ରାଜ୍ୟ

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍‌ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି ଉପରେ ଦେଇ ଯାଇଛି ରାଜରାସ୍ତା, ଆଉ ସେହି ରାସ୍ତାରେ ଦିନରାତି ଚଳାଚଳ କରୁଛି…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟରେ ଥିବା ପ୍ରତିଷ୍ଠାନଗୁଡ଼ିକର ନାମ ସଠିକ୍ ଭାବେ ଲେଖାଯିବ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି ଡିସିପି ନିଜ ପ୍ରତିକ୍ରିୟାରେ କହିଛନ୍ତି। ଡିସିପି କହିଛନ୍ତି, ଲାପଟପ, ଟାବଲେଟ ଜବତ ହୋଇଛି,…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି। DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍‌ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ ଓ ଶଳା ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କରିଥିଲେ। କନଷ୍ଟେବଳ ଆଶୁତୋଷ ତାଙ୍କ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ BMW କାର୍‌ ଧକ୍କା ଦେବାରୁ ୨ ଜଣକର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ରାଜ୍ୟର ପର୍ଯ୍ୟଟନ, ଭିତ୍ତିଭୂମି ବିକାଶ, ରାଜସ୍ୱ ପ୍ରଶାସନ ଓ ଜଳସମ୍ପଦ କ୍ଷେତ୍ରରେ ଏହି…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରାଯାଇଛି। ଏହି ସ୍ମାର୍ଟ ଫୋନ୍ ରେ ମହିଳା ଓ ଶିଶୁ ବିକାଶ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?