ଅନ୍ଧବିଶ୍ୱାସରୁ ଯାଉଛି ଜୀବନ
ଭୁବନେଶ୍ୱର,୨୧ା୮(ସତ୍ୟଜିତ୍ ରାଉତ):ପ୍ରାଚୀନ ଯୁଗରେ ଗୁଣିଗାରେଡ଼ି, ଯାଦୁବିଦ୍ୟା, ତନ୍ତ୍ରସାଧନ, ଝଡ଼ାଫୁଙ୍କା ଆଦି ଅନ୍ଧବିଶ୍ୱାସ ଉପରେ ଲୋକମାନେ ଅଧିକ ବିଶ୍ୱାସ କରୁଥିଲେ। ଏବେ ବିଜ୍ଞାନର ଅଗ୍ରଗତି ପରେ ମଧ୍ୟ କେତେ ଲୋକଙ୍କ ମନରୁ ଏହି ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଫଳରେ ଏହାକୁ ନେଇ ବିଭିନ୍ନ…
ଗିରଫ ହେଲେ ୪ ନକଲି ପରୀକ୍ଷାର୍ଥୀ
ରାଉରକେଲା,୨୦।୮(ସଙ୍ଗୀତା ଜେନା): ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି)ରେ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫ ନିଯୁକ୍ତି ପରୀକ୍ଷା ଚାଲିଥିବା ବେଳେ ୪ଜଣ ନକଲି ପରୀକ୍ଷାର୍ଥୀ ଧରାପଡିଛନ୍ତି। ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେଉଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି। ଗିରଫ…
ଘୋଡାହାଡ଼ ନଦୀରେ କୁମ୍ଭୀର ଥିବାନେଇ ଭିଡିଓ ଭାଇରାଲ୍
ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀରେ କୁମ୍ଭୀର ଥିବା ନେଇ ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଅଞ୍ଚଳରେ ବିଭିନ୍ନ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏହା ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀର ଭିଡିଓ ବୋଲି ପ୍ରଚାର…
ପ୍ରାକ୍ତନ ଜିଲା ପରିଷଦ ସଭ୍ୟଙ୍କ ଆତ୍ମହତ୍ୟା
ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା କୁସୁମୀ ବ୍ଲକ ୧୧ ନମ୍ବର ଜୋନ ପ୍ରାକ୍ତନ ଜିଲା ପରିଷଦ ସଭ୍ୟ ବୈଦ୍ୟନାଥ ମହାନ୍ତ(୫୦) ବାଦାମପାହାଡ଼ ଥାନା ଅଧୀନ କୁମୁଡାଶୋଳ ଗ୍ରାମ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ପରିବାର ଲୋକେ ତାଙ୍କୁ…
କାର ଧକ୍କାରେ ଚାଲିଗଲା ପଥଚାରୀଙ୍କ ଜୀବନ
ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ରାଇରଙ୍ଗପୁର-ବିଷୋୟୀ ରାଜପଥରେ ଦୃତଗତିରେ ଆସୁଥିବା ଏକ କାର (ନଂ. ଓଡ଼ି୧୧ଟି- ୪୨୫୮) ଜଣେ ପଥଚାରୀଙ୍କୁ ଧକ୍କା ଦେଇଥିଲା। ଫଳରେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇରଙ୍ଗପୁର ଥାନା…
ବେଆଇନ ପିସ୍ତଲ ଜବତ, ଜଣେ ଗିରଫ
ଦେବଗଡ଼,୨୦।୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ ପୌରାଞ୍ଚଳ ମଠସାହିରେ ଭଡାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପାଖରୁ ଗୋଟିଏ ବେଆଇନ ପିସ୍ତଲ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ତୁଳସିପୁର ଗ୍ରାମର ଶରତ ଅଦାବରଙ୍କ…
ଅକ୍ଟୋବରରେ ‘ଫିଜିକ୍ସ ଓ୍ବାଲ୍’ର ବୃତ୍ତି ପରୀକ୍ଷା
ଭୁବନେଶ୍ୱର,୨୦।୮:ଦେଶର ପ୍ରମୁଖ ଘରୋଇ ୟୁନିକର୍ନ ଇ-ଟେକ୍ କମ୍ପାନୀ ତଥା କୋଚିଂ ସେଣ୍ଟର ‘ଫିଜିକ୍ସ ଓ୍ବାଲ୍’ (ପିଡବ୍ଲ୍ୟୁ)ର ବହୁ ପ୍ରତୀକ୍ଷିତ ପ୍ରବେଶିକା ପରୀକ୍ଷା ‘ପିଡବ୍ଲ୍ୟୁଏନ୍ଏସ୍ଏଟି-୨୦୨୩’ (ଫିଜିକ୍ସ ଓ୍ବାଲ୍ ନ୍ୟାଶନାଲ ସ୍କଲାରଶିପ କମ୍ ଆଡମିଶନ ଟେଷ୍ଟ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପିଡବ୍ଲ୍ୟୁର…
ପରମିନ୍ଦର ପିଏଫ୍ସିଏଲ୍ର ନୂଆ ସିଏମ୍ଡି
ଭୁବନେଶ୍ୱର,୨୦।୮ (ଅଭୟ ଦାଶ): ଦେଶର ସର୍ବବୃହତ୍ ଏନ୍ବିଏଫ୍ସି ପ୍ରତିଷ୍ଠାନ ପାୱାର ଫାଇନାନ୍ସ କର୍ପୋରେଶନ ଲିମିଟେଡ୍ (ପିଏଫ୍ସିଏଲ୍)ର ଚେୟାରମ୍ୟାନ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ପରମିନ୍ଦର ଚୋପ୍ରା ନିକଟରେ ଦ୍ୱାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅଗଷ୍ଟ ୩ୟ ସପ୍ତାହଠାରୁ ସେ ପିଏଫ୍ସିଏଲ୍ର…
ସଚେତନତା ହିଁ ନିଦାନ
ପ୍ରତିବର୍ଷ ଅଗଷ୍ଟ ୨୦ ତାରିଖରେ ବିଶ୍ୱ ମଶା ଦିବସ ପାଳନ କରାଯାଇଥାଏ। ଏହା ବ୍ରିଟିଶ୍ ଡାକ୍ତର ସାର୍ ରୋନାଲ୍ଡ ରସ୍ଙ୍କ ଆବିଷ୍କାରର ଏକ ସ୍ମୃତି ଦିବସ । ୧୮୯୭ ମସିହାରେ ମାଈ ଆନୋଫିଲିସ୍ ମଶା ମଣିଷଙ୍କ ମଧ୍ୟରେ ମ୍ୟାଲେରିଆ ସଂକ୍ରମଣ କରୁଥିବା…
ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଟ୍ରେନ୍ ରହଣି
ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି। କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ, ନରାଜ ମାର୍ଥାପୁରରେ ପୁରୀ-ଅଜମେର ଏକ୍ସପ୍ରେସ, ଯଖପୁରାରେ ଜନଶତାବ୍ଦୀ ଏକ୍ସପ୍ରେସ, ଦାମନଯୋଡିରେ…
କାଳିମାଡ଼ ଘଟଣାକୁ ନିନ୍ଦା
ସାକ୍ଷୀଗୋପାଳ,୨୦।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲାରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତର ଶନିବାର ଦ୍ୱିତୀୟ ଦିନରେ କାକଟପୁର, ନିମାପଡ଼ା ପରେ ଶେଷରେ ସତ୍ୟବାଦୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ଖେଳପଡ଼ିଆରେ ହେଉଥିବା ଜନସମାବେଶକୁ ସଚିବ ଯାଉଥିଲେ। ଏହାପୂର୍ବରୁ…
କଲେଜ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ବ୍ରହ୍ମପୁର,୧୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ଛାତ୍ରୀଙ୍କୁ ଉଦ୍ଧାର କରିଛି। ଶନିବାର ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଏମକେସିଜି ମେଡିକାଲରେ ଡାକ୍ତରୀମଇନା କରାଯାଇଛି। କୋର୍ଟରେ ପୀଡ଼ିତାଙ୍କ…
Archives


