ମୁଁ ନିଜ ସହ ପ୍ରତିଯୋଗିତା କରେ
ଏକ ଛୋଟ ଫାଷ୍ଟଫୁଡ୍ ଦୋକାନରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଥିବା ଅନୁପ କୁମାର ବଗାଇ ବର୍ତ୍ତମାନ ଜଣେ ସଫଳ ଉଦ୍ୟୋଗୀ ଭାବେ ଘରେ ଘରେ ପରିଚିତ। ୩୦ ବର୍ଷର ବ୍ୟବସାୟିକ ଅଭିଜ୍ଞତା ସହ ବର୍ତ୍ତମାନ ସେ ଭୁବନେଶ୍ୱରର କ୍ୟାଟରିଂ ସଂସ୍ଥା ‘ଖଟାମିଠା’ର…
ପାରାଦୀପ ବନ୍ଦର ବାଟେ ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍ ଆରମ୍ଭ
ପାରାଦୀପ,୯ା୩(ଶରତ ରାଉତ): ପାରାଦୀପ ବନ୍ଦର ବାଟେ ଶୁକ୍ରବାର ବିଶ୍ୱସ୍ତରୀୟ କଣ୍ଟେନର ପଣ୍ୟ କାରବାର ଆରମ୍ଭ ହୋଇଛି। ଏନେଇ ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍ଏସ୍ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର…
ମାତୃଭାଷାରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବାକୁ ପଡ଼ିବ
ଭୁବନେଶ୍ୱର,୯ା୩(ଶର୍ମିଷ୍ଠା ପାଣିଗ୍ରାହୀ): ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଅଧିକ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଉଜ୍ଜୟିନୀ ଆଇଆଇଟି ଇନ୍ଦୋରର ଇନୋଭେଶନ, ଟେକ୍ନୋଲୋଜି ଏବଂ ଉଦ୍ୟମିତା…
ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି
ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା ଚିନ୍ତା…
ପ୍ରଶ୍ନବାଚୀରେ ବିଜୟଙ୍କ ଦକ୍ଷତା
ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥା ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ଗୁରୁବାର ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି। ନବୀନ ତାଙ୍କୁ କେନ୍ଦ୍ରାପଡ଼ା ଜିଲା କଥା ବୁଝିବାକୁ କହି…
ଫାଇଦା ଖୋଜୁଛି କଂଗ୍ରେସ
ଭୁବନେଶ୍ୱର,୯ା୩(ଅନିଲ ଦାସ): ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ଚର୍ଚ୍ଚା ହେବା ଦିନରୁ କଂଗ୍ରେସ ଶିବିର ଉତ୍ସାହିତ। ମନ ଊଣା କରି ବସିଥିବା ନେତାମାନେ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲେଣି। ମେଣ୍ଟକୁ ଏକ ମଉକା ଭାବି ଆସନ୍ତା ନିର୍ବାଚନରେ ପ୍ରାର୍ଥୀ…
ମେଣ୍ଟ ଚର୍ଚ୍ଚା ଭିତରେ ୨ ସାମଲ
ବନ୍ତ,୯।୩(ହରି ନାରାୟଣ ମହାନ୍ତି): ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ନେଇ ଚାରିଆଡ଼େ ଚର୍ଚ୍ଚା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଯଦି ମେଣ୍ଟ ହୁଏ, ତେବେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ଆସନ କାହା ଭାଗରେ ପଡ଼ିବ ଓ…
ଆସନ ବୁଝାମଣାରେ ଅଟକିଛି
ଭୁବନେଶ୍ୱର, ୯।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ଏକ ପ୍ରକାର ନିଶ୍ଚିତ ହୋଇଗଲାଣି। ପ୍ରଥମ ପର୍ଯ୍ୟାୟରେ ବିଜେଡିର ଆଗଧାଡ଼ିର ନେତାଙ୍କ ସହ ନବୀନ ନିବାସରେ ବୈଠକ ହୋଇଥିଲା। ସମାନ ଦିନରେ ଅର୍ଥାତ୍ ଗତ ବୁଧବାର…
ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୮।୩: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟରେ ଉଠିଛି ମହାଦୀପ। ସନ୍ଧ୍ୟାରୁ ଦୀପ ଜାଳି ବସିଥିବା ହଜାର ହଜାର ଶ୍ରଦ୍ଧାଳୁ ରାତି ୧୦ଟାରେ ମହାଦୀପ ଦର୍ଶନ କରିଛନ୍ତି। ପ୍ରକାଶ ଯେ, ମହାଶିବରାତ୍ରି ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଭୋରରୁ ଭକ୍ତଙ୍କ ଗହଳି…
ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ
ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି ବିନ୍ଦୁ…
ଲୋକସଭା ନିର୍ବାଚନରେ ମହିଳାଙ୍କୁ ୩୩% ଆସନରେ ଟିକେଟ୍ ଦେବ ବିଜେଡି: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର,୮।୩: ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ନିର୍ବାଚନ ଭଳି ଆଗାମୀ ଲୋକସଭା…
ଜାଗରରେ ଅଘଟଣ, ରାସ୍ତା ପାର ହେଉଥିବା ବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଭୁବନେଶ୍ୱର,୮।୩ (ସୂର୍ଯ୍ୟକାନ୍ତ ବେହେରା): ଜାଗର ଦେଖିବାକୁ ରାସ୍ତା ପାର ହେଉଥିବା ବେଳେ ଜଣେ ବୃଦ୍ଧଙ୍କ ଉପରେ ମାଡିଗଲା ଟ୍ରକ୍ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣିରେ ଏଭଳି ଦୁର୍ଘଟଣା ଘଟିଛି । ମୃତକ ହେଲେ ପଳାଶୁଣିର ଯୁଧିଷ୍ଟିର ସାହୁ (୭୫)।…

