ଜିଏଏ ସହ ସିୟୁଟିଏମ୍ର ରାଜିନାମା
ଭୁବନେଶ୍ୱର,୨୭।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍ ଆଡ୍ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି।…
‘ମୋ ସ୍କୁଲ’ ନଁାରେ ଫେକ୍ ୱେବ୍ସାଇଟ୍
ଭୁବନେଶ୍ୱର,୨୭ା୮(ସୂର୍ଯ୍ୟକାନ୍ତ ବେହେରା)ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍ ୱେବ୍ସାଇଟ୍ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ…
ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି
ଭୁବନେଶ୍ୱର,୨୬।୮ (ସୂର୍ଯ୍ୟକାନ୍ତ ବେହେରା): ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍ ଓ ୨ରୁ…
‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ୪୦ ଛାତ୍ରୀଛାତ୍ର ଗଲେ ସିଙ୍ଗାପୁର
ଭୁବନେଶ୍ୱର,୨୬।୮(ଅସମାପିକା ସାହୁ)- ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରୀଛାତ୍ରଙ୍କ ଭିତରୁ ୪୦ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଇଛି। ଚୟନ ହୋଇଥିବା ଏହି ଛାତ୍ରୀଛାତ୍ରମାନେ ଶନିବାର ସିଙ୍ଗାପୁରରେ ପହଞ୍ଚତ୍ଛନ୍ତି। ଏହି ଛାତ୍ରୀଛାତ୍ରମାନେ ଭୁବନେଶ୍ୱର-ସିଙ୍ଗାପୁର…
୨ରେ ଲଘୁଚାପ ସମ୍ଭାବନା, ପୁଣି ଭିଜିବ ଓଡ଼ିଶା
ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ୩୦ ତାରିଖରେ ଉତ୍ତର-ପୂର୍ବ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୨ ବେଳକୁ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର…
ନବୀନ ପୁଣି ୧ ନମ୍ବର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୮(ଅନିଲ ଦାସ): ୫ ଥର ମୁଖ୍ୟମନ୍ତ୍ରୀ ପଦରେ ରହିବା ପରେ ମଧ୍ୟ ନବୀନ ପଟ୍ଟନାୟକଙ୍କ ଛବି ଅମଳିନ ରହିଛି। ରାଜ୍ୟଗୁଡ଼ିକ ମଧ୍ୟରେ ସବୁଠାରୁ ଅଧିକ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପୁଣିଥରେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ଇଣ୍ଡିଆ ଟୁଡେ ମୁଡ୍…
ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ, ପ୍ରିୟଙ୍କା
ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବରରେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖାରଗେ ମଧ୍ୟ ଓଡ଼ିଶା ଆସିବା…
ଜାଗା ମିଶନ ତାଲିକାରେ ଭୂତ ହିତାଧିକାରୀ
ଭୁବନେଶ୍ୱର, ୨୬।୮ (ବନ୍ଦନା ସେଠୀ): ଜାଗା ମିଶନ୍ ସର୍ଭେରେ ହୋଇଥିବା ବଡ଼ କେଳେଙ୍କାରି ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ଦେଇ ବସ୍ତି ଉନ୍ନୟନ କର୍ତ୍ତୃପକ୍ଷ (ଏସ୍ଡିଏ) ତାଲିକାରେ ବହୁ ଅଯୋଗ୍ୟ ତଥା ନିଜ ସମ୍ପର୍କୀୟଙ୍କୁ ସ୍ଥାନ ଦେଇ…
ଛାତ୍ରୀଛାତ୍ରଙ୍କୁ ଦିଆଯିବ ଜୈବବିବିଧତା ଶିକ୍ଷା
ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ‘ମୋ ସ୍କୁଲ୍’ ଅଭିଯାନ ପରିଚାଳନା ସଙ୍ଗଠନର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଣଶିକ୍ଷା ଶାସନ ସଚିବ ଅଶ୍ୱଥି ଏସ୍ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବହୁ ନୂତନ କାର୍ଯ୍ୟକ୍ରମ ହାତକୁ ନେବାକୁ ନିଷ୍ପତ୍ତି ହୋଇଛି।…
୭୪ ଜଣଙ୍କୁ ପଦକ ପ୍ରଦାନକଲେ ରାଜ୍ୟପାଳ
ଭୁବନେଶ୍ୱର,୨୬।୮(ସତ୍ୟଜିତ ରାଉତ): ରାଜ୍ୟ ପୋଲିସ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି, ରାଜ୍ୟପାଳ…
ବିଏମ୍ସିରେ ୪୧୬ ନୂଆ ପଦବୀ
ଭୁବନେଶ୍ୱର,୨୬ା୮(ଅନିଲ ଦାସ): କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରବାସୀଙ୍କୁ ମୌଳିକ ସୁବିଧା ଯୋଗାଇଦେବା ସକାଶେ ରାଜ୍ୟ ସରକାର ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ପାଇଁ ୪୧୬ ନୂଆ ପଦବୀ ସୃଷ୍ଟି କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦବୀଗୁଡ଼ିକୁ ମଞ୍ଜୁର…
ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ନିଲମ୍ବିତ
ବୌଦ୍ଧ/କଟକ,୨୫ା୮(ଅଜିତ କୁମାର ବାରିକ/କାର୍ତ୍ତିକ ସାହୁ): ବୌଦ୍ଧ ଜିଲା ହରଭଙ୍ଗା ଥାନା ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଶୁକ୍ରବାର ନିଲମ୍ବନ କରିଛନ୍ତି। ପୋଲିସ ମୁଖ୍ୟାଳୟ କଟକ ପକ୍ଷରୁ ଆଦେଶ ନମ୍ବର ୧୩୫୮ରେ ଏହି ନିର୍ଦ୍ଦେଶନାମା ଦିଆଯାଇଛି। ଜୁଲାଇ ୨୦ରେ…
Archives


