ରାଜ୍ୟ

କଳାବଜାର ବିରୋଧରେ ୨୨ ସ୍କ୍ବାଡ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ...

ଅଶ୍ଳୀଳ ଭିଡିଓ ଭାଇରାଲ, ଶିକ୍ଷକ ନିଲମ୍ବିତ

ପଦ୍ମପୁର,୨୦।୪(ଡି.ଏନ.ଏ.)-ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଭଦ୍ରକ ଜିଲା ସଦର ବ୍ଲକ ଅଞ୍ଚଳର ଏକ ୟୁଜିଏମ୍‌ଇ ସ୍କୁଲର ଏକ୍ସ କ୍ୟାଡ଼ର ଶିକ୍ଷକ ସପନ କୁମାର ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ବ୍ଲକ ଶିକ୍ଷାଧିକାରୀ ଶମ୍ଭୁନାଥ ପାଣିଗ୍ରାହୀ...

ଗଳାବାଟ ଦେଇ ଚାଲିଛି ଆନ୍ତଃ ରାଜ୍ୟ ବସ୍‌, ଚାରିଚକିଆ ଯାନ

ଜଳେଶ୍ୱର,୨୦।୪(ଡି.ଏନ.ଏ.)-କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉତ୍କଟ ହେଉଥିବା ବେଳେ ସୋମବାରଠାରୁ ଆନ୍ତଃ ରାଜ୍ୟ ଯାନବାହନ ଚଳାଚଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଅନ୍ୟପକ୍ଷରେ ଉପାନ୍ତରେ ଥିବା ବହୁ ଗଳା ରାସ୍ତା ଦେଇ ଏହି ଯାନବାହନଗୁଡ଼ିକ ରାଜ୍ୟ ଭିତର...

ଓଡ଼ିଶା ମୁହାଁ ବିହାରୀ ମଦ ମାଫିଆ

ଭୋଗରାଇ,୨୦।୪(ଡି.ଏନ.ଏ.)-ବିହାରର ଦାଗୀ ମଦ ବେପାରୀ ଓ ମାଫିଆମାନେ ସେଠାରେ କଳା ତାଲିକାଭୁକ୍ତ ହେବା ପରେ ଏବେ ଓଡ଼ିଶା ମୁହଁା ହୋଇଛନ୍ତି। ନିକଟରେ ଓଡ଼ିଶା ସରକାର ପ୍ରଥମଥର ପାଇଁ ମଦ ଦୋକାନ ଆବେଦନ ବେଳେ ବିନା ସର୍ଭେଲାନ୍ସରେ ଆବେଦନପତ୍ର ଗ୍ରହଣ କରାଯିବା...

ଭିତ୍ତିଭୂମି ଅଛି, ବିକାଶକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୦।୪-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୩୨କି.ମି. ଦୂରରେ ରହିଛି ଦୁବଲାଗଡ଼ି ପନ୍ତାଳ ବେଳାଭୂମି। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏହି ବେଳାଭୂମିରେ ସମସ୍ତ ଭିତ୍ତିଭୂମି ରହିଛି। ଯାହାକୁ ବିକଶିତ କରାଗଲେ ଚାନ୍ଦିପୁର, ଡଗରା, ତାଳସାରୀଠାରୁ ଏହି...

ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌, ନାଇଟ୍‌ କର୍ଫ୍ୟୁ ଜାରି କରାଯାଇ ପୋଲିସ ପଇଁତରା ମାରୁଥିବା ବେଳେ ଅନ୍ୟପଟେ ଚୋରା...

ବେପାର ଚିନ୍ତାରେ ବ୍ୟବସାୟୀ

ବଇଣ୍ଡା,୨୦।୪ ଲକ୍‌ଡାଉନ୍‌ ଯୋଗୁ ବନ୍ଦ ହୋଇଯାଇଥିବା ବଜାର ମାତ୍ର କେଇମାସ ହେଲା ଖୋଲିଥିଲା। ବ୍ୟବସାୟ ହରାଇ ଦୁର୍ଦ୍ଦିନରେ ଥିବା ବ୍ୟବସାୟୀମାନେ ନୂଆ ଉତ୍ସାହର ସହ ଆରମ୍ଭ କରିଥିଲେ କାରବାର। ଜୀବନରେ ଏପରି ଦୁଃସମୟର ସମ୍ମୁଖୀନ ଆଉ ହେବେ ବୋଲି ସେମାନେ...

ବାଇକ୍‌ରେ ଯାଉଥିବା ଯୁବତୀଙ୍କ ଉପରେ ପଡ଼ିଲା ଗଛ

ଲହୁଣୀପଡା,୧୯।୪: ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଖଣ୍ଡାଧାର ରାସ୍ତାର ମହୁଲତା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକରେ ଯାଉଥିବା ବେଳେ ରାସ୍ତା କଡରେ ଥିବା ଶୁଖିଲା ଶାଳଗଛ ଭାଙ୍ଗି ଯୁବତୀ ଉପରେ ପଡ଼ିବାରୁ...

ଶଟ୍‌ଡାଉନ ଶେଷ ହେବା ପରେ ବଜାରରେ ଜନଗହଳି

ସମ୍ବଲପୁର,୧୯ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ସୋମବାର ସକାଳ ୫ଟାରେ ଶଟ୍‌ଡାଉନ ଅବଧି ଶେଷ ହେବା ପରେ ସମ୍ବଲପୁର ସହରର ଲୋକମାନେ ବାହାରକୁ ଚାଲି ଆସିଥିଲେ। ଦୋକାନ ବଜାରରେ ଭିଡ...

ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା

ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ...

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ...

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା କରିପାରିବେ। ସେହିପରି ପୋଲିସ ଅଗ୍ନିଶମ କର୍ମଚାରୀ, ଗଣମାଧ୍ୟମ କର୍ମଚାରୀ, ପୌର କର୍ମଚାରୀ, ଟେଲିକମ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri