ରାଜ୍ୟ

ଖଣ୍ଡପଡ଼ାରେ କାଳବୈଶାଖୀ

ଖଣ୍ଡପଡ଼ା,୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡି ରାସ୍ତା ଅବରୋଧ କରିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖଣ୍ଡପଡ଼ା ଅଗ୍ନିଶମ କର୍ମଚାରୀ...

୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ

ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ସେହି ବ୍ୟାଙ୍କ୍‌ ଶାଖାକୁ ୩ ଦିନ ପାଇଁ ବନ୍ଦ...

ଘରେ ଘରେ ଜ୍ୱର ବଢାଉଛି ଚିନ୍ତା

ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଲାଠୋର ଏବଂ ଆଖପାଖ ଗ୍ରାମର ପ୍ରାୟ...

ରାଜଧାନୀରେ ବେକାବୁ କରୋନା: ପଟିଆ-ନୟାପଲ୍ଲୀ-ଖଣ୍ଡିଗିରିରେ ମାଡ଼ୁଛି, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୮୫୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୯୬କୁ ବୃଦ୍ଧି ପାଇଛି। ସେଥିରୁ ୬୯୧୩ଜଣ ଆକ୍ଟିଭ୍‌...

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ କୋଭିଡ ସମ୍ପର୍କିତ ନିୟମକୁ କଡ଼ାକଡ଼ି...

ଟିକା ପାଇଁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମହାମାରୀ କରୋନାକୁ ମୁକାବିଲା କରିବାକୁ ହେଲେ ମାସ୍କ ପରିଧାନ ଏବଂ ସାମାଜିକ ଦୂରତ୍ୱ ରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହାଛଡ଼ା ହଠାତ ସଂକ୍ରମଣ ବଢ଼ିଥିବା ହେତୁ ଟିକାକରଣର ଗୁରୁତ୍ୱ ଅଧିକ ହୋଇଯାଇଛି। ଏଭଳି ସ୍ଥଳେ ଗୁରୁବାର ଟିକା ପାଇଁ...

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ...

ଠିକା ସ୍ବାସ୍ଥ୍ୟ କର୍ମଚାରୀ, ଆଶା କର୍ମୀଙ୍କୁ ମିଳିବ ଅଧିକ ଟଙ୍କା

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ୍‌ ଡ୍ୟୁଟିରେ ଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଇନ୍‌ସେନଟିଭ୍‌ ମିଳିବ। ଆଉଟ୍‌ ସୋର୍ସ କର୍ମଚାରୀଙ୍କୁ ମାସକର ଦରମା ଅଧିକ ମିଳିବ ବୋଲି ଘୋଷଣା କରାଯାଇଛି। ସେହିପରି ଆଶା କର୍ମୀଙ୍କୁ ବି ଅଧିକ ୧୦୦୦ ଟଙ୍କା ମିଳିବ। ଏପ୍ରିଲରୁ ଜୁଲାଇ...

ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ...

ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ...

୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌, ମାନୁଫାକ୍ଚରିଂ,...

କ୍ୟୁଏସ୍‌ ଓ୍ବାର୍ଲ୍‌ଡ ର଼୍ୟାକିଙ୍ଗ୍‌ରେ କିଟ୍‌କୁ ଭାରତରେ ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର,୨୯।୪: କ୍ୟୁଏସ୍‌ ୱାର୍ଲ୍‌ଡ଼ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri