ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ
ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…
ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ
କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ ଅଞ୍ଚଳରେ…
ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ
ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ ମାଓବାଦୀଙ୍କ…
ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା
ନୂଆଦିଲ୍ଲୀ,୧୬।୩: ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦…
ତ୍ରିକୋଣୀୟ ପ୍ରେମରେ ବଳି ପଡ଼ିଲେ ନିରୀହ ଯୁବକ, ସାଙ୍ଗକୁ ବଞ୍ଚାଇବାକୁ ଯାଇ ଖଣ୍ଡା ଚୋଟରେ ଗଲା ଜୀବନ
ନୂଆଦିଲ୍ଲୀ,୧୬।୩: ବନ୍ଧୁଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଖଣ୍ଡା ଚୋଟରେ ଚାଲିଗଲା ନିରୀହ ଯୁବକଙ୍କ ଜୀବନ। ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିସ୍ୱର ଅଞ୍ଚଳରେ ଜଣେ ଯୁବକଙ୍କୁ ଧାରୁଆ ଖଣ୍ଡରେ ହାନି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅଞ୍ଜନ…
ନିଜ ନିର୍ବାଚନ ମଣ୍ଡଳୀରେ କେବେ ହେବ ଭୋଟ୍, ଜାଣି ରଖନ୍ତୁ…
ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…
ଜାଣନ୍ତୁ ଓଡ଼ିଶାର କେଉଁ ଜିଲାରେ କେବେ ଭୋଟ୍
ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…
ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ
ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍ଓ୍ବେଲ୍ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ କରାଯାଇଛି।…
ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍
ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍। ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଲୋକ ସଭା ଏବଂ ଓଡ଼ିଶା ବିଧାନସଭା…
ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତିଙ୍କ ପ୍ରେସ୍ମିଟ୍ : ରେଜଲ୍ଟ ପ୍ରକାଶର ୭ ଦିନ ଭିତରେ….
କଟକ,୧୬ା୩ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀମାନଙ୍କୁ ଅରିଜିନାଲ ସାର୍ଟିଫିକେଟ ଅନ୍ଲାଇନ୍ ଜରିଆରେ…
ସରିଲା ରାଜ୍ୟ କ୍ୟାବିନେଟ୍ ଅନ୍ତିମ ଗୁରୁତ୍ୱପୂର୍ଣ୍ଣ ବୈଠକ: ଜାଣନ୍ତୁ ଆଚରଣ ବିଧି ଲାଗୁ ପୂର୍ବରୁ କେଉଁ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୧୬।୩: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଶେଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଅନ୍ତିମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ…
ମେଣ୍ଟ ଚର୍ଚ୍ଚା ମଧ୍ୟରେ ଭାଜପା କୋର କମିଟି ବୈଠକ: ୨୧ ଲୋକସଭା, ୧୪୭ ବିଧାନସଭା ଆସନ ଉପରେ…
ଭୁବନେଶ୍ୱର,୧୬।୩: ମେଣ୍ଟ ଚର୍ଚ୍ଚା ମଧ୍ୟରେ ଶନିବାର ଭାଜପା ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ । ଏହା ପୂର୍ବରୁ ଦଳର କୋର କମିଟି ବୈଠକ ବସିଛି । ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ବସିଛି। ବୈଠକରେ ରାଜ୍ୟ ଭାଜପା ସଭାପତି…

