ରାଜ୍ୟ

ସ୍ବାମୀର ଛୁରା ମାଡ଼ରେ ସ୍ତ୍ରୀ ଗୁରୁତର

କେନ୍ଦୁଝର,୧୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ଜନଷ୍ଟନଗଞ୍ଜର ଝଡାସାହିରେ ସ୍ବାମୀଙ୍କ ଛୁରା ମାଡ଼ରେ ସ୍ତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ ଗୀତା ଝରା(୨୫)। ମିଳିଥିବା ସୂଚନା ମୁତାବକ, ଗୀତା ମଦ୍ୟପାନ କରୁଥିବା ବେଳେ ସ୍ବାମୀ ଘନଶ୍ୟାମ…

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଏମ୍‌.ରାମପୁର,୧୩।୮(ଶଶୀଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ. ରାମପୁର ନିକଟ ବୁରାଟ ଗ୍ରାମସ୍ଥିତ ମାଗୃହ ସମ୍ମୁଖରେ ଏକ ଗାଡ଼ି ଧକ୍କାରେ ଆମ୍ବଗାଁ ବାବୁପଡ଼ାର ବଣ୍ଟି ମହାଖୁଡ(୨୪)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ମ. ରାମପୁର ଥାନାରେ ଏକ ମାମଲା ରୁଜୁ ହେଇଛି। ଏହା…

ବୋହୂ ହତ୍ୟା ମାମଲାରେ ଜେଲ ଗଲେ ସ୍ବାମୀ, ଶ୍ୱଶୁର 

ରୂପ୍‌ସା,୧୩।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ  ଅଧୀନ ଜହତା କୂଳ ଗ୍ରାମର ବିଜୟ ନାୟକଙ୍କ ସ୍ତ୍ରୀ ହରପ୍ରିୟା ନାୟକ(୨୨)ଙ୍କୁ ହତ୍ୟା ମାମଲାରେ ପୋଲିସ ଅଭିଯୁକ୍ତ ସ୍ବାମୀ ବିଜୟ ନାୟକ ଓ ଶ୍ୱଶୁର ଦାମୋଦର ନାୟକଙ୍କୁ ଗିରଫ କରିଛି।…

ଅରୁନ୍ଧତୀରେ ଚେନ୍ସ ଆଣ୍ଡ ବ୍ୟାଙ୍ଗେ୍‌ଲସ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୧୩।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘ଅରୁନ୍ଧତୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ତଥା ଅଭିଜ୍ଞ କାରିଗରି ଦ୍ୱାରା ନିର୍ମିତ ଅଳଙ୍କାରର ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ‘ଚେନ୍ସ ଆଣ୍ଡ ବ୍ୟାଙ୍ଗେ୍‌ଲସ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅବସରରେ ଆକର୍ଷଣୀୟ…

କସ୍ମୋ ବଜାରର ମେଗା ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା କସ୍ମୋ କନେକ୍ଟର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି କସ୍ମୋ ବଜାରର ମେଗା ଷ୍ଟୋର ଶୁକ୍ରବାର କଟକର ବାଦାମବାଡ଼ିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ଆଇନଜୀବୀ ପ୍ରଦୀପ ପଟ୍ଟନାୟକ…

ଗୋଟିଏ ଦିନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଗର୍ଭବତୀଙ୍କ ମୃତ୍ୟୁ, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଦୁଇ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ବାଂଶପାଳ ବ୍ଲକ ସଦର ଥାନା ଅନ୍ତର୍ଗତ କୁମୁଣ୍ତି ଗ୍ରାମର ଦେବ ମୁଣ୍ତାଙ୍କ ସ୍ତ୍ରୀ ରଜନୀ(୨୬)। ଅନ୍ୟଜଣେ ଅନୁଗୋଳ ଜିଲା…

ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର, ପିଲାଙ୍କ ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ପ୍ରଧାନ ଶୁକ୍ରବାର ରାତିରେ ଉକ୍ତ ବିଦ୍ୟାଳୟର ଦୁଇ ମହିଳା…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୮(ସୂର୍ଯ୍ୟକାନ୍ତ ବେହେରା): ଶନିବାର ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ ଯୁବକଙ୍କ ଗୋଡ଼ ଓ ଛାତିକୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବର୍ତ୍ତମାନ…

ଯୁବକଙ୍କୁ ଘେରିଗଲେ ୩ ଭାଲୁ: ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଧର୍ମଗଡ଼ ବ୍ଲକ ଅଧୀନ ବଡ଼ଘୁମର ଗ୍ରାମର ଭୋଦେ ଗୋପାଳ(୩୦)। ତାଙ୍କୁ ଚିକିତ୍ସା ପାଇଁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା…

ଯୋଗାଉ ଥିଲେ ନକଲି ସାର୍ଟିଫିକେଟ: ବନ୍ଧା ହେଲେ ବାପ-ପୁଅ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ନକଲି ସାର୍ଟିଫିକେଟ ଯୋଗାଇବା ଅଭିଯୋଗରେ ଭବାନୀପାଟଣା ଟାଉନ ଥାନା ପୋଲିସ ଶନିବାର ଅଭିଯୁକ୍ତ ଡାକ ମାଷ୍ଟର ପ୍ରଭାତ ମହାନନ୍ଦ ଏବଂ ସ୍କୁଲ ଶିକ୍ଷକ ପଦ୍ମନାଭ ମହାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

କପିଳାସ ପ୍ରାଣୀ ଉଦ୍ୟାନରେ ବିଶ୍ୱ ହାତୀ ଦିବସ

ଢେଙ୍କାନାଳ,୧୨।୮: ଢେଙ୍କାନାଳସ୍ଥିତ କପିଳାସ ପ୍ରାଣୀ ଉଦ୍ୟାନରେ ଶନିବାର ବିଶ୍ୱ ହାତୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରାଣୀ ଉଦ୍ୟାନରେ ଥିବା ୬ ହାତୀଙ୍କୁ ଚନ୍ଦନ, ସିନ୍ଦୂର ଲଗାଇ ଚାନ୍ଦୁଆ ପକାଇ ପୂଜାର୍ଚ୍ଚନା କରି ଉଦ୍ୟାନ ପରିସରରେ ବୁଲାଯାଇଥିଲା । ଏପରିକି…

କେନ୍ଦ୍ରମନ୍ତ୍ରୀ-ବିଧାୟକ ମକରନ୍ଦଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ରାୟଗଡ଼ା,୧୨।୮(ଆଶିଷ ରଞ୍ଜନ ପଣ୍ଡା): ସ୍ବାଧୀନ ଭାବେ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ବିଧାୟକ ହେବା ପରେ ବହୁତ ଚର୍ଚ୍ଚାରେ ଥିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି । ଏବେ ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri