ରାଜ୍ୟ

ଘୁଞ୍ଚିଲା ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ: ଏଥର ଆସିବକି ଓଡ଼ିଶାର ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ୱର,୨୦।୩ : ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଘୁଞ୍ଚିଛି । ଆସନ୍ତା ୨୨ ତାରିଖରେ ବୈଠକ ହେବ ବୋଲି ସୂଚନା ମିଳିଛି । ୨୨ ତାରିଖରେ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ। ଏଥର ପ୍ରାର୍ଥୀ ତାଲିକାରେ ଓଡ଼ିଶାର…

ସୁରେଶ ରାଉତରାୟ ପାଳିଲେ ପଖାଳ ଦିବସ: ବର୍ଷାରେ ବି ଖାଇଲେ

ଭୁବନେଶ୍ୱର,୨୦।୩: ଆଜି ବିଶ୍ୱ ପଖାଳ ଦିବସ । ଆଜିର ଦିନରେ ଓଡ଼ିଶାର ପ୍ରିୟ ଖାଦ୍ୟ ପଖାଳ ମଜା ନେବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ମାତ୍ର ଲାଗି ରହିଥିବା ବର୍ଷା ଲାଗି ପଖାଳ ଦିବସ ଫିକା ପଡ଼ିଛି। ଏହି ପାଗରେ ପଖାଳ…

ମେଣ୍ଟ ଉପରେ ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କିଛି ବି…

ନୂଆଦିଲ୍ଲୀ/ ଭୁବନେଶ୍ୱର,୨୦।୩: ବିଜେଡି-ଭାଜପା ମେଣ୍ଟ ଉପରୁ ପରଦା ଉଠିପାରୁନାହିଁ। ମେଣ୍ଟ ହେବ କି ନାହିଁ, ହେବ ଯଦି କେବେ ଘୋଷଣା ହେବ ତାହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ଏହି ସମୟରେ ମେଣ୍ଟ ପ୍ରସଙ୍ଗ ଉପରେ ଭାଜପା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସ କାଟିନେଲେ

ନୀଳଗିରି,୨୦।୩(ପ୍ରଶାନ୍ତ କୁମାର ବିଶ୍ବାଳ): ଦିଅଁ, ଦେବତା, ଠାକୁର ଠାକୁରାଣୀଙ୍କୁ ବି ଭୟ ନାହିଁ। ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ନିକଟସ୍ଥ ବାବା ପଞ୍ଚଲିଙ୍ଗେଶ୍ୱରଙ୍କର ପୀଠରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଅଧ ରାତିରେ ପଞ୍ଚଲିଙ୍ଗେଶ୍ୱର ମହାଦେବଙ୍କ ହୁଣ୍ଡିବାକ୍ସକୁ କଟର ମେଶିିନରେ…

ବିଜେଡିରେ ସାମିଲ ହେଲେ ଖଡିଆଳ ବିଧାୟକ ଅଧିରାଜ

ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ ଟିକେଟ୍‌ରୁ…

ବର୍ଷା ଆଣିଲା ଆଶ୍ୱସ୍ତି

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହେବା କାରଣରୁ ଏହାର ପ୍ରଭାବରେ ମଙ୍ଗଳବାର ଭୁବନେଶ୍ୱରରେ ଘଡ଼ଘଡ଼ି ସହିତ ଜୋର୍‌ରେ ବର୍ଷା ହୋଇଛି। ୭.୧ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର…

ବିଏମ୍‌ସି ନିୟମ ମାନୁନାହାନ୍ତି କବାଡ଼ିଆ

ଭୁବନେଶ୍ୱର, ୨୦।୩(ବନ୍ଦନା ସେଠୀ): କବାଡ଼ିଆଙ୍କ କବ୍‌ଜାରେ ଭୁବନେଶ୍ୱର ମହାନଗର ନିଗମର ଅଧିକାଂଶ ଅଞ୍ଚଳ। ଦିନକୁ ଦିନ ସେମାନଙ୍କର ପ୍ରାର୍ଦୁଭାବ ବଢି ଚାଲିଥିବାବେଳେ ବିଏମ୍‌ସିର ତାଗିଦାକୁ ମଧ୍ୟ ଖାତିର କରୁନାହାନ୍ତି। ପୂର୍ବରୁ ଏନେଇ ବିଏମ୍‌ସି ଏବଂ କବାଡ଼ିଆବାଲାଙ୍କ ମଧ୍ୟରେ ଆଲୋଚନା ହୋଇଥିଲେ ମଧ୍ୟ…

ଅପରାଜିତାଙ୍କ କାର୍ଯ୍ୟକ୍ରମକୁ ବିରୋଧ

ଭୁବନେଶ୍ୱର,୨୦।୩(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ମଙ୍ଗଳବାର ରାତିରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଫଟୋଗ୍ରାଫର ଗାଡ଼ିର ଡ୍ରାଇଭରଙ୍କୁ କେତେଜଣ ଅସମାଜିକ ଯୁବକ ଆକ୍ରମଣ ଓ ଗାଳିଗୁଲଜ କରିଛନ୍ତି। ଯୁବକଙ୍କ ଆକ୍ରମଣରେ ଡ୍ରାଇଭର ଆହତ ହୋଇଛନ୍ତି। ତେବେ ସମ୍ପୃକ୍ତ…

ଏସ୍‌ସିବିରେ ଅମ୍ବୋଦର ପାଇଲେ ନୂଆ ଜୀବନ

କଟକ,୨୦।୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏସ୍‌ସିବି ମେଡିକାଲର କାର୍ଡିଆଥେରିକ୍‌ ଭାସ୍କୁଲାର ସର୍ଜରି ବିଭାଗରେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଅମ୍ବୋଦର ମାରାଣ୍ଡି ନୂଆ ଜୀବନ ପାଇଛନ୍ତି। ରବିବାର ସନ୍ଧ୍ୟାରେ ସେ ମହୁଲ ତୋଳିବା ପାଇଁ ଗଛରେ ଚଢିଥିଲେ। ହଠାତ୍‌ ଗଛର ଡାଳ ଭାଙ୍ଗି…

ଦିଲ୍ଲୀରେ ଡେରା ପକାଇଛନ୍ତି ଭାଜପା ରାଜ୍ୟ ନେତା

ଭୁବନେଶ୍ୱର, ୨୦।୩(ସୁନିତ୍‌ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇନାହିଁ। ଏଭଳି ସ୍ଥିତିରେ ବର୍ତ୍ତମାନ ପର୍ଯ୍ୟନ୍ତ ବି ବିଭିନ୍ନ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂରହେଉନାହିଁ।…

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଉଚ୍ଚଶିକ୍ଷିତ ସାଙ୍ଗକୁ ବ୍ୟବସାୟିକ ବାତାବରଣ ମଧ୍ୟରେ ଜୀବନ ଅତିବାହିତ କରିଥିବାବେଳେ ରେଭେନ୍‌ଶା ମହାବିଦ୍ୟାଳୟ (ବର୍ତ୍ତମାନର ବିଶ୍ୱବିଦ୍ୟାଳୟ)ରୁ ବାଣିଜ୍ୟରେ ସ୍ନାତକ ଏବଂ ସିମ୍ବୋସିସ୍‌ ପୁନେରୁ ସେ ଏମ୍‌ବିଏରେ ମ୍ୟାନେଜମେଣ୍ଟ ଶିକ୍ଷା ଶେଷ କରିଛନ୍ତି। ଏପରିକି ପାରିବାରିକ ବ୍ୟବସାୟ ଓ ପରିବାରର ଆବଶ୍ୟକତାକୁ ଆଖି…

ପଖାଳକୁ ଖୋଜୁଛି ମନ

ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଆ ସଂସ୍କୃତି ଓ ଜନଜୀବନ ସହ ପଖାଳ ଓତପ୍ରୋତ ଭାବେ ଜଡ଼ିତ। ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ କଂସାକୁ ସେମାନେ ଝୁରିହୁଅନ୍ତି। ପେଟରେ ପଖାଳ ମୁଠାଏ ପଡ଼ିଗଲେ ପେଟ ଥଣ୍ଡା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?