ଉତ୍କଳ ପ୍ରଦେଶ କ୍ରାନ୍ତିତୀର୍ଥକୁ ରକ୍ତତୀର୍ଥରେ ପରିଣତ କରିଥିଲା: ରାଜ୍ୟପାଳ
ଭୁବନେଶ୍ୱର,୯ା୮(ଅସମାପିକା ସାହୁ): ଅଗ୍ନିବର୍ଷାର ମନ୍ତ୍ରଦାତା ମହାତ୍ମାଗାନ୍ଧୀ ୧୯୪୨ ଅଗଷ୍ଟ ୯ରେ ‘କର ବା ମର’ ଆହ୍ବାନ ଦେଇଥିଲେ। ସେହି ଆହ୍ବାନ ଇଂରେଜଙ୍କୁ ଭାରତ ଛାଡ଼ିବାକୁ ସାବଧାନ କରିଥିଲା। ଉତ୍କଳ ପ୍ରଦେଶରେ ସେହି ଆହ୍ବାନରେ କ୍ରାନ୍ତିତୀର୍ଥ ରକ୍ତତୀର୍ଥରେ ପରିଣତ ହୋଇଥିଲା। ଭାରତ ଛାଡ଼…
୭ ଜିଲାରେ ବର୍ଷାଭାବ, ସ୍ଥିତି ସାଂଘାତିକ
ଭୁବନେଶ୍ୱର,୯।୮(ଅନିଲ ଦାସ): ଗତ ଜୁଲାଇ ୩୦ ତାରିଖ ଲଘୁଚାପ ବର୍ଷାରେ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅନେକ ଜିଲାର ଚାଷୀ ଏବେ ବର୍ଷାକୁ ଚାତକ ପରି ଚାହିଁ ରହିଛନ୍ତି। ଅଗଷ୍ଟ ଅଧାମାସ ବିତିବାକୁ ବସିଲାଣି, ବିଲରେ ଧାନତଳି ରୁଆ…
ସ୍କୁଲରେ ଆଧାର ବାଧ୍ୟତାମୂଳକ ନୁହେଁ
ଭୁବନେଶ୍ୱର୯।୮(ଅନୁରାଧା ମହାରଣା): ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଜାରି ରହିଛି। କେତେକ ସ୍କୁଲରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି। ଏବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଆଧାରକାର୍ଡ ବିନା ନାମଲେଖା…
ତୁଟିଲା ବନକଲାଗି ବିବାଦ
ପୁରୀ,୯ା୮(ଅଜିତ ମହାନ୍ତି): ଦୀର୍ଘ ଦେଢ଼ ମାସ ଧରି ମହାପ୍ରଭୁଙ୍କ ବନକଲାଗି ହେବାକୁ ନେଇ ଲାଗିରହିଥିବା ବିବାଦ ଶେଷରେ ମଙ୍ଗଳବାର ସମାଧାନ ହୋଇଛି। ତେବେ ଶ୍ରୀବିଗ୍ରହମାନଙ୍କ ବୁଧବାର ବନକଲାଗି ନୀତି ହେବାକୁ ଯାଉଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୂଚନା…
ସ୍କୁଲରେ ଆଧାର ବାଧ୍ୟତାମୂଳକ ନୁହେଁ
ଭୁବନେଶ୍ୱର,୯ା୮(ଅନୁରାଧା ମହାରଣା): ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଜାରି ରହିଛି। କେତେକ ସ୍କୁଲରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି। ଏବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଆଧାରକାର୍ଡ ବିନା ନାମଲେଖା…
ଆସିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋଟ
ଭୁବନେଶ୍ୱର, ୮।୮: ଭୁବନେଶ୍ୱର ଦୀପାଳି ବାର୍ ଓ ହୋଟେଲରେ ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ମୃତ୍ୟୁକୁ ନେଇ ସସପେନ୍ସ ଜାରି ରହିଛି। ତେବେ ମଙ୍ଗଳବାର ଶୁଭଲକ୍ଷ୍ମୀଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋଟ ଆସିଛି। ଶ୍ୱାସରୁଦ୍ଧ ହୋଇ ଶୁଭଲକ୍ଷ୍ମୀଙ୍କ ଜୀବନ ଯାଇଥିବା ରିପୋର୍ଟରେ ଉଲ୍ଲେଖ…
ମାଂସ ମାର୍କେଟ ପାଇଁ ବିଏମ୍ସିର ଜାଗା ନାହିଁ
ଭୁବନେଶ୍ୱର,୮।୮ (ବନ୍ଦନା ସେଠୀ): ରାଜଧାନୀ ରାସ୍ତା କଡ଼ରେ ବ୍ୟବସାୟ କରୁଥିବା ସମସ୍ତ ମାଂସ ବ୍ୟବସାୟୀଙ୍କୁ ଥଇଥାନ କରାଯିବା ସହ ପ୍ରତି ଓ୍ବାର୍ଡରେ ମାଂସ ମାର୍କେଟ ନିର୍ମାଣ କରିବା ପାଇଁ ବିଏମ୍ସି ପ୍ରତିଶ୍ରୁତି ଦେଇଥିଲା। ଆସନ୍ତା ୨ବର୍ଷ ମଧ୍ୟରେ ସବୁ ଓ୍ବାର୍ଡରେ ମାର୍କେଟ…
ଅର୍ଥନୀତିକୁ ସୁଦୃଢ଼ କରିବାରେ ହସ୍ତତନ୍ତର ଅବଦାନ ରହିଛି: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର, ୮ା୮(ସୁନିତ୍ ମିଶ୍ର): ଆମ ଦେଶ ତଥା ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ହସ୍ତକଳାର ସ୍ବତନ୍ତ୍ର ପରିଚୟ ରହିଛି। ଜାତୀୟ ହସ୍ତତନ୍ତ ଦିବସ ଭାରତରେ ହସ୍ତତନ୍ତ କାରିଗରିର ବର୍ଷ ବର୍ଷ ଧରି ପୁରାତନ ପରମ୍ପରାକୁ ସ୍ମରଣ କରାଇଥାଏ। ଦେଶର ଅର୍ଥନୀତିରେ ହସ୍ତତନ୍ତ…
ଯୁବପିଢ଼ି ବିବେକାନୁମୋଦିତ ହେଲେ ଗଣତନ୍ତ୍ର ସୁଦୃଢ଼ ହେବ
ଜଗତସିଂହପୁର, ୮ା୮(ପ୍ରମୋଦ କୁମାର ନାୟକ): ଗଣମାଧ୍ୟମଠାରୁ ସାମ୍ବାଦିକତାର ମହତ୍ତ୍ୱ ଶିଖିବାର ଅଛି, ଯାହା ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀଙ୍କ ନିର୍ଭୀକତା ଓ ସ୍ପଷ୍ଟବାଦିତାରୁ ସ୍ପଷ୍ଟ ଅନୁମେୟ। ତାଙ୍କ ସମ୍ପାଦକୀୟ ଅନେକ ସମୟରେ ଓଡ଼ିଶାରେ ହଟଚମଟ ସୃଷ୍ଟି କରିଥାଏ। ସ୍ପଷ୍ଟ କଥା ଉଲ୍ଲେଖ…
ଭବାନୀପାଟଣାରୁ ଭୁବନେଶ୍ବରକୁ ଉଡ଼ିବ ବିମାନ
ଭୁବନେଶ୍ୱର, ୮।୮(ଅସମାପିକା ସାହୁ): ଖୁବ୍ଶୀଘ୍ର କଳାହାଣ୍ଡି ଜିଲାକୁ ବିମାନ ଉଡ଼ିବ। ଭବାନୀପାଟଣାସ୍ଥିତ ଉତ୍କେଲା ବିମାନବନ୍ଦରକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଅନୁମତି ଦେବା ସହ ବିମାନ ଚଳାଚଳ ନେଇ ସୋମବାର ଲାଇସେନ୍ସ ପ୍ରଦାନ କରାଯାଇଛି। ଡିଜିସିଏର ଏହି ଅନୁମତି ପରେ ମୁଖ୍ୟମନ୍ତ୍ରୀ…
ଭାରତ, ଓଡ଼ିଶା ମୁଖ୍ୟଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୮।୮(ସତ୍ୟଜିତ୍ ରାଉତ): ଅତି କମ୍ ସମୟ ମଧ୍ୟରେ ବହୁଗୁଣ ଅର୍ଥ ଲାଭର ପ୍ରଲୋଭନ ଦେଖାଇ ଦେଶବ୍ୟାପୀ ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ରିପ୍ଟୋ ପୋଞ୍ଜି ସ୍କାମ୍ ହୋଇଛି। ‘ଏସ୍ଟିଏ କ୍ରିପ୍ଟୋ ଟୋକନ୍’ ନାଁରେ ଲୋକଙ୍କୁ ଭୁଆଁ ବୁଲାଯାଇ ଏହି ବଡ଼…
ଅବସର ନେଲେ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର
କଟକ,୭ା୮(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଡ. ଏସ୍. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ଓଡ଼ିଶା ତଥା ଦେଶର ନ୍ୟାୟିକ ବ୍ୟବସ୍ଥାରେ ସେ ଏକ ଆନ୍ଦୋଳନ ସୃଷ୍ଟି କରିଥିବାବେଳେ ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶା ହାଇକୋର୍ଟ ସମଗ୍ର…
Archives


