ଚିନ୍ତା ବଢ଼ାଉଛି କୁକୁରଙ୍କ ଦୌରାତ୍ମ୍ୟ, ଏଥିରୁ ରକ୍ଷା ପାଇବା ପାଇଁ…
ଦାରିଙ୍ଗବାଡ଼ି,୯ା୧(ଅରୁଣ ସାହୁ): ଘରେ ଘରେ କୁକୁର ପାଳନ ପାଇଁ ଆଗ୍ରହ ରହିଥାଏ। କୁହାଯାଏ, କୁକୁର ମଣିଷର ପ୍ରକୃତ ବିଶ୍ୱସ୍ତ ବନ୍ଧୁ। ପାଳିତ କୁକୁର କିମ୍ବା ବୁଲା କୁକୁର ମଣିଷକୁ ସୁରକ୍ଷା ଦେବାରେ କାମ କରିଥାଏ କିନ୍ତୁ ସେହି ବନ୍ଧୁ ଥରେ ଥରେ…
ସ୍କୁଲରେ ଖେଳୁଥିବାବେଳେ ଛାତ୍ରଙ୍କ ଉପରେ ଭାଙ୍ଗିପଡିଲା ଫଳକ, ଚାଲିଗଲା ଜୀବନ
ବାଲିଆପାଳ, ୯।୧(ଅମୁଲ୍ୟ ଦାସ ): ସ୍କୁଲରେ ଫଳକ ଭାଙ୍ଗି ପଞ୍ଚମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସ୍କୁଲ ପରିସରରେ ଖେଳୁଥିବାବେଳେ ଫଳକ ଭାଙ୍ଗି ପଡିଥିଲା। ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ବଡାସ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଅଭାବନୀୟ ଘଟଣା।…
ମର୍ମନ୍ତୁଦ ଦୁର୍ଘଟଣା: ପୁଅଙ୍କ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ
ଜଟଣୀ,୯।୧:୧୬ ନମ୍ୱର ଜାତୀୟ ରାଜପଥ ଇନ୍ଫୋଭ୍ୟାଲି ଥାନା ଗଙ୍ଗପଡ଼ା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟିରେ ଯାଉଥିବା ଜଣେ ମହିଳା ଭାରସାମ୍ୟ ହରାଇ ପଡିଯିବା ପରେ ଏକ ହାଇୱା ଚଢ଼ିଯିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା…
ଏମାନଙ୍କୁ ମିଳିବ ପକ୍କା ଘର: ୩୪ ଲକ୍ଷ ଲୋକଙ୍କର ହେଲା ସର୍ଟଲିଷ୍ଟ , ତାଲିକାରେ…
ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର…
ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ
ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର ଶିକାର…
ବେହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର ହେଲା…
ପୁରୀ,୯।୧(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ…
ସରକାରଙ୍କ ନୂଆବର୍ଷ ଭେଟି: ଜାନୁଆରୀରେ ଗରିବ ଲୋକଙ୍କୁ ମିଳିବ…
ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାରଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ…
ମୁହଁ ଖୋଲିଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ, କହିଲେ କୋର୍ଟଙ୍କ ନିଷ୍ପତ୍ତିକୁ…
କଟକ,୯ା୧: ଚର୍ଚ୍ଚିତ ଖଳନାୟକ ତଥା ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ ଶେଷରେ ମୁହଁ ଖୋଲିଛନ୍ତି। ଯାତ୍ରା ମଞ୍ଚ ଚଢ଼ିବା ମନା ପ୍ରସଙ୍ଗକୁ ନେଇ ସେ କହିଛନ୍ତି, କୋର୍ଟଙ୍କ ନୋଟିସ୍ ମିଳିନି, ନ ମିଳିବା ପର୍ଯ୍ୟନ୍ତ ଅଭିନୟ କରିବି। ଆଇନକୁ ସମ୍ମାନ ଦେଉଛି,…
ନିଖୋଜର ୫ଦିନ ପରେ ମିଳିଲା ମୃତଦେହ, ପୋଖରୀରେ ଭାସୁଥିବା….
ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି…
ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପୋଷ୍ୟପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି
କଟକ,୯।୧: ପୋଷ୍ୟପୁତ୍ରମାନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ଦେବା କ୍ଷେତ୍ରରେ ବଡ ରାୟ ଦେଇଛନ୍ତି ଓଡିଶା ହାଇକୋର୍ଟ। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ (CAT) ଦେଇଥିବା ଆଦେଶକୁ ଓଡ଼ିଶା ହାଇକୋର୍ଟ କାଏମ୍ ରଖିବା ସହ ଦକ୍ଷିଣ-ପୂର୍ବ ରେଳବାଇ କର୍ତ୍ତୃପକ୍ଷଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟର ବିଚାରପତି…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି
ଭୁବନେଶ୍ୱର,୯।୧: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ…
ମହିଳାଙ୍କ ପାଇଁ ସୁରକ୍ଷିତ ସହର: ସପ୍ତମରୁ ୩୪ ନମ୍ବରକୁ ଖସିଲା ଭୁବନେଶ୍ୱର
ଭୁବନେଶ୍ୱର,୯।୧: ଦେଶରେ ମହିଳାଙ୍କ ପାଇଁ କେଉଁ ସହର ସୁରକ୍ଷିତ ତାହାର ଏକ ତାଲିକା ପ୍ରକାଶ ପାଇଛି। ଅବତାର ଗ୍ରୁପ୍ ପକ୍ଷରୁ ପ୍ରକାଶିତ ‘ଟପ୍ ସିଟିଜ୍ ଫର୍ ୱିମେନ ଇନ୍ ଇଣ୍ଡିଆ’ ରିପୋର୍ଟ ଅନୁଯାୟୀ, ଦେଶର ୧୨୫ ସହର ମଧ୍ୟରେ ଭୁବନେଶ୍ୱର ୩୪ତମ…
Archives


