ରାଜ୍ୟ

ସପ୍ତମ ଶ୍ରେଣୀ ବହିରେ ଜାତୀୟ ଯୁଦ୍ଧ ସ୍ମାରକୀ

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ): ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍‌ ଟ୍ରେନିଂ(ଏନ୍‌ସିଇଆର୍‌ଟି)ର ସପ୍ତମ ଶ୍ରେଣୀ ଇଂଲିଶ ବହି ‘ହନିକମ୍ବ’ରେ ଜାତୀୟ ଯୁଦ୍ଧ ସ୍ମାରକୀ(ନ୍ୟାଶନାଲ ଓ୍ବାର୍‌ ମେମୋରିଆଲ) ସମ୍ପର୍କିତ ବିଷୟବସ୍ତୁ ସାମିଲ ହୋଇଛି। ବିଷୟର ନାଁ ରହିଛି ‘ଏ ହୋମେଜ୍‌ ଟୁ…

ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି

୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ ଭୁବନେଶ୍ୱର…

ଡେଙ୍ଗୁରେ ଆକ୍ରାନ୍ତ ହେଲେଣି ୩ହଜାରରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୨୯।୮(ଅଭିଜିତ ଦାସ):ରାଜ୍ୟରେ କ୍ଷିପ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ପ୍ରତିବର୍ଷ ପରି ଚଳିତବର୍ଷ ଡେଙ୍ଗୁ ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ ନିଷ୍ପତ୍ତି ଓ ନିର୍ଦ୍ଦେଶ ତଳସ୍ତରରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବାରୁ ଡେଙ୍ଗୁ…

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି ପ୍ରକ୍ରିୟା…

ଯୁକ୍ତ୩ ନାମଲେଖା ଶେଷ

ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା ମଙ୍ଗଳବାର ସକାଳ…

ଜାଭେଲିନ ତାରକା କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଓଡ଼ିଆ ଭାବେ ଦେଶ ପାଇଁ ପ୍ରତିନିଧିତ୍ୱ କରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜାଭେଲିନ ତାରକା କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଘୋଷଣା…

ଲୋକସେବା ଭବନରେ ପଦୋନ୍ନତି ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର)ଲୋକସେବା ଭବନରେ ପଦୋନ୍ନତିକୁ ନେଇ ବିବାଦ ଦେଖିବାକୁ ମିଳିଛି। ଏସ୍‌ସି, ଏସ୍‌ଟି (ତଫସିଲଭୁକ୍ତ ଜାତି, ତଫସିଲଭୁକ୍ତ ଉପଜାତି) ଏବଂ ସାଧାରଣ ବର୍ଗର କର୍ମଚାରୀଙ୍କ ମଧ୍ୟରେ ମୁଖ୍ୟତଃ ପଦୋନ୍ନତିକୁ ନେଇ ଦ୍ୱନ୍ଦ୍ୱ ଲକ୍ଷ୍ୟ କରାଯାଇଛି। ସାଧାରଣ ବର୍ଗର ଅଧିକାରୀଙ୍କ ପଦୋନ୍ନତି…

ନାବାଳିକାଙ୍କୁ ଅସଦାଚଣ,ଜଣେ ଗିରଫ

ଭୁବନେଶ୍ୱର,୨୮।୮ (ସୂର୍ଯ୍ୟକାନ୍ତ ବେହେରା) ଘରେ ଭିତରେ ବଳପୂର୍ବକ ପଶି ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେ ହେଲେ କଟକ ଜିଲାର ଜୟରାମ ବେହେରା (୪୩) ।…

ଯୁକ୍ତ୩ ନାମଲେଖା ଶେଷ

ଭୁବନେଶ୍ୱର, ୨୮।୮(ଅସମାପିକା ସାହୁ) :  ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା…

କୋରାପୁଟ ମ୍ୟୁନିସିପାଲଟିକୁ ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ,୨୮।୮(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ଜାଗାମିଶନ ଯୋଜନାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲଟିକୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଛନ୍ତି। ଭୁବନେଶ୍ୱରରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋରାପୁଟ ମ୍ୟୁନିସିପାଲଟିକୁ ପୁରସ୍କୃତ କରିଥିଲେ।…

ମହାନଗରର ଗରିବ ପାଇଲେ ଭୂମି ଅଧିକାର, ୬୫ ହଜାର ପରିବାରକୁ ଜମିପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୮(ଅସମାପିକା ସାହୁ): ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ। ସୋମବାର କଳିଙ୍ଗ ଷ୍ଟାଡିୟମରେ ୧୦୧୦…

ଗୀତ ମାଧ୍ୟମରେ ସରକାରଙ୍କ ନିକଟରେ ଗୁହାରି କଲେ ଦିବ୍ୟାଙ୍ଗ ପ୍ରଫୁଲ୍ଲ

କଳିଙ୍ଗନଗର,୨୮ା୮(ଶୁଭାଶିଷ ରାଉତ): ୫-ଟି ସଚିବ ଭିକେ ପାଣ୍ଡିଆନ ମଙ୍ଗଳବାର ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହି ଗସ୍ତ ପୂର୍ବରୁ ଗୀତ ମାଧ୍ୟମରେ ସରକାରଙ୍କ ନିକଟରେ ଗୁହାରି କରିଛନ୍ତି ରଗଡ଼ି ଅଞ୍ଚଳର ଦିବ୍ୟାଙ୍ଗ ପ୍ରଫୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri