ଆଇସିସି ବିଶ୍ୱକପ୍ ପ୍ରମୋରେ ଓଡ଼ିଶାର ପିଣ୍ଟୁ
ବ୍ରହ୍ମପୁର ୨୨ା୭ (ତନୁଶ୍ରୀ ନାହାକ): ଓଡ଼ିଶାର ଖେଳ ପ୍ରେମୀଙ୍କ ଲାଗି ଏକ ଭଲ ଖବର। ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ଜଣେ ଅନ୍ୟତମ ଦୃଢ ପ୍ରଶଂସକ ରୂପେ ପରିଚିତ ରାଜ୍ୟର ପିଣ୍ଟୁ ବେହେରା ଭାରତରେ ଅକ୍ଟୋବର ୫ରୁ ହେବାକୁଥିବା ଆଇସିସି ଦିନିକିଆ…
ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ
ପୁରୀ, ୨୨ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ…
ଜଳବନ୍ଦୀ ଜୀବନ ବିତାଉଛନ୍ତି ୬ ଗ୍ରାମର ବାସିନ୍ଦା
ଦଶମନ୍ତପୁର,୨୨ା୭ (ଅରବିନ୍ଦ ନାୟକ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତର ବାଲିଗୁଡ଼ା, ବଡ଼କଙ୍କଡ଼ାପୁଟ, ସାନକଙ୍କଡ଼ାପୁଟ, ବାଲିଗୁଡ଼ା, ଡଙ୍ଗାୟତ ଫୁଟ, ଡୁମ୍ବାଗୁଡ଼ା ଆଦି ୬ଟି ଗ୍ରାମର ଲୋକେ ମୁରାନ ନଦୀ ଯୋଗୁ ଜଳବନ୍ଦୀ ଜୀବନ ବିତାଉଛନ୍ତି। ବାଲିଗୁଡା ଗ୍ରାମରେ ୩୦ରୁ…
କଂଗ୍ରେସ ଭବନ ବାହାରେ ମୋକିମ୍, ଚିରଞ୍ଜୀବ ସମର୍ଥକଙ୍କ ହୋହଲ୍ଲା
ଭୁବନେଶ୍ବର, ୨୨ା୭(ସୁନିତ୍ ମିଶ୍ର): ମହମ୍ମଦ ମୋକିମ୍ ଏବଂ ଚିରଞ୍ଜୀବ ବିଶ୍ୱାଳଙ୍କୁ କଂଗ୍ରେସରୁ ନିଲମ୍ବିତ କରିବା ପରେ ଦଳ ଭିତରେ ରାଜନୀତି ଜୋର୍ ଧରିବାରେ ଲାଗିଛି। ୨ ନେତାଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇବା ସହ ଖବରଦାତା ସମ୍ମିଳନୀ କରି ନିଲମ୍ବନ ଆଦେଶ ପ୍ରତ୍ୟାହାର…
ଉଭା ହୋଇପାରନ୍ତି ନୂଆ ମୁହଁ
ଯାଜପୁର,୨୨ା୭(ହର୍ଷବର୍ଦ୍ଧନ ବେହେରା): ୨୦୦୦ ମସିହାରୁ ଯାଜପୁର ଲୋକ ସଭା ଓ ୨୦୦୯ରୁ ସମସ୍ତ ବିଧାନସଭା ଆସନକୁ ବିଜେଡି ଅକ୍ତିଆର କରିଆସୁଛି। କିନ୍ତୁ ୨୦୧୪ରେ ଯାଜପୁର ସଂସଦୀୟ କ୍ଷେତ୍ରରେ ବିଜେଡି ୫୫.୭୮ ପ୍ରତିଶତ ଭୋଟ ପାଇଥିଲାବେଳେ ୨୦୧୯ରେ ୪୯.୮୧ ପ୍ରତିଶତକୁ ଖସିଥିଲା। ଭାଜପା…
ସ୍କୁଲ ପିଲାଙ୍କୁ ଉନ୍ନତ ଶିକ୍ଷାରୁ ବଞ୍ଚିତ କରିବାକୁ ଭାଜପାର ଷଡ଼ଯନ୍ତ୍ର: ବିଜେଡି
ଭୁବନେଶ୍ୱର,୨୨ା୭(ଅନିଲ ଦାସ): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳର ଏକ ସ୍କୁଲର ଅଫିସ ଗୃହ ଛାତରୁ ପ୍ଲାଷ୍ଟର ଖସି ୨ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଆହତ ହେବା ଘଟଣା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ତେବେ ୫-ଟି ସ୍କୁଲରେ ନିମ୍ନମାନର କାମ ଯୋଗୁ ଏଭଳି ଦୁର୍ଘଟଣା…
ଅଗଷ୍ଟ ୧୫ ସୁଦ୍ଧା କୋଟିଏ ଗଛ ଲଗାଇବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ
ଭୁବନେଶ୍ବର, ୨୨ା୭(ସୁନିତ୍ ମିଶ୍ର): ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ସଂକଳ୍ପ ନେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ କରିଛନ୍ତି।…
ମାଲଗୋଦାମରେ ମସଲା ଅପମିଶ୍ରଣ
କଟକ,୨୨ା୭ (କାର୍ତ୍ତିକ ସାହୁ): କଟକ ଅପମିଶ୍ରିତ ସାମଗ୍ରୀର ପେଣ୍ଠସ୍ଥଳ ପାଲଟିଛି। କିଛି ମାସ ବ୍ୟବଧାନ ପରେ ମାଲଗୋଦାମ ଅଞ୍ଚଳର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଶୁକ୍ରବାର କମିଶନରେଟ୍ ପୋଲିସ କଟକ ମହାନଗର ନିଗମ(ସିଏମ୍ସି)ର ସ୍ବାସ୍ଥ୍ୟ ବିଭାଗ ସହଯୋଗରେ ଚଢାଉ କରି ୨୪ ବସ୍ତାରୁ…
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କୋର୍ଟ ଛୁଟି
କଟକ,୨୨ା୭ (କାର୍ତ୍ତିକ ସାହୁ): ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍ଶିପ୍ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ…
କେଦାରନାଥ ପର୍ବତରେ ଉଡ଼ିଲା ପତିତପାବନ ବାନା
ପୁରୀ, ୨୨ା୭(ଅଜିତ ମହାନ୍ତି): ଜୟ ଜଗନ୍ନାଥ ଧ୍ୱନୀରେ ଦେବଭୂମି ବାବା କେଦାରନାଥଙ୍କ ଧାମ ପ୍ରକମ୍ପିତ ହେଲା। କେଦାରନାଥଙ୍କ ପାବନକ୍ଷେତ୍ରରେ ପାହାଡ଼ ଶୀର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତିତପାବନ ବାନା ଉଡ଼ିଛି। ଏନେଇ ପୁରୀବାସୀ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ପୁରୀର କେତେଜଣ ଶ୍ରଦ୍ଧାଳୁ…
ଆଜି ନବୀନ ହେବେ ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ରାଜନୈତିକ କ୍ୟାରିୟରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବାକୁ ଯାଉଛନ୍ତି। ଆସନ୍ତା ୨୩ ତାରିଖରେ ଦେଶର ଦ୍ୱିତୀୟ ସର୍ବାଧିକ ସମୟ କ୍ଷମତାସୀନ ମୁଖ୍ୟମନ୍ତ୍ରୀ ହେବାର ସେ ଗୌରବ ଅର୍ଜନ କରିବେ। ଦେଶର ସର୍ବାଧିକ…
ଏବେ ଶକ୍ତିକୁ ସ୍କୁଟର
ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ…
Archives


