ରାଜ୍ୟ

ଖବର ପ୍ରକାଶ ପରେ ମରାମତି ହେଲା ନଳକୂପ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ କୋରଡା ପଞ୍ଚାୟତ ବେଲବଣି ଗ୍ରାମରେ ୧୦ ଦିନ ହେଲା ସୋଲାର ଜଳ ଯୋଗାଣ ବ୍ୟବସ୍ଥା ଓ ନଳକୂଅ ଉଭୟ ଖରାପ ହୋଇ ଯାଇଥିବାରୁ ଲୋକମାନେ ପାଣି ପାଇଁ ଡହଳବିକଳ ହେଉଥିଲେ । ଏ ନେଇ…

ଦୁଇ ନୂଆ ଗର୍ଭନିରୋଧକ ଆଣିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର,୬ା୧୨: ରାଜ୍ୟ ପରିବାର ନିୟୋଜନ ବା ଫ୍ୟାମିଲି ପ୍ଲାନିଂ ବାସ୍କେଟ୍‌ ଅଫ୍‌ ଚଏସ୍‌ରେ ଆଉ ଦୁଇ ନୂଆ ଗର୍ଭ ନିରୋଧକ ସବ୍‌ ଡର୍ମାଲ ଇମ୍ପ୍ଲାଣ୍ଟ ଓ ଅନ୍ତରା ଇଞ୍ଜେକ୍ସନ ଯୋଡ଼ି ହୋଇଛି। ସବ୍‌ ଡର୍ମାଲ ଇମ୍ପ୍ଲାଣ୍ଟ ପଦ୍ଧତି ହେଲା ଛୁଞ୍ଚି ଆକାରର…

ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ ବ୍ୟାଘ୍ର ଅଭୟାରଣ୍ୟ ଏବଂ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ପକ୍ଷରୁ କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ଆମପାଣି…

ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର କାମତା ଗାଁରେ। ଏହି ଗାଁରେ ବାପାଙ୍କ ପାଇଁ କୋକେଇ ସଜଡ଼ା…

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ଅତିପ୍ରବଳ ବର୍ଷା ହେବା…

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର ପ୍ରଭାବ ଯେଉଁଭଳି ଭାବେ ଆକଳନ କରାଯାଇଛି ସେହିପରି ପ୍ରଭାବ ପଡିନି। ପୂର୍ବରୁ ପାଣିପାଗ ବିଭାଗ…

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ ଗ୍ରାମରେ। ମଙ୍ଗଳବାର ରାତିରେ ଗ୍ରାମର ରସିକ ମୁର୍ମୁଙ୍କ ଘରେ ସମସ୍ତେ ଶୋଇଥିବା ବେଳେ ୨…

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା ସହର ଅଣନିଃଶ୍ୱାସୀ ହୋଇପଡ଼ିଲାଣି। ଦୈନିକ ସହରରୁ ୬ଶହ ମେଟ୍ରିକ୍‌ ଟନ୍‌ ଆବର୍ଜନା ବାହାରୁଥିବାବେଳେ ସେଥିରୁ…

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ଜାତୀୟ…

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା ପ୍ରଭାବରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri