ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୨୩…

ଅଗଷ୍ଟ ୧୬ରୁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡ଼ି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ…

ଯୁଦ୍ଧମ ଦେହି ଡାକରା ଦେଲେ ମାଓବାଦୀ

ମ.ରାମପୁର,୨୬ା୭(ଶଶିଭୂଷଣ ପ୍ରହରାଜ): ଦିନକୁ ଦିନ କଳାହାଣ୍ଡି ଜିଲା ମ. ରାମପୁର ଅଞ୍ଚଳରେ ମାଓବାଦୀ କାର୍ଯକଳାପ ବଢ଼ିଚାଲିଛି। ଏବେ ଖୋଲାଖୋଲି ମାଓବାଦୀ ଯୁଦ୍ଧମ ଦେହି ଡାକରା ଦେଇଛନ୍ତି। ଉଚ୍ଚ ବର୍ଗଙ୍କ ବିରୋଧରେ ଯୁଦ୍ଧ ପାଇଁ ସ୍ବଳ୍ପ ସଂଖ୍ୟକ ବର୍ଗଙ୍କୁ ମତାଉଛନ୍ତି। ମ. ରାମପୁର…

ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏଏସ୍‌ଆଇ

ମାଧପୁର,୨୬ା୭(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନାର ଏଏସ୍‌ଆଇ ନବୀନ କୁମାର ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, କିଆକଟା ଥାନା କନ୍ଧପଡ଼ା ପଞ୍ଚାୟତ ଅଧୀନ ବେଲାଦୁଲା ଗ୍ରାମର ପଞ୍ଚାନନ…

ପରିବହନକୁ ନେଇ ଯୋଡ଼ା ଟ୍ରକ୍‌ ମାଲିକ ସଂଘକୁ କେନ୍ଦ୍ରର ଚିଠି

ଯୋଡ଼ା,୨୬।୭(ମାନସ ମହାନ୍ତି) କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନରେ ଥିବା ଏକାଧିକ ଖଣିରୁ ଖଣିଜ ପରିବହନ ଟ୍ରକ୍‌ ଜରିଆରେ ହୋଇଥାଏ। ଅଞ୍ଚଳରେ ବଡ଼ବିଲ, ଯୋଡା, କାଳିମାଟି, ଗୁଆଲି, ଭଦ୍ରାସାହି ସମେତ କେନ୍ଦୁଝରରେ ମଧ୍ୟ ଟ୍ରକ୍‌ ମାଲିକ ମାନଙ୍କର ସଂଘ ରହିଛି।…

ସମସ୍ତ ସରକାରୀ ହସ୍ପିଟାଲରେ ରହିବ ଆଣ୍ଟିଭେନମ୍‌

ଭୁବନେଶ୍ୱର,୨୬।୭(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ସାପ କାମୁଡା ମୃତ୍ୟୁସଂଖ୍ୟା ବଢୁଛି। ଚଳିତ ଜୁଲାଇ ମାସର ଏବେ ପର୍ଯ୍ୟନ୍ତ ୧୫ଜଣ ସାପ କାମୁଡ଼ା ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଚିନ୍ତା ବଢ଼ିଛି। ସାପ କାମୁଡାଜନିତ ମୃତ୍ୟୁ ରୋକିବା ଲାଗି ଜନସ୍ବାସ୍ଥ୍ୟ ବିଭାଗ…

କାଲିଫର୍ନିଆ ୟୁନିଭରସିଟି ସହ ଓଡ଼ିଶାର ଏମ୍‌ଓୟୁ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ଆମେରିକା ଗସ୍ତରେ ଥିବା ଓଡ଼ିଶା ପ୍ରତିନିଧିମଣ୍ଡଳୀ ସିଲିକନ ଭ୍ୟାଲି ଗସ୍ତ କରି ସେଠାରେ ବିଭିନ୍ନ ସଙ୍ଗଠନର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ କାଲିଫର୍ନିଆ ୟୁନିଭରସିଟି ଗସ୍ତ କରିବା ସହ ସେଠାରେ ଫିସରସେଣ୍ଟର ଫର୍‌ ବିଜ୍‌ନେସ…

ଜୁଲାଇ ୩୧ ସୁଦ୍ଧା ଖରିଫ ଫସଲବୀମା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଜ୍ୟର ଚାଷୀମାନଙ୍କ ହିତ ଦୃଷ୍ଟିରୁ ୨୦୨୩ ଖରିଫ ଋତୁରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀମାନଙ୍କୁ ଅନ୍ତର୍ଭୁକ୍ତ କରିବା କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଭାଗୀୟ ପ୍ରମୁଖ ଶାସନ ସଚିବ…

ଆଜି ବନ୍ଦ ରହିବ କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବୁଧବାର ସେ କଟକ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ କଟକ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଓଡ଼ିଶା…

ଭାଜପା ବିଧାୟକଙ୍କ କଳାକାରନାମା ପାଇଁ ଦେବଗଡ଼ବାସୀ ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ନିର୍ବାଚନରେ ବିଜୟୀ ହେଲେ ଦେବଗଡ଼ବାସୀଙ୍କ ସେବା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ଭାଜପା ନେତା ସୁବାସ ପାଣିଗ୍ରାହୀ। ତାଙ୍କ କଥାରେ ଭରସା କରି ୨୦୧୯ ସାଧାରଣ ନିର୍ବାଚନରେ ଦେବଗଡ଼ବାସୀ ମଧ୍ୟ ତାଙ୍କୁ ତୃତୀୟ ଥର ପାଇଁ ବିଧାୟକ ଭାବେ…

‘ମଣିପୁର ଜଳୁଥିବା ବେଳେ ପ୍ରଧାନମନ୍ତ୍ରୀ ନିଘୋଡ଼ ନିଦ୍ରାରେ’

ଭୁବନେଶ୍ବର, ୨୬ା୭(ସୁନିତ୍‌ ମିଶ୍ର): ମଣିପୁରରେ ଦେଖାଦେଇଥିବା ହିଂସାକୁ ନେଇ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ। ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ୍‌ ୟାସିର ନୱାଜଙ୍କ ନେତୃତ୍ୱରେ ମଣିପୁର ହିିଂସାକାଣ୍ଡ, ହତ୍ୟା, ମହିଳାଙ୍କୁ ଉଲଗ୍ନ କରାଯିବା ଘଟଣା ବିରୋଧରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି।…

ଯାଞ୍ଚରେ କଟକଣା ବଢ଼ାଉଛି ଦୁର୍ଘଟଣା

ଢେଙ୍କାନାଳ, ୨୬।୭(ରତନ ନାୟାର): କେନ୍ଦ୍ରୀୟ ଗାଇଡ୍‌ଲାଇନ୍‌ ଅନୁଯାୟୀ ପରିଚାଳିତ ହେଉଛି ଶିଳ୍ପାନୁଷ୍ଠାନ। କେନ୍ଦ୍ର ସରକାର ଯେଉଁ ନିୟମ ଜାରି କରିବେ, ତାହାକୁ ମାନିବାକୁ ରାଜ୍ୟ ବାଧ୍ୟ। ହେଲେ କମ୍ପାନୀକୁ ସୁହାଇବା ଭଳି ନିୟମ ଏବେ ଶ୍ରମିକ ଓ କର୍ମଚାରୀଙ୍କ ଜୀବନ ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri