ରାଜ୍ୟ

 ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା:  ଜାଣନ୍ତୁ କେବେଠାରୁ କରାଯିବ ପ୍ରଦାନ

ଭୁବନେଶ୍ବର,୧୩।୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ…

ମେୟର, ଡେପୁଟି ମେୟରଙ୍କ ଦରମା ବଢାଇଲେ ରାଜ୍ୟ ସରକାର, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୩।୩(ଅସମାପିକା ସାହୁ): ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ପଞ୍ଚମ ରାଜ୍ୟ…

ଜଗତ୍‌ସିଂହପୁରରେ ବଙ୍ଗଳାଭାଷୀ ଉଲ୍ଲସିତ

ପାରାଦୀପ,୧୩।୩(ଶରତ ରାଉତ)ଭାରତ ସରକାର ସୋମବାର ଦେଶରେ ସିଏଏ (ନାଗରିକତ୍ୱ ସଂଶୋଧନ ଆଇନ) ଲାଗୁ କରିବା ପରେ ଓଡ଼ିଶା ଉପକୂଳରେ ଜବରଦଖଲ କରି ରହିଥିବା ବଙ୍ଗଳାଭାଷୀଙ୍କ ମଧ୍ୟରେ ଉଲ୍ଲାସ ଦେଖାଦେଇଛି। କାରଣ ସେମାନେ ଏବେ ସିଏଏ ଜରିଆରେ ଆବେଦନ କରି ପୂର୍ଣ୍ଣ ସରକାରୀ…

ସିଏଏ ପାଇଁ ଉପାନ୍ତ ଅଞ୍ଚଳରେ ଖୁସି

କେନ୍ଦ୍ରାପଡ଼ା, ୧୩।୩ (ଜଗନ୍ନାଥ ଧଳ): କେନ୍ଦ୍ର ସରକାର ସିଟିଜେନଶିପ ଆମେଣ୍ଡମେଣ୍ଟ ଆକ୍ଟ (ସିଏଏ) ଦେଶରେ ସୋମବାର ଲାଗୁ କରିଛନ୍ତି। ଏହାର ପ୍ରଭାବ କେନ୍ଦ୍ରାପଡ଼ା ଜିଲାରେ ଦେଖିବାକୁ ମିଳିଛି। ଉପାନ୍ତ ଅଞ୍ଚଳରେ ଅନୁପ୍ରବେଶକାରୀ ଭାବେ ଜୀବନଯାପନ କରୁଥିବା ବଙ୍ଗଳାଭାଷୀହିନ୍ଦୁମାନଙ୍କ ମଧ୍ୟରେ ଏଥିପାଇଁ ଖୁସିର…

ବାସଚ୍ୟୁତଙ୍କ ଅସମାହିତ ସମସ୍ୟା

ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୧୩।୩ : କଳିଙ୍ଗନଗର ଗୁଳିକାଣ୍ଡକୁ ୧୮ ବର୍ଷ ବିତିଯାଇଥିଲେ ସୁଦ୍ଧା ଏଠାକାର ବାସଚ୍ୟୁତଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଏନେଇ ବାରମ୍ବାର ପ୍ରଶାସନକୁ ଗୁହାରି କଲେ ମଧ୍ୟ କିଛି ସୁଫଳ ମିଳୁ ନାହିଁ । ଏହି କ୍ରମରେ ଭୀମ…

ଆନ୍ଦୋଳନ ପ୍ରତ୍ୟାହାର କଲେ ସଫେଇ କର୍ମଚାରୀ, ୨ ଦିନ ଭିତରେ ଦାବି ପୂରଣ ନ ହେଲେ…

ଭୁବନେଶ୍ୱର,୧୩।୩: ଦୁଇ ଦିନ ଧରି ରାଜଧାନୀରେ ଆନ୍ଦୋଳନ କରି ଆସୁଥିବା ସଫେଇ କର୍ମଚାରୀ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ବୁଧବାର ମେୟର ସୁଲୋଚନା ଦାସଙ୍କ ସହ ସଂଘ ଆଲୋଚନା କରିବାପରେ ସଫେଇ କର୍ମଚାରୀ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ୨ଦିନ ଭିତରେ ଦାବି…

ନବୀନଙ୍କ ବଡ଼ ଘୋଷଣା: ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି

ଭୁବନେଶ୍ୱର,୧୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା…

ବଦଳିବ ପାଗ: ୧୪ରୁ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ପୋଲରେ ଝୁଲି ରହିଛି ଆମ୍ବୁଲାନ୍ସ

ନୀଳଗିରି,୧୩।୩(ପ୍ରଶାନ୍ତ ବିଶ୍ୱଳ): ଦ୍ରୁତଗତିରେ ଗାଡ଼ି ଚଳାଇବା କାଳ ହୋଇଛି। ଶେରଗଡ଼ ନୀଳଗିରି ଝରଣଘାଟି ୧୯ନମ୍ବର ରାଜ୍ୟ ରାଜପଥ ସମ୍ପ୍ରସାରଣ ପାଇଁ ରାସ୍ତା କାମ ଚାଲିଥିବା ବେଳେ ନିର୍ମାଣାଧୀନ ପୋଲ ଉପରକୁ ଏକ ଆମ୍ବୁଲାନ୍ସ ମାଡ଼ିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣା ପରେ…

ବିବାହ ଉତ୍ସବରେ ଯୁବକଙ୍କୁ ଛୁରୀ ଭୁଷି ହତ୍ୟା: ଅଭିଯୁକ୍ତଙ୍କ ଘର ଜାଳିଦେଲେ ଲୋକେ

ପାରଳାଖେମୁଣ୍ଡି,୧୩।୩ (ଗିରିଧାରୀ ପରିଛା): ଗଜପତି ଜିଲା ଚନ୍ଦ୍ରଗିରି ଗାଁରେ ମଙ୍ଗଳବାର ରାତିରେ ଏକ ଅଘଟଣ ଘଟିଛି। ବରଯାତ୍ରୀ ଶୋଭାଯାତ୍ରା ବେଳେ ଜଣେ ଯୁବକଙ୍କୁ ଛୁରୀ ଭୁଷି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ପ୍ରଶାନ୍ତ ପ୍ରଧାନ। ପୋଲିସ…

ଆଜି ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୩।୩: ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ…

ପୁରୀରେ ଖୋଲିଲା ରାଜ୍ୟର ପ୍ରଥମ ‘ହୋମ୍‌ ଷ୍ଟେ’

ପୁରୀ,୧୩ା୩(ଅଜିତ୍‌ ମହାନ୍ତି): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ସହଯୋଗିତାରେ ଓୟୋ ରୁମ୍ସ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ପ୍ରଥମ ‘ହୋମ୍‌ ଷ୍ଟେ’ ହୋଟେଲ ସେବା ଆରମ୍ଭ ହୋଇଛି। ଏହି ସେବାକୁ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଉଦଘାଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?