ରାଜ୍ୟ

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ମାଷ୍ଟରମାଇଣ୍ଡ ଗିରଫ

ବାଲେଶ୍ୱର,୨୭ା୭(ମାନସ ବିଶ୍ୱାଳ): ଓଏସ୍‌ଏସ୍‌ସି ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟରମାଇଣ୍ଡଙ୍କୁ ରାଜ୍ୟ ବାହାରୁ ଗିରଫ କରିଛି ବାଲେଶ୍ୱର ପୋଲିସ। ମାଷ୍ଟରମାଇଣ୍ଡ ସମେତ ଅନ୍ୟ କେତେଜଣଙ୍କୁ ପୋଲିସ ଧରିଛି । ପୂର୍ବରୁ ଏହି ମାମଲାରେ ୯ ଜଣ ଗିରଫ…

୨୮ ପରିବର୍ତ୍ତେ ୨୯ ତାରିଖକୁ ମହରମ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୭ା୭(ଅସମାପିକା ସାହୁ): ଚଳିତ ଜୁଲାଇ ୨୯ ତାରିଖ (ଶନିବାର) ମହରମ ପର୍ବ ପଡୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁଲାଇ ୨୮ (ଶୁକ୍ରବାର)କୁ ମହରମ ନିମନ୍ତେ ଛୁଟି ଘୋଷଣା କରାଯାଇଥିଲା। ରାଜସ୍ବ…

ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା  ହେବା ନେଇ ମଧ୍ୟ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…

ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ଭଦ୍ରକ,୨୭ା୭(ସନାତନ ରାଉତ): ପାରିବାରିକ କଳହ ଉଗ୍ରରୂପ ନେବାରୁ ସ୍ବାମୀକୁ ଶାବଳରେ ଭୁସି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆରେ। ଉକ୍ତ ଗ୍ରାମର ସୁରେଶ ମହଲାଙ୍କ ସ୍ତ୍ରୀ ସଞ୍ଜୁଲତା ସ୍ବାମୀଙ୍କୁ ଛାଡ଼ି ବାହାରେ…

‘ଦେଶର ବିକାଶରେ ଯୁବପିଢ଼ି ଅଂଶୀଦାର ହେବା ଲାଗି ଆହ୍ବାନ’

ଛତ୍ରପୁର,୨୭ା୭(ସନ୍ତୋଷ ପାଢ଼ୀ):‘ଧରିତ୍ରୀ’ର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର, ଯୁବପଢ଼ି’ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାକୁ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ…

କରଡି ଲାଗି ପଦା ହେଉଛି ବାଉଁଶ ଜଙ୍ଗଲ

ବାଲିମେଳା,୨୭ା୭(ଶିବଦତ୍ତ ସାହୁ): ଦିନକୁ ଦିନ ବାଉଁଶ ଗଜା(କରଡି)ର ଚାହିଦା ସ୍ଥାନୀୟ ଅଞ୍ଚଳରେ ବଢୁଛି। ଲୋକେ ଏଥିରେ ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଉଥିବା ବେଳେ ଆଦିବାସୀମାନେ ଜଙ୍ଗଲରୁ ଏହାକୁ ସଂଗ୍ରହ କରି ବଜାରରେ ବିକ୍ରି କରି ବେସ ଦି ପଇସା…

ଡେଙ୍ଗୁ ତଥ୍ୟ ଦେଉନାହାନ୍ତି ଘରୋଇ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ଅଭିଜିତ ଦାସ) ମୌସୁମୀ ଆସିଲେ ରାଜ୍ୟରେ ବିଶେଷକରି ମ୍ୟାଲେରିଆ, ଡେଙ୍ଗୁ, ଟାଇଫଏଡ୍‌ ଭଳି ରୋଗ ବ୍ୟାପିଥାଏ। ଚଳିତବର୍ଷ ଏହାର ମୁକାବିଲା ପାଇଁ ବର୍ଷା ପୂର୍ବରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ…

ଗ୍ରୀଷ୍ମଛୁଟିର ଫାଇଦା ନେଲେ ଶିକ୍ଷୟିତ୍ରୀ, ଶିକ୍ଷକ: ମଧ୍ୟାହ୍ନଭୋଜନ ଟଙ୍କା, ଚାଉଳ ହଡ଼ପ ଅଭିଯୋଗ

ରାୟଗଡ଼ା,୨୭।୭ (ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ଶିକ୍ଷାର ମାନ ବୃଦ୍ଧି ସହିତ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ସହାୟକ ପାଇଁ ରାଜ୍ୟ ସରକାର ସ୍କୁଲରେ ମଧ୍ୟାହ୍ନଭୋଜନ ମାଧ୍ୟମରେ ପୁଷ୍ଟିକର ଖାଦ୍ୟ ଯୋଗାଇଥାନ୍ତି । ହେଲେ ଛୁଟି ସମୟରେ ସ୍କୁଲରେ କେହି ନ…

ମାଧ୍ୟମିକ ସ୍କୁଲରେ ନିଯୁକ୍ତି ପାଇଲେ ୩୨୫ ଶିକ୍ଷକ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ରାଜ୍ୟର ବିଭିନ୍ନ ସ୍କୁଲରେ ୩୨୫ ଜଣ ଟ୍ରେଣ୍ଡ ଗ୍ରାଜୁଏଟ ଟିଚର(ଟିଜିଟି) ଯୋଗ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ନିଯୁକ୍ତି ପର୍ବରେ ଏହି ଶିକ୍ଷକମାନେ ଯୋଗ ଦେଇଛନ୍ତି। ସେମାନେ ୨୧ଟି ବିଷୟରେ ଶିକ୍ଷାଦାନ…

୧୬ରୁ ଘରୋଇ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ କରୁଛନ୍ତି।…

ମାଧ୍ୟମିକ ଶିକ୍ଷାରେ ଓଡ଼ିଶାର ଡ୍ରପ୍‌ ଆଉଟ୍‌ ହାର ସର୍ବାଧିକ

ଭୁବନେଶ୍ୱର,୨୭।୭(ଅନୁରାଧା ମହାରଣା)ମାଧ୍ୟମିକ ଶିକ୍ଷାରେ ଓଡ଼ିଶାରେ ସର୍ବାଧିକ ପିଲା ଅଧାରୁ ପାଠପଢ଼ା ଛାଡୁଛନ୍ତି। କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ରାଜ୍ୟ ସଭାରେ ଏପରି ତଥ୍ୟ ରଖିଛନ୍ତି। ଉକ୍ତ ତଥ୍ୟ ଅନୁସାରେ, ଜାତୀୟ ଡ୍ରପ୍‌ ଆଉଟ୍‌ ରେଟ୍‌ ବା ଜାତୀୟ ସ୍ତରରେ ଅଧାରୁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୨୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri