ସିମନବାଡ଼ି ସବ୍ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ ବିଭାଗ ପକ୍ଷରୁ ଏହାକୁ କାର୍ଯ୍ୟକ୍ଷମ କରିବାରେ ଅହେତୁକ ବିଳମ୍ବ କରାଯାଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…
ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…
ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷାକୁ ବାତିଲ କରିବା ସହ ଘଟଣାର ଆଇନଗତ ତଦନ୍ତ ପାଇଁ ପଦକ୍ଷେପ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ ଚକାପାଦ ଗ୍ରାମ ତୋଟାସାହିର ଧର୍ମେନ୍ଦ୍ର କୁମାର ବେହେରା ଓରଫ ନିଖିଲ କୁମାର ପଟ୍ଟନାୟକ…
ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଦିଲ୍ଲୀରୁ ଫେରିବା…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି।…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍୍ହେବା ଘଟଣା ସାମ୍ନାକୁ ଆସିଛି। ଏହା ପରେ ଶନିବାର ହେବାକୁ ଥିବା ପରୀକ୍ଷାକୁ…
ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!
ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…
ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…
ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…
ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…
ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ ଗୁରୁତର ହୋଇ ଚିକିତ୍ସାଧୀନ ରହିଥିବା ବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚି ଆରମ୍ଭ କରିଛି…
୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ କ୍ରମଶଃ ଘନୀଭୂତ ହେବ।…
ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…
ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା (୪୮)। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ…

