ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….
ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ଼ (ଜେଜେବି)ରେ ହାଜର ପରେ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ବ୍ରହ୍ମପୁରର…
ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍ ହେଲା ଚଢ଼ାଉ
ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ ଜଣେ କର୍ମଚାରୀଙ୍କଠାରୁ ଲାଞ୍ଚ ନେଉଥିବା ସମୟରେ ସିକୁରିଟି ଇନ୍ସପେକ୍ଟର ବଂଶୀରାମଙ୍କୁ ରଙ୍ଗେହାତ ଗିରଫ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍ରେ ଯିବେ ନିଟ୍ ପରୀକ୍ଷାର୍ଥୀ
ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍ରେ ଯିବେ ନିଟ୍ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଆଡମିଟ୍ କାର୍ଡ ଦେଖାଇ ପରୀକ୍ଷାର୍ଥୀ OSRTC ବସ୍ରେ ମାଗଣାରେ ଯାଇପାରିବେ ।…
ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…
ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ ତାପମାତ୍ରା ବୃଦ୍ଧି ଏବଂ ପାଣିପାଗ ଚକ୍ରରେ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ।…
ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଦ୍ମପୁର ଉପଖଣ୍ଡ ପୁରେନା ଗ୍ରାମର ତୁଳସୀରାମ ଭୁଏ ବୋଲି ଜଣାପଡିଛି…
ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…
ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ । ଅଭିଯୁକ୍ତଠୁ ଲକ୍ଷାଧିକ ନଗଦ ଟଙ୍କା ସହ ୧୩୭ଟି ବାଇକ୍ ଓ ୧୨୭ ଗୋଟି…
ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….
ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଗେଦେ ବଂଶ । ଏଥିପାଇଁ ଚଳିତ ବର୍ଷ ତୃତୀୟତମ…
କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ
ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍କୁ ଏକ ୪ଚକିଆ ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ
ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି । ଗୁରୁବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ…
ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ
ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ ଜନିତ ସଚେତନତା କାର୍ଯ୍ୟକ୍ରମ ମଧ୍ଯ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ସି ଡି…
ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ
କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ଵତନ୍ତ୍ର ଯାଞ୍ଚ ହୋଇଥିଲା। ସ୍ଲିପର୍ ବସ୍ଗୁଡ଼ିକରେ…
ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ
ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଆଜି ଶେଷ ତାରିଖ ରହିଥିଲା । ରାଜ୍ୟ ସଭା…

