ରାଜ୍ୟ

ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୨୨।୮(ଅସମାପିକା ସାହୁ): ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ। ଦେଶମାତୃକାର ସେବା ସହ…

ବାହାନଗା ଟ୍ରେନ ଟ୍ରାଜେଡି: ଇଞ୍ଜିନିୟର ଅରୁଣଙ୍କ ଜାମିନ ଖାରଜ

ଭୁବନେଶ୍ୱର,୨୨।୮: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଟ୍ରାଜେଡି ମାମଲାରେ ଗିରଫ ହୋଇଥିବା ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତିଙ୍କ ଜାମିନ ଖାରଜ ହୋଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଇ ସେ ସ୍ପେଶାଲ ସିବିଆଇ-୧ କୋର୍ଟରେ ଜାମିନ ଆବେଦନ କରିଥିଲେ ।…

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୨୫ଶହ ଛୁଇଁବ

ଭୁବନେଶ୍ୱର,୨୨।୮(ଅଭିଜିତ ଦାସ):ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୀ ଚାଲିଥିବାବେଳେ ସ୍ଥିତି ବିଗିଡିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୫ଶହ ମୁହାଁ ହୋଇଛି। ଗତ ୨୦ ତାରିଖ ସୁଦ୍ଧା ରାଜ୍ୟରେ ୩୬ ହଜାର ୫୦୦ ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨…

ମାଗଣାରେ ସବୁଜ ଆବର୍ଜନା ଉଠାଇବ ବିଏମ୍‌ସି

ଭୁବନେଶ୍ୱର, ୨୨।୮ (ବନ୍ଦନା ସେଠୀ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କଣ୍ଟ୍ରାକ୍ଟସ୍‌ କମିଟି ବୈଠକ ସୋମବାର ମେୟର ସୁଲୋଚନା ଦାସ ଓ କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଏମ୍‌ସି ଅଞ୍ଚଳରେ ଜାରି ରହିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି…

କୋରାପୁଟ କଫିକୁ ଇନ୍‌ଷ୍ଟାଣ୍ଟ ମାନ୍ୟତା

କୋରାପୁଟ,୨୨ା୮(ଅମିତାଭ ବେହେରା):କୋରାପୁଟ ଇନ୍‌ଷ୍ଟାଣ୍ଟ କଫିକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିବାରୁ କୋରାପୁଟ କଫି ଚାଷୀ ଓ କୋରାପୁଟ ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି ା ପ୍ରତିଷ୍ଠିତ ବ୍ରାଣ୍ଡ ନେସକାଫେ ଓ ବ୍ରୁ କଫି ଭଳି କୋରାପୁଟ କଫିକୁ ଇନ୍‌ଷ୍ଟାଣ୍ଟ…

ଫେରାର ବିଡିଓ ୮ ବର୍ଷ ପରେ ଦିଲ୍ଲୀରୁ ଗିରଫ

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ଜୟପୁର,୨୨ା୮(ପବନ ପାଣିଗ୍ରାହୀ):୩୪ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିବା ସହ ୭ଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥାଇ ଫେରାର ଥିବା କୋରାପୁଟ ଜିଲା ନାରାୟଣପାଟଣା ବ୍ଲକର ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ (୬୫) ୮ବର୍ଷ ପରେ ଧରାପଡ଼ିଛନ୍ତି।…

ଆଜି ପ୍ରକାଶ ପାଇବ ପିଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର, ୨୨।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ମଙ୍ଗଳବାର ସନ୍ଧ୍ୟା ୭ଟାରୁ ୨୪ ତାରିଖ ରାତି ୧୧ଟା…

ଆରମ୍ଭ ହେଲା ପାଠପଢ଼ା, ପୂରଣ ହେଉନି ସିଟ୍‌

ଭୁବନେଶ୍ୱର, ୨୨।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ସମସ୍ତ ଉଚ୍ଚ ମାଧ୍ୟମିକ ଓ ଉଚ୍ଚ ଶିକ୍ଷାନୁଷ୍ଠାନ ସହ ବୈଷୟିକ ଶିକ୍ଷାନୁଷ୍ଠାନରେ ପାଠପଢ଼ା ଆରମ୍ଭ ହୋଇଯାଇଛି। ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଗତ ୧ ତାରିଖରୁ ଆରମ୍ଭ ହୋଇଥିବାବେଳେ ଯୁକ୍ତ୩ ଓ ପିଜି…

ଡାକ୍ତରୀ ପାଠ୍ୟକ୍ରମରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଚଏସ୍‌ ଫିଲିଙ୍ଗ ଆରମ୍ଭ

ଭୁବନେଶ୍ୱର,୨୨।୮(ଅସମାପିକା ସାହୁ):ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ଏମ୍‌ବିବିଏସ୍‌/ବିଡିଏସ୍‌ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ଚଏସ୍‌ ଫିଲିଙ୍ଗ ଆରମ୍ଭ ହୋଇଛି। ୨୬ ତାରିଖରେ ପ୍ରୋଭିଜନାଲ ଆଲଟ୍‌ମେଣ୍ଟ ଏବଂ ୨୮ରେ ଚୂଡ଼ାନ୍ତ ସିଟ୍‌ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ସେପ୍ଟେମ୍ବର…

ଇଣ୍ଡିଆ ରିଲିଜିୟନ କନ୍‌ଫରେନ୍ସରେ କାର୍ଯ୍ୟକାରୀ ବାଚସ୍ପତି

ଭୁବନେଶ୍ୱର, ୨୨ା୮(ସୁନିତ୍‌ ମିଶ୍ର):ରାଜ୍ୟ ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ଏବଂ ସଚିବ ଦାଶରଥି ଶତପଥୀ ରାଜସ୍ଥାନର ଉଦୟପୁରଠାରେ ଅନୁଷ୍ଠିତ ହେଉଥିବା ନବମ କମନୱେଲ୍‌ଥ ପାର୍ଲାମେଣ୍ଟାରୀ ଆସୋସିଏଶନ୍‌ ଇଣ୍ଡିଆ ରିଜିଅନ୍‌ କନ୍‌ଫରେନ୍ସରେ ଯୋଗ ଦେଇଛନ୍ତି। ଏହି ସମ୍ମିଳନୀ ଚଳିତମାସ ୨୦ ତାରିଖରୁ…

୩୦ ମିନିଟ ବ୍ୟାୟାମ, ୧୫ ମିନିଟ ଧ୍ୟାନ କର

ଭୁବନେଶ୍ୱର,୨୨ା୮(ଅନିଲ ଦାସ):ସୁସ୍ଥ ଶରୀର, ମାନସିକ ଶକ୍ତି ହେଉଛି ସଫଳତାର ମୁଖ୍ୟ ଆଧାର। ଶରୀର ସୁସ୍ଥ ରହିଲେ ଆତ୍ମବିଶ୍ୱାସ ବଢ଼ିବ। ପ୍ରତିଦିନ ୩୦ ମିନିଟ୍‌ ବ୍ୟାୟାମ ଓ ୧୫ ମିନିଟ୍‌ ଧ୍ୟାନରେ ବସିଲେ ସ୍ମୃତିଶକ୍ତି ବଢ଼ିବ। ଏଭଳି ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ…

ରାଜ୍ୟରେ ପ୍ରତିଷ୍ଠା ହେବ ୯ ଶିଳ୍ପ

ଭୁବନେଶ୍ୱର,୨୨ା୮(ଅନିଲ ଦାସ):ରାଜ୍ୟରେ ଶିଳ୍ପକୁ ପ୍ରୋତ୍ସାହନ ଦେବା ସହ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୋମବାର ୮୭୩.୫୭ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟର ୨ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri