ରାଜ୍ୟ

ପୁଣି ଖୋଲିଲା ଚିଟଫଣ୍ଡ ସଂସ୍ଥାର ପୁରୁଣା ଫାଇଲ୍‌

ଭୁବନେଶ୍ୱର,୮।୩: ଅର୍ଥତତ୍ତ୍ୱ ଚିଟଫଣ୍ଡ୍‌ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ ସମ୍ପତ୍ତି ଠାବ ହୋଇଛି। ଏହି ଯାଞ୍ଚ ବେଳେ ଅଭିଯୁକ୍ତମାନଙ୍କ ନିକଟରୁ ୨୩ ଲକ୍ଷ ନଗଦ…

ଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍‌? ଚିନ୍ତାରେ ପଡ଼ିଗଲେଣି ନେତା

ଭୁବନେଶ୍ୱର,୮।୩: ଲୋକ ସଭା ନିର୍ବାଚନକୁ ନେଇ ଓଡ଼ିଶାର ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଥିଲା। କିଛି ନେତା ଦଳବଦଳ କରୁଥିବା ବେଳେ ଶାସନ କ୍ଷମତାରେ ଥିବା ବିଜେଡି ପକ୍ଷରୁ ଲୋଭନୀୟ ଯୋଜନାମାନ ଅଣାଯାଉଥିବା ଅଭିଯୋଗ ହେଉଥିଲା। ହେଲେ କିଛି ଦିନ…

ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ

ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ ହେବ…

ବିବାହ କରିବା ପରେ ଅନ୍ନପ୍ରାସନ କରାଇବ କଂଗ୍ରେସ

ଭୁବନେଶ୍ୱର,୮।୩: ବିଜେଡି ଭାଜପା ମେଣ୍ଟ ଚର୍ଚ୍ଚା ଥମି ନ ଥିବାବେଳେ ଦୁଇ ଦଳକୁ ଘେରିବାକୁ ନୂଆ ରଣନୀତି ଆପଣାଉଛି କଂଗ୍ରେସ । କିଛି ଦିନ ପୂର୍ବରୁ ଦୁଇ ଦଳର ବିବାହ କରାଇଥିଲା କଂଗ୍ରେସ । ଏବେ ଦୁଇ ଦଳର ଭାଗିଦାରୀରୁ ଚିଟଫଣ୍ଡ…

Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା

ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ…

କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ

ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି…

ବିଜେଡି କଥାରେ ରାଜି ହେଉନି ଭାଜପା, ସିଟ୍‌ ବଣ୍ଟାକୁ ନେଇ କେଁ

ଭୁବନେଶ୍ୱର,୮।୩: ଭାଜପା-ବିଜେଡି ମେଣ୍ଟ ଡିଲ୍‌ ଫାଇନାଲ । ଦିଲ୍ଲୀରେ ଭାଜପାର କୋର୍‌ ଟିମ ସହ କେନ୍ଦ୍ରୀୟ ନେତୃତ୍ୱ ଉପସ୍ଥିତ । ସେପଟେ ଦିଲ୍ଲୀ ଯାଇ ଫେରିଲେଣି ରାଜ୍ୟ ବିଜେଡିର ଦୁଇ ବଡ ଚେହେରା । ତେବେ ମେଣ୍ଟ ଚର୍ଚ୍ଚା ଏକରକମ ଫାଇନାଲ…

ସମ୍ବଲପୁରବାସୀଙ୍କୁ ମିଳିବ ‘ମୋ-ବସ୍‌’ ସେବା: ପ୍ରଥମ ପର୍ଯ୍ୟାୟରେ ଗଡ଼ିବ ୧୫ ବସ୍‌, ଜାଣନ୍ତୁ କେଉଁ ନମ୍ବର ବସ୍‌ କେଉଁଠିକି ଯିବ…

ସମ୍ବଲପୁର,୮ା୩(ପ୍ରମୋଦ ବହିଦାର): ଶନିବାରଠାରୁ ସମ୍ବଲପୁର ମହାନଗର ଅଞ୍ଚଳରେ ‘ମୋ-ବସ୍‌’ ସେବା ଆରମ୍ଭ ହେବ। ଏହାକୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଏଠାରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଇିତିମଧ୍ୟରେ ବସ୍‌ଗୁଡ଼ିକ ସମ୍ବଲପୁରରେ…

ଜଣଙ୍କ ପରେ ଜଣେ ବରିଷ୍ଠ ନେତା ଛାଡ଼ୁଛନ୍ତି ଦଳ: ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ୱର,୮।୩: ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଶୁକ୍ରବାର ବିଜେଡି ଛାଡ଼ିଛନ୍ତି। ସେ ଏକାଧିକ କାରଣ ଦର୍ଶାଇ ବିଜେଡି ଛାଡ଼ଥିବା ଜଣାପଡ଼ିଛି। ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ତେବେ ଆଗାମୀ ନିର୍ବାଚନ ପୂର୍ବରୂ ବିଜେଡିର…

ଭୁବନେଶ୍ୱରରେ ପହଞ୍ଚିଲେ ବବି, ପାଣ୍ଡିଆନ: ମେଣ୍ଟ ନେଇ ବଢ଼ୁଛି ଉତ୍କଣ୍ଠା

ଭୁବନେଶ୍ୱର,୮।୩: ଭୁବନେଶ୍ୱରେ ପହଞ୍ଚିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଗୁରୁବାର ସାରେ ଏକ ସ୍ବତନ୍ତ୍ର ବିମାନରେ ଉଭୟ ଦିଲ୍ଲୀ ଗସ୍ତ କରିଥିଲେ। ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ନେଇ…

ପୁଅ ବିଜେଡିରେ ଯୋଗଦେବା ପରେ ବିଜୟ ମହାପାତ୍ର କହିଲେ…

ଭୁବନେଶ୍ୱର,୮।୩: ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଥିଲେ। ଏ ନେଇ ବିଜୟ ମହାପାତ୍ର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ ଭଲ ହେଲା। ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବି…

‘ଆମେ ଏକା ଲଢ଼ିଲେ ଭଲ କରିବୁ’

ଭୁବନେଶ୍ୱର,୮ା୩: ରାଜ୍ୟରେ ଆସନ୍ତା ନିର୍ବାଚନ ପାଇଁ ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ନାନା ଆଲୋଚନା ହେଉଛି। ଶାସକ ବିଜେଡି ଓ ମୁଖ୍ୟ ବିରୋଧୀ ଭାଜପା ଏକାଠି ଲଢ଼ିବାକୁ ଅନେକେ ନାପସନ୍ଦ କରି ସୋସିଆଲ ମିଡିଆରେ ମନ୍ତବ୍ୟ ଦେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?