ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର ଘୋଷଣାରେ ସୀମିତ
କେନ୍ଦ୍ରାପଡ଼ା, ୨୮ା୮(ଜଗନ୍ନାଥ ଧଳ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଥର ସରକାର ଗଠନ ସମୟରେ ଓଡ଼ିଶାର ଏମ୍ପି ପ୍ରତାପ ଷଡଙ୍ଗୀଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପଦ ମିଳିଥିଲା। ଏହି ସମୟରେ ସ୍ମିମ୍ ଫର ରିଜେନେରେଶନ ଅଫ୍…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୫ ଗିରଫ
ଭୁବନେଶ୍ୱର,୨୮ା୮(ସତ୍ୟଜିତ୍ ରାଉତ): ସିବିଆଇ ଅଫିସର କହି ଘରେ ପଶିଥିଲେ। ବାପପୁଅଙ୍କୁ ବାନ୍ଧି ବନ୍ଧୁକ ମୁନରେ ଭୟ ଦେଖାଇ ସିନେମା ଷ୍ଟାଇଲ୍ରେ ଲୁଟିଥିଲେ ୧.୭ କୋଟି ନଗଦ ଟଙ୍କା ସମେତ ସୁନା ଅଳଙ୍କାର। ଭୁବନେଶ୍ୱର ଇନ୍ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାର ଅଞ୍ଚଳରେ ଘଟିଥିବା…
ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ନାମ ଲେଖା ପ୍ରସଙ୍ଗ: ତଥ୍ୟ, ପ୍ରମାଣ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନରେ ଶିଥିଳତା
ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): ବଲାଙ୍ଗୀର ନକଲି ସାର୍ଟିଫିକେଟ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲିଟିଛି। ନିକଟରେ ଏହି ଘଟଣାରେ ୫ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏପରି କି ଜଣେ ନକଲି ଅଧ୍ୟାପକ ମଧ୍ୟ ଗିରଫ ହୋଇଛନ୍ତି। ହେଲେ ପୁରୀସ୍ଥିତ ଗୋପବନ୍ଧୁ…
କୁଟୁରା ଇଂଲିଶ ନାମ ପରିବର୍ତ୍ତନରୁ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୨୮।୮(ଅସମାପିକା ସାହୁ): ଭାରତୀୟ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ-୧୯୭୨ରେ କୁଟୁରାକୁ ଇଂଲିଶରେ ବାର୍କିଂ ଡିଅର କୁହାଯାଉଥିଲା। ଏପ୍ରିଲ ୨୦୨୩ରେ ବନ୍ୟପ୍ରାଣୀ ସଂଶୋଧିତ ଆଇନରେ ଏହାର ନାମ ପରିବର୍ତ୍ତନ କରାଯାଇ ମୁଣ୍ଟଜାକ୍ ଡିଅର କରାଯାଇଛି। ତେବେ ଏହାକୁ ୩ଟି ପ୍ରଜାତିରେ ବିଭକ୍ତ କରାଯାଇଥିବାରୁ…
ପରଲୋକରେ ଜୟନ୍ତ ମହାପାତ୍ର
ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ନିମୋନିଆ ରୋଗରେ ଆକ୍ରାନ୍ତ ହୋଇ…
ମା’ଙ୍କ ମୁଖାଗ୍ନି ଦେବାକୁ ଗାଁକୁ ଯାଉଥିଲେ: ଦୁର୍ଘଟଣାରେ ଦୁଇ ଭାଇ ଗୁରୁତର
ମୋହନା,୨୭ା୮(ମନ୍ମଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ପାଇ ମୁଖାଗ୍ନି ଦେବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ଭାଇ ଗୁରୁତର ହୋଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ମୋହନା ହିଲଟପ୍ କଲେଜ ଛକ ନିକଟରେ। ରବିବାର…
ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ଦିଗପହଣ୍ଡି,୨୭ା୮(ଅଶେଷନାଥ ମିଶ୍ର): ୫-ଟି ସଚିବଙ୍କ ଦିଗପହଣ୍ଡି ଗସ୍ତ ପୂର୍ବରୁ ପୁଞ୍ଜିକୟାଁ ଛକରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇ ଧସ୍ତାଧସ୍ତି ହୋଇଥିଲା। ବିଜେଡି କର୍ମୀଙ୍କ ଆକ୍ରମଣରେ ୩ ଭାଜପା କର୍ମୀ ଆହତ ହୋଇଥିବା ଭାଜପା ଯୁବନେତା ସିଦ୍ଧାନ୍ତ ଗଙ୍ଗଦେଓ ଅଭିଯୋଗ କରିଛନ୍ତି।…
ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ମାମଲା: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ
ବାଲିଗୁଡ଼ା,୨୭।୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ନ୍ୟାୟ ପ୍ରଦାନ ଦାବିରେ ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ବିଦ୍ୟାଳୟ ସମ୍ମୁଖ…
ମାଗଣାରେ ବିଦେଶ ବୁଲୁଛନ୍ତି
ଲଣ୍ଡନ: ଅନେକ ଲୋକ ବୁଲିବାକୁ ବେଶ୍ ପସନ୍ଦ କରିଥା’ନ୍ତି। ତେବେ ନିକଟରେ ଜଣେ ମହିଳା ତାଙ୍କ ସ୍ବପ୍ନ ରାଇଜରେ ବଞ୍ଚୁଛନ୍ତି। ସେ ତାଙ୍କର ଅଧିକାଂଶ ସମୟ ଦେଶ ବିଦେଶରେ ବିତାଉଛନ୍ତି। କିନ୍ତୁ ଆଶ୍ଚର୍ଯ୍ୟର କଥା, ତାଙ୍କୁ ଏଥିପାଇଁ ଟଙ୍କା ଖର୍ଚ୍ଚ କରିବାକୁ…
କିଚେନ ଗାର୍ଡେନ ଡେ’
ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ଆଜି ଓ୍ବାର୍ଲଡ କିଚେନ ଗାର୍ଡେନ ଡେ’। ପ୍ରତିବର୍ଷ ଅଗଷ୍ଟ ଶେଷ ରବିବାର ଏହି ଦିବସ ଭାବେ ପାଳନ କରାଯାଏ। ଆଜିକାଲିର ଫ୍ୟାଶନ ଯୁଗରେ ଗାର୍ଡେନ କରିବା ଏକ ସଉକ ପାଲଟିଲାଣି। ସହରରେ ଏହି କିଚେନ ଗାର୍ଡେନ ବହୁଳଭାବେ ଦେଖିବାକୁ…
ରିଲାଏନ୍ସ ରିଟେଲ ପକ୍ଷରୁ ୟୁଷ୍ଟାର ଶୁଭାରମ୍ଭ
ଭୁବନେଶ୍ୱର,୨୭।୮: ରିଲାଏନ୍ସ ରିଟେଲ ପକ୍ଷରୁ ଯୁବ ଫ୍ୟାଶନ ରିଟେଲ ଫର୍ମାଟ ୟୁଷ୍ଟା’ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ହାଇଦ୍ରାବାଦଠାରେ ୟୁଷ୍ଟାର ପ୍ରଥମ ଷ୍ଟୋର ସହିତ ନୂଆ ଫର୍ମାଟର ଶୁଭାରମ୍ଭ କରାଯାଇଛି। ଏପରିକି ସର୍ବାଧୁନିକ ଜ୍ଞାନକୌଶଳସମ୍ପନ୍ନ ଷ୍ଟୋର ଲେ-ଆଉଟ…
ଜିଏଏ ସହ ସିୟୁଟିଏମ୍ର ରାଜିନାମା
ଭୁବନେଶ୍ୱର,୨୭।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍ ଆଡ୍ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି।…
Archives


