ରାଜ୍ୟ

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଅଭିଶେଖ ଏନଏସଏସ ମାଧ୍ୟମରେ ନିଜ ଅଞ୍ଚଳରେ ଅନେକ ସଚେତନତାମୂଳକ କାର୍ଯ୍ୟ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ ସେହି ରଥରେ ତିନି ଠାକୁରଙ୍କ ଚିତ୍ର ରହିଛି। ସୋନାଇ ଷ୍ଟୋର ନାମକ ଏକ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଭୁବନେଶ୍ୱରରେ ଘରଭଡ଼ା ନେଇ ସପରିବାର ରହୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରରେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ ସୁରକ୍ଷା ପରିଷଦ ଟ୍ରଷ୍ଟର ଅଧ୍ୟକ୍ଷ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି । ଜଣେ ମହିଳାଙ୍କ ମୋବାଇଲ ଫୋନ ଚୋରି କରିବା ଅଭିଯୋଗରେ ଓ୍ବାର୍ଡର ଜଣକ ଯୁବକଙ୍କୁ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା…

ସରଗୀ ଫୁଲରେ ଦଲାଲଙ୍କ ଦବଦବା : ଏମଏସପି ଘୋଷଣା, କ୍ରୟ କେନ୍ଦ୍ର ଖୋଲିବାକୁ ଦାବି

ଅମରପାଲି,୧୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଏବେ ଶାଳ (ସରଗୀ) ଫୁଲ ସଂଗ୍ରହ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଆଦିବାସୀ ଓ ଜଙ୍ଗଲ ଉପରେ ନିର୍ଭରଶୀଳ ହଜାର ହଜାର ପରିବାର ସକାଳୁ ଜଙ୍ଗଲକୁ ଯାଇ ସରଗୀ ଫୁଲ ସଂଗ୍ରହ କରୁଥିବା…

ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ, ଚାରିଆଡ଼େ ଚର୍ଚ୍ଚା: ନରେନ୍ଦ୍ର ମୋଦିଙ୍କ…

ଭୁବନେଶ୍ୱର,୧୨।୬: ଓଡ଼ିଶାରେ ଭାଜପା ସରକାରକୁ ୨ବର୍ଷ ପୂରିଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସେ କହିଛନ୍ତି, ୧୨ ଜୁନ ୨୦୨୪, ଆଜିକୁ ଠିକ ଦୁଇ ବର୍ଷ ପୂର୍ବେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣା…

ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହରରେ ଲାଗିଲା ଷ୍ଟ୍ରିଟ ଲାଇଟ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରବାସୀଙ୍କ ବହୁ ଦିନର ଦାବି ପୂରଣ ହୋଇଛି । ବିଳମ୍ବରେ ହେଲେ ମଧ୍ୟ ଗଞ୍ଜାମ ସହର ବଡ଼ ବଜାର, ସାନ ବଜାର ଏବଂଜୟଶ୍ରୀ ଛକ ଠାରୁ ଥାନା ରୋଡ଼ ବିଞ୍ଚଣାପଲି ଛକ ପର୍ଯ୍ୟନ୍ତ ଡିଭାଇଡ଼ରରେ ନୂତନ…

ଲାଗିଗଲା ଡ୍ରାଇଭରଙ୍କ ଆଖି, ଗଛରେ ପିଟି ହୋଇ କେନାଲରେ ପଶିଗଲା ହାଇଓ୍ବା

ବାରଙ୍ଗ,୧୨।୬(ଲିଙ୍ଗରାଜ ରାଉତ): ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଲା ହାଇଓ୍ବା । ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ଦୃତଗାମୀ ହାଇଓ୍ବା ଷଣ୍ଢପୁର ନିକଟରେ ପୁରୀ ମେନ କେନାଲ ଭିତରକୁ ପଶିଯାଇଛି । ଗାଡ଼ିଟି ଦୃତଗତିରେ ବାରଙ୍ଗରୁ ଗୋଡିସାହି ପଟକୁ…

ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ପବନ : ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୧୨ା୬ (ବନ୍ଦନା ସେଠୀ):କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଧୀରେ ଧୀରେ ଏହା ଦେଶର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେଉଛି। ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର…

ମୋହନ ସରକାରକୁ ପୂରିଲା ୨ ବର୍ଷ: ରିପୋର୍ଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ଶୁକ୍ରବାର ୨ବର୍ଷ ପୂରଣ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ଲକ ଓ ଜିଲାସ୍ତରୀୟ କାର୍ଯ୍ୟକ୍ରମ କରାଯିବା ସହିତ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥିପୂର୍ବରୁ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?