ରାଜ୍ୟ

ଟଙ୍କା ଫେରସ୍ତ ମାଗିବାରୁ ନର୍ସିଂ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ ଜୀବନରେ ମାରିଦେବାର ପ୍ରୟାସ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି...

୪ ଦିନ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୨୮।୪: ଲୋକେ କୋଭିଡ୍‌ ଗାଇଡ୍‌ଲାଇନ୍‌ ନ ମାନିବାରୁ ୪ ଦିନ ପାଇଁ ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ବୁଧବାର ସିଲ କରି ଦିଆଯାଇଛି। ଭୁବନେଶ୍ୱର ପୋଲିସ ଡିସିପି ଏବଂ ବିଏମ୍‌ସି ଜୋନାଲ କମିଶନରଙ୍କ ଉପସ୍ଥିତିରେ ମାର୍କେଟ ବିଲ୍ଡିଂକୁ ବନ୍ଦ କରାଯାଇଛି। ଆସନ୍ତା...

ରାଜ୍ୟର ଏସବୁ ସ୍ଥାନରେ ବର୍ଷା ସମ୍ଭାବନା: ଗ୍ରୀଷ୍ମ ପ୍ରବାହରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବୁଧବାର ବର୍ଷା ହେବାର ସମ୍ଭାବନା ରହିଛି। ସ୍ବଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼,...

୪ ମାସ ତଳେ କରିଥିଲେ ବିବାହ : ନିଜ ବନ୍ଧୁକରୁ ଗୁଳିଫୁଟାଇ ଜୀବନ ହାରିଲେ ଯବାନ

ରାୟଗଡା ଅଫିସ,୨୮।୪: ୪ ମାସ ତଳେ ହୋଇଥିଲା ବିବାହ, ନୂଆ କରି ସ୍ବପ୍ନ ଦେଖୁଥିଲେ ସ୍ତ୍ରୀ , ଗଢ଼ି ଉଠିଥିଲା ସୁଖର ସଂସାର ହେଲେ କ୍ଷଣକରେ ସବୁ ଉଜୁଡି ଗଲା। ନିଜ ବନ୍ଧୁକରୁୁ ଗୁଳି କରି ଆତ୍ମହତ୍ୟା କଲେ ଯବାନ।...

ଆଜି ଅପରାହ୍ନ ୪ରୁ ଟିକା ପଞ୍ଜୀକରଣ

ଭୁବନେଶ୍ବର, ୨୮।୪(ବ୍ୟୁରୋ): ସାରାଦେଶରେ ମେ ୧ରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। କେନ୍ଦ୍ରସରକାରଙ୍କ ନିର୍ଦ୍ଦେଶ ଅନୁସାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଜିଠୁ ପଞ୍ଜୀକରଣ ଆରମ୍ଭ ହେବ। ଆଜି ଅପରାହ୍ନ ୪ଟାରୁ ଏହି ଟିକା ପଞ୍ଜୀକରଣ ଆରମ୍ଭ ହେବ।...

ପଟିଆ, ଖଣ୍ଡଗିରି, ନୟାପଲ୍ଲୀ ହଟ୍‌ସ୍ପଟ୍‌

ଭୁବନେଶ୍ୱର, ୨୮।୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହଁା ହେବାରେ ଲାଗିଛି। ରାଜ୍ୟରେ ଖୋର୍ଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ରାଜଧାନୀ ଭୁବନେଶ୍ୱର ବେକାବୁ ହେବାକୁ ବସିଲାଣି। ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଜିଲାରେ...

ସ୍ମୃତିରେ ମନୋଜ…

ମଣିଷ ଯଦି ପ୍ରକୃତିର ଆଭିମୁଖ୍ୟ କ’ଣ ତାହା ବୁଝିବା ଦିଗରେ ସାମାନ୍ୟ ପ୍ରୟାସ କରନ୍ତା, ତେବେ ବିଶ୍ୱ-ସମାଜର ଗତିଧାରା ବଦଳିଯାଆନ୍ତା। ଅସଂଖ୍ୟ ପଥରେ ପ୍ରକୃତି ନିରନ୍ତର ଏହି ଶିକ୍ଷା ଦେବାକୁ ଚେଷ୍ଟାକରୁଛି ଯେ, ବୈଚିତ୍ର ଭିତରେ ମାନବସମାଜ ଏକତ୍ୱ ଉପଲବ୍ଧ...

୮ ରାଜ୍ୟକୁ ଗଲା ୧୬୭୬ ମେଟ୍ରିକ ଟନ୍‌ ଅକ୍ସିଜେନ୍‌

ଭୁବନେଶ୍ୱର, ୨୮ା୪(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ସ୍ଥିତିରେ ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଭଳି ସଙ୍କଟ ସମୟରେ ଓଡ଼ିିଶା ସହଯୋଗର ହାତ ବଢାଇଛି। ଅଭାବ ଦେଖାଦେଇଥିବା ରାଜ୍ୟଗୁଡ଼ିକରେ ତୁରନ୍ତ ନିରାପଦରେ ଅକ୍ସିଜେନ୍‌ ପହଞ୍ଚାଉଛି ଓଡ଼ିଶା। ଗତ ୫ଦିନରେ ୮ ରାଜ୍ୟକୁ...

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ କରିଛି। ପାରଦ ଉପରମୁହାଁ ହୋଇଛି। ମଙ୍ଗଳବାର ୧୫ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦...

ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ପୁରୀ...

ଆଜି ରାଜ୍ୟରେ ରେକର୍ଡ ୮,୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ରେକର୍ଡ ୮୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ...

ପରଲୋକରେ ବିଶିଷ୍ଟ ଲେଖକ ମନୋଜ ଦାସ

ଭୁବନେଶ୍ୱର,୨୭।୪ : ବିଶିଷ୍ଟ ଲେଖକ ମନୋଜ ଦାସଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ପରଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri