କାର୍ ଭର୍ତ୍ତି ଗଞ୍ଜେଇ ଜବତ, ଜଣେ ଗିରଫ
ବ୍ରହ୍ମପୁର ଅଫିସ,୧୩।୩: ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଏକ ଗଞ୍ଜେଇ ଭର୍ତ୍ତି କାର୍ ଜବତ କରିଛି। ଯାଞ୍ଚ ବେଳେ କାରରେ ୭୦ କେଜି ଗଞ୍ଜେଇ ରହିଥିବା ଜଣାପଡିଛି। ଗଞ୍ଜେଇ ଚାଲାଣକାରୀ ଯୁବକଙ୍କୁ ମାମଲା ନମ୍ବର ୧୦୨୬/୨୨-୨୩ ରେ ଗିରଫ କରାଯାଇଛି।...
ମାଙ୍ଗାନିଜ ଚୋରା ଚାଲାଣରୁ ଢାବା ମାଲିକଙ୍କୁ ହତ୍ୟା: ମୁଖ୍ୟ ଅଭିଯୁକ୍ତ ଗିରଫ
ବଣାଇଁ,୧୩ା୩(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅଧୀନ ମାଲଦାରେ ଗତ ଫେବୃୟାରୀ ୨୬ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଢାବା ମାଲିକ ରମେଶ ଚତମ୍ବାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହଯୋଗୀ ରାମ ପୂର୍ତ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାର...
ବିଭିନ୍ନ ଅପରାଧରେ ଜଡ଼ିତ ଗ୍ୟାଙ୍ଗ୍କୁ ଧରିଲା ପୋଲିସ: ୨ ବନ୍ଧୁକ ସହ ୭ ଅଭିଯୁକ୍ତ ଅଟକ
ଟିଟିଲାଗଡ଼,୧୩।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି l ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ ଥିବା ଏକ ବଡ଼ ଗ୍ୟାଙ୍ଗ୍କୁ ଟିଟିଲାଗଡ଼ ପୋଲିସ କାବୁ କରିଛି l ସେମାନଙ୍କଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ...
ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୩(ବ୍ୟୁରୋ): ୯୫ ତମ ଓସ୍କାର ପୁରସ୍କାରରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍ପର୍ସ’ ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍ପର୍ସର କ୍ରୁ...
ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ହାଣିଲେ ସ୍ତ୍ରୀ
ବଲାଙ୍ଗୀର ଅଫିସ, ୧୩।୩: ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ଆକ୍ରମଣ କରିଛନ୍ତି ସ୍ତ୍ରୀ। ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା...
ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ
ଭୁବନେଶ୍ୱର,୧୩ା୩(ବ୍ୟୁରୋ): ସୋମବାର ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ। ଦୁଇଦିନ ଛୁଟି ପରେ ଆଜି ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ଆଜି ମଧ୍ୟ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ପ୍ରଥମ ଦିନରେ...
ଓଲଟିଲା ଯାତ୍ରୀବାହୀ ବସ୍
ବାରିପଦା ଅଫିସ,୧୩ା୩: ମୟୂରଭଞ୍ଜ ଜିଲା ୧୮ନଂ. ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ଏକ ଘରୋଇ ବସ୍ ରବିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୨୦ରୁ ଊଦ୍ଧର୍ବ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରାଇରଙ୍ଗପୁରରୁ ଭୁବନେଶ୍ୱର...
ଏକ ଲକ୍ଷରୁ ଅଧିକ ପ୍ରିଟର୍ମ ଶିଶୁଙ୍କ ସଫଳ ଚିକିତ୍ସା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍ (ଏଲଭିପିଇଆଇ) ସମୟ ପୂର୍ବରୁ ଜନ୍ମିତ ଶିଶୁ ବା ପ୍ରିଟର୍ମ ଶିଶୁଙ୍କୁ ସଫଳତାର ସହ ଆବଶ୍ୟକ ଚିକିତ୍ସା ଯୋଗାଇଛି। ଏପରିକି ଏଲଭିପିଇଆଇର ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ୟୁନିଟ ନେଟ୍ୱର୍କ ସେଣ୍ଟରଗୁଡ଼ିକରେ ସମୟ ପୂର୍ବରୁ...
ନୋ ପାର୍କିଂ ଜୋନ୍ରେ ଗାଡ଼ି
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜମହଲରୁ ଏଜି ଓ ଏଜିରୁ ରାଜମହଲ ଉଭୟ ରାସ୍ତାରେ ଯାନବାହାନ ପାର୍କିଂକୁ ବେଆଇନ୍ କରାଯାଇଛି। ଏଠାରେ ଗାଡ଼ି ପାର୍କିଂ ନ କରିବାକୁ ବିଏମ୍ସି ଓ ଟ୍ରାଫିକ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଏପରିକି ସେଠାରେ ନୋ ପାର୍କିଂଜୋନ୍ର...
ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି...
କ୍ଷତିରେ ରାଜ୍ୟର ୮ ସରକାରୀ ଉଦ୍ୟୋଗ
ଭୁବନେଶ୍ବର,୧୩ା୩(ବ୍ୟୁରୋ): ରାଜ୍ୟର ମୋଟ୍ ୩୬ଟି ସରକାରୀ ଉଦ୍ୟୋଗ ମଧ୍ୟରୁ ୮ଟି ଏବେ କ୍ଷତିରେ ଚାଲିଛି। ସରକାରୀ ତଥ୍ୟ ଅନୁସାରେ, ଗ୍ରୀଡକୋ ୨୦୧୯-୨୦ରେ ୧୩୩୫.୬୫ କୋଟି, ୨୦୨୦-୨୧ରେ ୧୪୯୬.୦୭ କୋଟି ଏବଂ ୨୦୨୧-୨୨ରେ ୪୭୩.୫୯ କୋଟି ଟଙ୍କା କ୍ଷତି ସହିଛି। ସେହିପରି...
ଅବ୍ୟବସ୍ଥା ଘେରରେ ରାଜ୍ୟ ଅଭିଲେଖାଗାର
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ପୂର୍ବ ପିଢ଼ିର ପରିଚୟ ହେଉ ଅବା ଅତୀତର ପୃଷ୍ଠାକୁ ସଂରକ୍ଷିତ କରୁଥିବା ରାଜ୍ୟ ଅଭିଲେଖାଗାର ଆଜି ନାନା ଅବ୍ୟବସ୍ଥା ଘେରରେ ରହିଛି। ସମସ୍ୟାରୁ ମୁକୁଳି ପାରୁ ନ ଥିବା ଏହି ପ୍ରତିଷ୍ଠାନ ବହୁ ବର୍ଷର ଇତିହାସକୁ କିପରି...