ରାଜ୍ୟ

କିସ୍ତି ଟଙ୍କା ନ ବାନ୍ଧିବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୪ା୮(ପବନ ପାଣିଗ୍ରାହୀ):ଫାଇନାନ୍ସ ଟଙ୍କା କିସ୍ତି ନ ବାନ୍ଧିବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣା ସାମ୍ନାକୁ ଆସିଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର(୪୨) । ଖବର…

ବ୍ଲକ ଅଧ୍ୟକ୍ଷାଙ୍କ ସହ ଗଣ୍ଡଗୋଳ: ସମିତି ସଭ୍ୟ, ସହଯୋଗୀ ଗିରଫ

ଜମନକିରା,୧୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବ୍ଲକ ଅଧ୍ୟକ୍ଷାଙ୍କ ଚାମ୍ବରରେ ପଶି ଗଣ୍ଡଗୋଳ କରିବା ଘଟଣାରେ ଜମନକିରା ପୋଲିସ ଜଣେ ସମିତି ସଭ୍ୟଙ୍କ ସହ ତାଙ୍କ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…

୧୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ନିମ୍ନଚାପ ରେଖା ସାଧାରଣ ଅବସ୍ଥାନଠାରୁ ଉତ୍ତର ଭାଗରେ ରହୁଛି। ତେଣୁ ରାଜ୍ୟରେ ଏହାର ବିଶେଷ ପ୍ରଭାବ ରହୁନାହିଁ। ପଶ୍ଚିମ ଭାଗ ହିମାଳୟ ପାଦଦେଶରେ ରହୁଥିବାବେଳେ ପୂର୍ବ ଭାଗ ଉତ୍ତର ପ୍ରଦେଶ ଦେଇ ବ୍ୟାପିଛି। ଏପଟେ ଏକ…

ଲିଜାର୍ଡ ଡେ’

ଆଜି ଅଗଷ୍ଟ ୧୪ ଓ୍ବାର୍ଲଡ ଲିଜାର୍ଡ ଡେ’। ବିଶ୍ୱରେ ପ୍ରାୟ ୬ହଜାର ଲିଜାର୍ଡ ପ୍ରଜାତିର ସରୀସୃପ ଦେଖାଯାଆନ୍ତି। କିନ୍ତୁ ବିଭିନ୍ନ କାରଣରୁ ଅଧିକାଂଶ ସଙ୍କଟରେ ଅଛନ୍ତି। ଗୋଧିଠାରୁ ଆରମ୍ଭ କରି ଏଣ୍ଡୁଅ, ଝିଟିପିଟି ପର୍ଯ୍ୟନ୍ତ ସବୁ ଲିଜାର୍ଡ ପ୍ରଜାତିର। ତେବେ ଏମାନଙ୍କ…

ଡିଜାଇନ୍‌ରେ ତ୍ରୁଟି ଯୋଗୁ ଭୁଶୁଡ଼ିଥିଲା ପୋଲ

ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ ପରେ ରାଜପଥ କର୍ତ୍ତୃପକ୍ଷଙ୍କ ରିପୋର୍ଟ ହସ୍ତଗତ ହୋଇଛି। ଡିଜାଇନରେ ତ୍ରୁଟି ଯୋଗୁ ପୋଲ…

ପାଠକୀୟ ପ୍ରତିକ୍ରିୟାଠୁ ବଡ଼ ପୁରସ୍କାର କିଛି ନାହିଁ

କରିଥିଲେ, ଏବେ ସେ ଜଣେ ସଫଳ ଯୁବ ଲେଖକ। ସେ ହେଉଛନ୍ତି ବଲାଙ୍ଗୀର ଜିଲାର ସାଲେଭଟା ଗ୍ରାମରେ ଜନ୍ମଗ୍ରହଣ କରିଥିବା ସୁଜିତ୍‌ କୁମାର ଶତପଥୀ। ଏଥିସହ ସେ ମଧ୍ୟ ଜଣେ ଆକାଶବାଣୀ କଳାକାର। ୨୦୧୧ରୁ ୨୦୧୯ ପର୍ଯ୍ୟନ୍ତ ଯୁବବାଣୀରେ ଉପସ୍ଥାପକ ଭାବେ…

ସ୍ବାଧୀନତା ଦିବସରେ ସ୍ବତନ୍ତ୍ର ଅତିଥି ହେବେ ଓଡ଼ିିଶା ଚାଷୀ

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ନୂଆଦିଲ୍ଲୀରେ ହେବାକୁ ଥିବା ୭୭ତମ ସ୍ବାଧୀନତା ଦିବସ ସମାରୋହରେ ଯୋଗଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୮ଶହ ସ୍ବତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ମତ୍ସ୍ୟଜୀବୀ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର…

ଓଡ଼ିଶାରେ ମେଣ୍ଟ ପ୍ରଶ୍ନ ଉଠୁନି: ମୁଣ୍ଡା

ଭୁବନେଶ୍ବର, ୧୪ା୮(ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ପରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ହେଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ରବିବାର ଏହାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଯେ,…

୯ ମାସର ଝିଅକୁ ଧରି ନଦୀକୁ ଡେଇଁଲେ ବାପା

ଫୁଲନଖରା,୧୪ା୮(ସତ୍ୟରଞ୍ଜନ ଦାସମହାପାତ୍ର): ପାରିବାରିକ ବିବାଦକୁ କେନ୍ଦ୍ର କରି କଟକ ଜିଲା ସଦର ଥାନା ଅଧୀନ ସଇଁନ୍ଦା ଗ୍ରାମ ନିକଟ ସିଢୁଆ ନଦୀରେ ରବିବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ସମ୍ମୁଖରେ ୯ ମାସର ଶିଶୁକନ୍ୟାଙ୍କୁୁ ଧରି ଜଣେ ଯୁବକ…

ଡେଙ୍ଗୁ ସଂକ୍ରମଣରେ ଲାଗୁନି ରୋକ

ଭୁବନେଶ୍ୱର,୧୪।୮(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢିଚାଲିଛି। ୧୧ ତାରିଖ ସୁଦ୍ଧା ରାଜ୍ୟରେ ୨୮ ହଜାର ୯୫୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୧୬୭୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲା ଡେଙ୍ଗୁର ହଟସ୍ପଟ୍‌ ପାଲଟିଥିବାବେଳେ ଅଧିକାଂଶ ଡେଙ୍ଗୁ…

କୀଟନାଶକ ପିଇ ଜୀବନ ହାରିଲେ ସରପଞ୍ଚଙ୍କ ସ୍ବାମୀ

ଆସିକା,୧୩ା୮(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା କୋଟିନଡା ଥାନା ଅଧୀନ ମଞ୍ଚାପଡା ଗ୍ରାମର ରମେଶ ବେହେରା କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ହେଲେ ହରିଡାପଦର ସରପଞ୍ଚ ଜୟନ୍ତୀ ବେହେରାଙ୍କ ସ୍ବାମୀ। ପରିବାର ଲୋକେ ତାଙ୍କୁ ଆସିକା ଡାକ୍ତରଖାନାରେ ଭର୍ତ୍ତି…

ପ୍ରଧାନ ଶିକ୍ଷକଙ୍କୁ ଗୋଡ଼ାଇ ପିଟିବା ମହଙ୍ଗା ପଡ଼ିଲା

ବାଲିଗୁଡ଼ା,୧୩।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅଧୀନ ସୁଡ୍ରା ସେବାଶ୍ରମ ପ୍ରଧାନ ଶିକ୍ଷକ ବିଦ୍ୟାଳୟ ଚାଉଳ ବିକ୍ରି ଓ ମହିଳାଙ୍କୁ ଦୁର୍ବ୍ୟବହାର କରୁଥିବା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରି ନିରାଶ ହେବା ପରେ ଆଇନ୍‌କୁ ହାତକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri