ରାଜ୍ୟ

ରୋଜଗାର ଦେଉଛି ମିଠା ମକା ଚାଷ

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ)ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ (ସୁଇଟକର୍ଣ୍ଣ)। ସକାଳ ହେଉ କି ସନ୍ଧ୍ୟା ଛୋଟପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ୀ ଏହାକୁ ଖାଇବାକୁ ସମସ୍ତେ ପସନ୍ଦ କରୁଛନ୍ତି। ତେବେ ଏହି ସୁଇଟକର୍ଣ୍ଣ ବା ମିଠାମକା ଚାଷ…

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ ହୋଇଛନ୍ତି। ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ପ୍ରସ୍ତାବର ଅନୁମୋଦନ ପୂର୍ବକ…

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ ପାଇବ ତାହା ଭବିଷ୍ୟତ କହିବ। କିନ୍ତୁ ବିଭିନ୍ନ ଦଳର କେତେକ ନେତା ବାଟଘାଟରେ, ଚା…

କଟକଣା ହେଲା ବାଟବଣା

ନୟାଗଡ଼,୧୪ା୩(ଲୋକନାଥ ମିଶ୍ର)ବିପର୍ଯ୍ୟସ୍ତ ଟ୍ରାଫିକ୍‌ ବ୍ୟବସ୍ଥା ଓ ଦୁର୍ଘଟଣାକୁ ଏଡାଇବା ପାଇଁ ଗୋରୁଙ୍କ ଉପରେ ନୟାଗଡ଼ ମ୍ୟୁନିସିପାଲିଟି ଲଗାଇଥିବା କଟକଣା ବାଟବଣା ହୋଇଛି । ଗୋରୁ କଟକଣା ନିଷ୍ପତ୍ତି ଶୀତଳଭଣ୍ଡାରରେ ରହିଯିବାରୁ ଏପରି ଦୁର୍ଘଟଣାରେ ଗତ ୨ମାସରେ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ…

ଦାବି ପୂରଣ ନ ହେଲେ ସରପଞ୍ଚ ଇସ୍ତଫା ଦେବେ

ରଘୁନାଥପୁର,୧୪ା୩(ରାଜେନ୍ଦ୍ର ନାରାୟଣ ସିଂହ)ରଘୁନାଥପୁର ବ୍ଲକ ଚିକିଣିଆ ପଞ୍ଚାୟତରେ ସରପଞ୍ଚ ନିର୍ବାଚନ ପରଠୁ ଉନ୍ନୟନମୂଳକ କାର୍ଯ୍ୟ ଠପ ହୋଇଯାଇଛି। ବିଭିନ୍ନ ପ୍ରକଳ୍ପ ବାବଦରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପଡିରହିଛି। ସେହିପରି ଦୀର୍ଘଦିନ ତଳୁ କାର୍ଯ୍ୟ ଶେଷ ହୋଇଥିବା ୧୮ ଲକ୍ଷ ଟଙ୍କାର…

କାମରେ ଲାଗୁନି ସିପିସି

ଯାଜପୁର,୧୪ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ସେଣ୍ଟ୍ରାଲ ପ୍ଲେସ୍‌ମେଣ୍ଟ ସେଲ୍‌(ସିପିସି) ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ମହାବିଦ୍ୟାଳୟ ଏବଂ ସରକାରୀ/ବେସରକାରୀ ବୈଷୟିକ ଅନୁଷ୍ଠାନରୁ ଉତ୍ତୀର୍ଣ୍ଣ ହେଉଥିବା ଛାତ୍ରୀଛାତ୍ରମାନେ ଖଣି ଓ ଶିଳ୍ପାସଂସ୍ଥାରେ ନିଯୁକ୍ତି ପାଇବାରୁ ବଞ୍ଚିତ ହେଉଛନ୍ତି।…

ଏଚ୍‌ଏସ୍‌ଆର୍‌ପି ବ୍ୟବହାର ନିୟମ ପ୍ରହସନ

ରସୁଲପୁର,୧୪ା୩(ରଞ୍ଜିତ ରାଉତ):କେନ୍ଦ୍ର ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏଚ୍‌ଏସ୍‌ଆର୍‌ପି(ହାଇ ସିକ୍ୟୁରିଟ୍‌ ରେଜିଷ୍ଟ୍ରେଶନ ପ୍ଲେଟ୍ସ) ବ୍ୟବହାର କରିବାକୁ ନିୟମ ହୋଇଛି। ଚଳିତବର୍ଷ ୧୭ ଫେବୃଆରୀ ସୁଦ୍ଧା ପ୍ରତ୍ୟେକ ପୁରୁଣା ଓ ନୂଆ ଗାଡ଼ିରେ ଏହି ପ୍ଲେଟ୍ସ ଲାଗିବା ପାଇଁ ବାଧ୍ୟତାମୂଳକ କରାଯାଇଥିଲା।…

ମେଣ୍ଟ ଚର୍ଚ୍ଚା: ବିଳମ୍ବ କରୁଛି ପ୍ରାର୍ଥୀ ଘୋଷଣା, ବ୍ୟସ୍ତ ହୋଇପଡ଼ିଲେଣି କର୍ମୀ

ଭୁବନେଶ୍ୱର, ୧୪।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର କରିଛନ୍ତି। ହେଲେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ବର୍ତ୍ତମାନ ସବୁ ପ୍ରକାର ରାଜନୈତିକ…

ଯାତ୍ରୀମାନେ ଧ୍ୟାନ ଦିଅନ୍ତୁ, ‘ହୋଲି ପାଇଁ ଗଡ଼ିବ ୫ଟି ସ୍ପେଶାଲ ଟ୍ରେନ୍‌’

ଭୁବନେଶ୍ୱର, ୧୪।୩ (ଅନୁରାଧା ମହାରଣା)ହୋଲି ସମୟରେ ଯାତ୍ରୀ ଭିଡ଼କୁ ଏଡ଼ାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ୫ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। ଏସବୁ ଟ୍ରେନ ପୁନେ, ପାଟନା ଏବଂ ନିଜାମୁଦ୍ଦିନ ଷ୍ଟେଶନକୁ ଚଳାଚଳ କରାଇବା ପାଇଁ ଯୋଜନା କରାଯାଇଛି।…

ଲୋକପାଳ ନିଯୁକ୍ତ କରିନାହାନ୍ତି ଓଡ଼ିଶାର ୧୧ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମ ମାନୁନାହାନ୍ତି। ଏହି ଖିଲାପୀ ତାଲିକାରେ ଭାରତର ଅନେକ ଶିକ୍ଷାନୁଷ୍ଠାନ ରହିଥିବାବେଳେ ଓଡ଼ିଶାରେ ଥିବା ସରକାରୀ ବିଶ୍ବବିଦ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ବାରମ୍ବାର ତାଗିଦ ସତ୍ତ୍ବେ ବହୁ ବିଶ୍ବବିଦ୍ୟାଳୟ…

ପ୍ରମୁଖ ଦଳ ଆଶାୟୀଙ୍କ ମେଣ୍ଟ ମନ୍ତବ୍ୟ, ଟିକେଟ ମିଳିଲେ କ’ଣ କରିବେ?

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀମାନେ ଲୋକ ସଭା ଓ ବିଧାନସଭା ଆସନରେ ପ୍ରାର୍ଥୀ ହେବା ପାଇଁ ଦଳୀୟ ଶୀର୍ଷ ନେତୃତ୍ୱଙ୍କ ଠାରେ ଲବି ଚଳାଇଛନ୍ତି। ଯଦି ବିଜେଡିି ଓ ଭାଜପା…

ଦୋଳବେଦି ପାଇବ ନୂଆରୂପ

ପୁରୀ,୧୪ା୩ (ଅଜିତ୍‌ ମହାନ୍ତି)ଦୋଳପୂର୍ଣ୍ଣିମାରେ ମହାପ୍ରଭୁଙ୍କ ବିଶେଷ ନୀତି ଦୋଳବେଦିରେ ଅନୁଷ୍ଠିତ ହୋଇଥାଏ। ଦୋଳପୂର୍ଣ୍ଣିମା ପୂର୍ବଦିନ ଦୋଳବେଦିରେ ସ୍ବତନ୍ତ୍ର ମେଣ୍ଢାପୋଡ଼ି ନୀତି ଅନୁଷ୍ଠିତ ହେବା ସହ ଦୋଳପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ ଓ ଭୂଦେବୀ ବିମାନରେ ଦୋଳବେଦିକୁ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?