ରାଜ୍ୟ

୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୩(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟ୍‌ସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିବା ସହ ୧୨ଟି ଜିଲାରେ ୨୬ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭାରମ୍ଭ କରିଛନ୍ତି। ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ…

ଦୋହଲିଲା ବିଜେଡି ଗଡ଼

ଚାନ୍ଦବାଲି,୧୪ା୩(କିଷାନ ପାତ୍ର): ନିର୍ବାଚନ ପୂର୍ବରୁ ଦଳ ବଦଳ ଚାଲିଥିବା ବେଳେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବିଧାନସଭା କ୍ଷେତ୍ର ଚାନ୍ଦବାଲିରେ ବିଜେଡିି ଛାଡ଼ି ହଜାରରୁ ଊର୍ଦ୍ଧ୍ୱ କର୍ମୀ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖେରଙ୍ଗ ବଜାର…

ସୋନପୁରକୁ ଗଡ଼ିବ ୪ ଟ୍ରେନ

ଭୁବନେଶ୍ୱର,୧୪।୩(ଅନୁରାଧା ମହାରଣା)ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ ଲାଇନ୍‌ କାର୍ଯ୍ୟକ୍ଷମ ହୋଇଛି। ଏବେ ସୋନପୁରକୁ ୪ଟି ଟ୍ରେନ୍‌ ଚଳାଚଳ କରିବ। ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସ ଏବଂ ଦୁଇ ଯୋଡା ବଲାଙ୍ଗୀର-ବିଛୁପାଲି-ବଲାଙ୍ଗୀର ପାସେଞ୍ଜରକୁ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ହୋଇଥିବାବେଳେ ବଲାଙ୍ଗୀର ଓ…

ପାଟକୁରା ଉପରେ ଭାଜପାର ନଜର,ଆଶାୟୀ ପ୍ରାର୍ଥୀ ଭାବେ ଚର୍ଚ୍ଚାରେ ତେଜେଶ୍ୱର

ଡେରାବିଶ, ୧୪ା୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପାଟକୁରା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀ ପ୍ରାର୍ଥୀମାନେ ଏବେ ଗାଁରେ ନିଜ ଦଳର ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନମଣ୍ଡଳୀକୁ…

ଅତିଥିଙ୍କୁ ସକାରାତ୍ମକ ଅନୁଭୂତି ଦେବା ଆମର ଲକ୍ଷ୍ୟ

୨୦୦୩ରେ ‘ନିର୍ମାଲ୍ୟ ହୋଟେଲ’ ନାମକ ଏକ ଫ୍ୟାମିଲି ହୋଟେଲରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରି ନିର୍ମାଲ୍ୟ ଗ୍ରୁପ୍‌ ଅଫ୍‌ ହୋଟେଲ ପ୍ରତିଷ୍ଠା କରିଛନ୍ତି ସନ୍ତୋଷ କୁମାର ପାଢ଼ୀ। ପରେ ସେ ବ୍ରହ୍ମପୁରରେ ୫ଟି ହୋଟେଲ କରିବାରେ ସଫଳ ହୋଇଥିଲେ। ତାଙ୍କର ଏଭଳି…

ମୋବାଇଲ ପାଇଁ କବାଡ଼ିଆଙ୍କୁ ହତ୍ୟା

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର)ସାମାନ୍ୟ ଏକ ମୋବାଇଲ ପାଇଁ ଜଣେ କବାଡ଼ିଆବାଲାଙ୍କୁ ହତ୍ୟା କରାଯିବା ଘଟଣା ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ କତରବଗା ଥାନା ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ପୋଲିସ ବୁଧବାର ଏକ ଜଙ୍ଗଲ ମଧ୍ୟରୁ ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ମୃତଦେହକୁ…

ପ୍ରଶାନ୍ତଙ୍କୁ ନେଇ ଅଡ଼ୁଆରେ ଭାଜପା

ଖୋର୍ଦ୍ଧା,୧୪ା୩ (ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ବହିଷ୍କୃତ ହେବା ପରେ ପୁଣି ଦଳକୁ ଫେରିବେ ବୋଲି ଆଶା ବାନ୍ଧିଥିଲେ। ଦଳୀୟ କର୍ମୀ, ନେତାଙ୍କ ସହ ସୁସମ୍ପର୍କ ସତ୍ତ୍ୱେ ଚେଷ୍ଟା କରି ମଧ୍ୟ ଦଳକୁ ଫେରିପାରି ନ ଥିଲେ।…

୬ ବର୍ଷ ପରେ ପୁଣି ଦେଖାଗଲା ବ୍ଲାକ୍‌ ପାନ୍ଥର

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଓଡ଼ିଶାରେ ପୁଣି ଦେଖିବାକୁ ମିଳିଛି ବ୍ଲାକ ପାନ୍ଥର ବା କଳା କଲରାପତରିଆ ବାଘ। ସୁନ୍ଦରଗଡ଼ ହେମଗିରି ବନାଞ୍ଚଳରେ ଏହି ବିରଳ ବାଘ ରହିଥିବା ନେଇ ପିସିସିଏଫ୍‌(ଓ୍ବାଇଲ୍ଡଲାଇଫ) ସୁଶାନ୍ତ ନନ୍ଦ ନିଜ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି…

ଆଜି ହଟିପାରେ ମେଣ୍ଟ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୪।୩(ସୁନିତ୍‌ ମିଶ୍ର) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଛି ସେକଥାର ସ୍ପଷ୍ଟ ଚିତ୍ର ଏ ପର୍ଯ୍ୟନ୍ତ ଆସି ନ ଥିଲେ ମଧ୍ୟ କିଛି ଘଟଣାକ୍ରମ ଦେଖିଲେ ଏହି ପ୍ରସଙ୍ଗକୁ ଏଡ଼ାଇ…

ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ

କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ଏହି…

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?