଜେ-୩ ପକ୍ଷରୁ…
୬ ଦିନ ହେଲା ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ଟେନ୍ସା,୨ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ପଞ୍ଚାୟତ କଳମଙ୍ଗ ଗ୍ରାମର ଦେବେନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୁରା ନାଏକ(୪୫) ଗତ ୨୭ ତାରିଖରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପରିବାର ଲୋକେ ତାଙ୍କର କୌଣସି ସନ୍ଧାନ…
ବର୍ଷାରେ ବିଗିଡ଼ିଲା ରାଜଧାନୀ ସ୍ଥିତି
ଭୁବନେଶ୍ୱର, ୨।୯ (ବନ୍ଦନା ସେଠୀ): ଶୁକ୍ରବାର ଦିନତମାମ ପାଗ ଖରାଟିଆ ଥିଲା। ଏପରି କି ଗରମ ମଧ୍ୟ ଅନୁଭୂତ ହେଉଥିଲା। ପରେ ଅପରାହ୍ନରୁ ପାଗ ଆଂଶିକ ମେଘୁଆ ରହିବା ସହ କାଁ ଭାଁ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇଥିଲା। ହେଲେ ସନ୍ଧ୍ୟାରେ…
ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ର ଟିଜର ରିଲିଜ୍
ପୁରୀ,୨ା୯(ଅଜିତ ମହାନ୍ତି): ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ ଆସନ୍ତା ଗଣେଶ ପୂଜାରେ ରିଲିଜ୍ ହେବାକୁ ଯାଉଛି। ଶୁକ୍ରବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏହି ଚଳଚ୍ଚିତ୍ରର ଟିଜର ମୁକ୍ତିଲାଭ କରିଛି। ଦୀପଦାନ ପୂର୍ବକ ‘ପୁଷ୍କରା’ର ସଫଳତା କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ…
କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାରେ ସାଇ ସୁକନ୍ୟା
ଭଦ୍ରକ, ୨ା୯ (ସନାତନ ରାଉତ): ଭାବର ଠାକୁର କାଳିଆ ପାଖକୁ ରାଖୀ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ସାଇ ସୁକନ୍ୟା। ଜଗନ୍ନାଥ ଓ ବଳଭଦ୍ରଙ୍କୁ ନିଜର ବଡ଼ଭାଇ ମାନି ତିହିଡ଼ି ବ୍ଲକ ବାମନବିନ୍ଧା ଗ୍ରାମର ସଞ୍ଜୟ ମହାନ୍ତିଙ୍କ…
କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ୍ ମାନ୍ୟତା ପାଇଁ ବିଜ୍ଞପ୍ତି
ନୟାଗଡ଼,୨ା୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କଣ୍ଟିଲୋର କଣ୍ଟେଇମୁଣ୍ଡି ବାଇଗଣ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିପାରିିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜିଓଗ୍ରାଫିକାଲ୍ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍ ମାନ୍ୟତା ପାଇଁ ଅଗଷ୍ଟ ୩୧ ଗୁରୁବାର ଜର୍ନାଲ ନଂ. ୧୭୮ରେ ପବ୍ଲିକ…
୨ରୁ ୮ ଯାଏ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨ା୯(ଅନିଲ ଦାସ): ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏଭଳି ସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା…
Archives


