ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମେଧାବୀ ଛାତ୍ରଙ୍କ ଜୀବନ, ଗ୍ରାମରେ ଶୋକ
ପଟ୍ଟାଙ୍ଗି୯।୧(ଶରତ କୁମାର ଧଳ): ରାଜ୍ୟରେ ଚାଲିଛି ସଡ଼କ ସୁରକ୍ଷା ମାସ କିନ୍ତୁ ଏଠି ନିଜେ ସଚେତନ ହେଉନାହାନ୍ତି ଲୋକେ। ସଚେତନତା କରାଇବା ଦୂରର କଥା ବର୍ଷର ଆରମ୍ଭରୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଗୋଟିଏ ପରେ ଗୋଟିଏ ଚାଲିଯାଉଛି ଜୀବନ ।…
ଦଧିମାଛଗାଡିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ
ଖୋର୍ଦ୍ଧା,୯।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭୋର ସମୟରେ ଅଜଣା ଗାଡି ଧକାରେ ସ୍କୁଟି ଆରୋହୀ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ…
ସମୟ ଅଭାବରୁ ନୀତି ବାତିଲ, ରାତି ଉଜାଗର ରହିଲେ ମହାପ୍ରଭୁ
ପୁରୀ,୯।୧(ଅଜିତ୍ କୁମାର ମହାନ୍ତି): ସମ୍ପ୍ରତି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପହିିଲି ଭୋଗ ନୀତି ଚାଲିଛି । ନିଷ୍ପତ୍ତି ଅନୁଯାୟୀ ରାତି ୨ଟା ପରଠାରୁ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯିବା ସହ ରାତି ୧୧ଟାରେ ପହୁଡ଼ କରାଯିବା କଥା। ତେବେ ବୁଧବାର ରାତିରେ…
ହଜିଗଲା ମାନବିକତା: ଫସଲ ନଷ୍ଟ କରିବାରୁ ମାଙ୍କଡ଼କୁ ମାରି ଝୁଲାଇଦେଲେ
କବିସୂର୍ଯ୍ୟନଗର,୯।୧(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଓ ପୋଲସରା ରେଞ୍ଜ୍ ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଫସଲ ନଷ୍ଟ କରୁଥିବା ଅଭିଯୋଗରେ କିଛି ଲୋକ ଏକ ମାଙ୍କଡ଼କୁ ନିର୍ଦ୍ଦୟ ଭାବେ ପିଟିପିଟି ମାରିବା ପରେ…
ଧର୍ମାନ୍ତର ବିବାଦକୁ ନେଇ ହୋଇପାରୁନି ସତ୍କାର, ୨୫ ଘଣ୍ଟା ଧରି ପଡି ରହିଛି ଶବ
ଜଳେଶ୍ୱର, ୯।୧(ନବୀନ ସାହୁ) : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ୪ନମ୍ବର ୱାର୍ଡ ରଙ୍ଗମାଟିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ପୁଅଙ୍କ ମଧ୍ୟରେ ଧର୍ମାନ୍ତର ବିବାଦକୁ ନେଇ ବୃଦ୍ଧ ବାପାଙ୍କ ଶବ…
ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….
କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…
ରାଜ୍ୟରେ ଶୀତ ଲହରୀ: ଏହି ଜିଲାରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ
ଭୁବନେଶ୍ୱର,୯।୧: ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ…
୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ
ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି
ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ ତାଳଚେର ଶିଳ୍ପାଞ୍ଚଳରେ ଦିନକୁ ଦିନ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ଧର୍ମେନ୍ଦ୍ର ଗଭୀର…
ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ ହେବା ପରେ ଏବେ ଢେଙ୍କାନାଳ ଜିଲାରେ ଆଉ ଏକ ମେଗା ଷ୍ଟିଲ୍ ପ୍ଲାଣ୍ଟ…
ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ…
ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା…
ଡିପୋଜିଟ୍ ପାଇଁ ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…
ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୩ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…
Archives


