୭ ହଜାର ନୂଆ ମେଡିକାଲ ଅଫିସର ନିଯୁକ୍ତ ହେବେ
ଭୁବନେଶ୍ୱର,୨୫।୭(ଅଭିଜିତ ଦାସ): ରାଜ୍ୟରେ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଆଉ ୭ ହଜାର କ୍ଲାସ-୧ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିଛନ୍ତି। ସେଥିରେ ଅଣସଂରକ୍ଷିତ ବର୍ଗଙ୍କ ପାଇଁ ୨,୫୦୦ ପଦବୀ ରହିଥିବାବେଳେ ସାମାଜିକ-ଶିକ୍ଷାଗତ ପଛୁଆ ବର୍ଗଙ୍କ…
ଚାଇନା ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକ୍ଆଉଟ୍ ସର୍କୁଲାର୍
ଭୁବନେଶ୍ୱର,୨୫।୭(ସତ୍ୟଜିତ୍ ରାଉତ):ଦେଶର ବଡ଼ ବଡ଼ ଶିଳ୍ପପତି, ଖେଳାଳି, ଅଭିନେତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଫଟୋ ବ୍ୟବହାର କରି ଅନ୍ଲାଇନ୍ ପୋଞ୍ଜି ସ୍କାମ୍ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଖୋଳତାଡ଼ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଚାଇନା…
ସରକାରୀ ନିଯୁକ୍ତିରେ ‘ମନି ଫର୍ ଜବ୍’ ର଼୍ୟାକେଟ୍: ଭାଜପା
ଭୁବନେଶ୍ବର, ୨୫ା୭(ସୁନିତ୍ ମିଶ୍ର):ଓଡ଼ିଶା ଷ୍ଟାଫ୍ ସିଲେକଶନ ଦ୍ୱାରା ହୋଇଥିବା ଜେଇଇ ସିଭିଲ ମେନ୍ ପରୀକ୍ଷା ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ, ଓଡ଼ିଶାରେ ସରକାରୀ ନିଯୁକ୍ତିରେ ‘ମନି ଫର୍ ଜବ୍’ ର଼୍ୟାକେଟ୍ କାମ କରୁଛି ା…
ବିଜେଡିରେ ପଶ୍ଚିମ ଓଡ଼ିଶାର ଭାଜପା ନେତା
ଭୁବନେଶ୍ୱର,୨୫ା୭(ଅନିଲ ଦାସ):ପଶ୍ଚିମ ଓଡ଼ିଶାର ବରିଷ୍ଠ ଭାଜପା ନେତା ଓ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ସୋମବାର ଶଙ୍ଖଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭା ସଦସ୍ୟ ତଥା ବିଜେଡିର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ…
ଭାଜପା ହୀନ ରାଜନୀତି କରୁଛି: ବିଜେଡିି
ଭୁବନେଶ୍ୱର,୨୫ା୭ (ଅନିଲ ଦାସ):ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍ ଧରାପଡ଼ିବା ପରେ ଓଡ଼ିଶା ଭାଜପା ଏହାକୁ ନେଇ ହୀନ ରାଜନୀତି ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ…
ଓଏସ୍ଏସ୍ସି କାର୍ଯ୍ୟାଳୟ ଆଗରେ ସାଷ୍ଟାଙ୍ଗ ଦଣ୍ଡବତ କରି ବିକ୍ଷୋଭ
ଭୁବନେଶ୍ୱର,୨୫ା୭(ଅନୁରାଧା ମହାରଣା):ଜେଇ ସିଭିଲ ମେନ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରତିବାଦରେ ଭୁବନେଶ୍ୱରସ୍ଥିତ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) କାର୍ଯ୍ୟାଳୟ ସମ୍ମୁଖରେ ବେକାରି ଡିପ୍ଲୋମା ଇଞ୍ଜିନିୟର୍ସ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିକ୍ଷୋଭକାରୀମାନେ ପ୍ରଶ୍ନପତ୍ର ବିକ୍ରିରେ…
‘ବାଘ ନୁହେଁ ଫିଶିଂକ୍ୟାଟ୍’
ଚାନ୍ଦବାଲି, ୨୫।୭ (ଅଶୋକ କୁମାର ପଣ୍ଡା)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ କଲେଜ ସମ୍ମୁଖ ପଡ଼ିଆରେ ଦୁଇଟି ଚିତାବାଘ ଥିବା ଖବର ସୋମବାର ପ୍ରଚାରିତ ହୋଇଥିଲା। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ…
ଏବେ ବି ୧୨ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୨୫ା୭(ଅନିଲଦାସ):ଲଘୁଚାପ ପରେ ଲଘୁଚାପ ହେଉଛି। ଚଳିତ ମାସରେ ୫ରୁ ଅଧିକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମାତ୍ର ଆଶାନୁରୂପ ବର୍ଷା ହେଉନାହିଁ। ଜୁଲାଇ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଚାଷ କାମ ଆରମ୍ଭ ହୋଇପାରି ନାହିଁ। ଚାଷୀମାନେ ତଳି ପକାଇ…
ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର, ୨୫ା୭(ସୁନିତ୍ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍ରେ ବାହାରି ୩ଟା ୪୦ମିନିଟ୍ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରି…
ଘରୋଇ କଳହ ଜୀବନ ନେଉଛି
ଭୁବନେଶ୍ୱର,୨୫ା୭(ସତ୍ୟଜିତ୍ ରାଉତ):ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହଶ୍ରଦ୍ଧା ଦ୍ୱାରା ସମ୍ପର୍କ ମଜଭୁତ ହୋଇଥାଏ। ହେଲେ ଅନେକ ସମୟରେ ଭୁଲ୍ ବୁଝାମଣା ଓ ମତଭେଦ ଏବଂ ବିଭିନ୍ନ ସମସ୍ୟା ପାଇଁ ଏହି ସମ୍ପର୍କରେ ତିକ୍ତତା ସୃଷ୍ଟି ହେଉଛି। ପରବର୍ତ୍ତୀ ସମୟରେ ଏହା ବିପଦ ସୃଷ୍ଟି…
ବଦଳିଲେ ୧୨ ଓଏଏସ୍ ଅଧିକାରୀ
ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ସେକ୍ରେଟାରି…
୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ…
Archives


