ରାଜ୍ୟ

ଚଣ୍ଡିଖୋଲରେ ମୋଦିଙ୍କ ବଡ ଗ୍ୟାରେଣ୍ଟି, ମିଳିବ ୩୦୦ୟୁନିଟ ମାଗଣା ବିଜୁଳି

ଭୁବନେଶ୍ୱର,୫।୩: ଚଣ୍ଡିଖୋଲରେ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ମୋଦି ‘ଜୟ ଜଗନ୍ନାଥ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ସଭାରେ ଯୋଗଦେଇ ସେ କହିଛନ୍ତି, ଦେଶ ପାଇଁ ଜୀବନ ସମର୍ପିତ କରିଥିବା ବିଜୁ ପଟ୍ଟନାୟକଙ୍କ ଆଜି ଜନ୍ମ ଜୟନ୍ତୀ ।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଚଣ୍ଡିଖୋଲର ବେଣାପୁର ସଭାରେ ଯୋଗଦେଇ ଓଡିଶାବାସୀଙ୍କୁ ୧୯,୬୦୦ କୋଟିର ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରମୁଖ…

ଓଡ଼ିଶାବାସୀଙ୍କୁ ୧୯,୬୦୦ କୋଟି ଟଙ୍କା ପ୍ରକଳ୍ପ ଭେଟିଦେଲେ ମୋଦି

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାଇଥିଲେ। ସେଠାରେ ଅନୁଷ୍ଠିତ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ଚଣ୍ଡିଖୋଲରେ ୧୯,୬୦୦ କୋଟିରୁ…

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଧାମନଗର,୫।୩(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକ ପୋଡିଗାଁ ପଞ୍ଚାୟତ ନାଉରୀଗଡ଼ିଆ ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନରେ ଗାଁ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ପଞ୍ଚମ ଶ୍ରେଣୀର ପଢୁ ଥିଲେ।…

ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ…

ଭୁବନେଶ୍ୱରରେ ମୋଦି

ଭୁବନେଶ୍ୱର,୫।୩: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ପରେ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ୧୯…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୫।୩: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ମଙ୍ଗଳବାର ୧୦୮ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ…

ହାଇକୋର୍ଟ ଛାଟ, ବଢ଼ିଲା ମୋକିମଙ୍କ ନିର୍ବାଚନୀ ଅଡ଼ୁଆ

କଟକ,୫ା୩(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ୍‌ଙ୍କୁ ହାଇକୋର୍ଟଙ୍କ ଝଟକା ଲାଗିଛି । ୨୦୧୯ ନିର୍ବାଚନ ବେଳେ ନାମାଙ୍କନପତ୍ରରେ ଆପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିବା ଓ ଜାଣିଶୁଣି କେତେକ କାଟେଗୋରିକୁ ଛାଡ଼ି ଯାଇଥିବା ଅଭିଯୋଗରେ ମୋକିମ୍‌ଙ୍କ ବିଧାୟକ…

ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକଙ୍କୁ ଘରୁ ଉଠାଇନେଲା ପୋଲିସ

ଯାଜପୁର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକ ନିମାଇଁ ରାୟଙ୍କୁ ପୋଲିସ ଉଠାଇ ନେଇଛି। ତାଙ୍କ ବରୀ ବାସଭବନରୁ ପୋଲିସ ତାଙ୍କୁ ଉଠାଇ ନେଇଛି । ସେ ବିଭିନ୍ନ ସମୟରେ ଉଭୟ…

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର,୫।୩: ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ମଙ୍ଗଳବାର ଇଡିରେ ହାଜର ହେଇଛନ୍ତି। କିଛିଦିନ ତଳେ ପ୍ରଫୁଲ୍ଲ ସାମଲ ମଧ୍ୟ ଇଡିରେ ହାଜର ହୋଇଥିଲେ। ତାଙ୍କୁ ଇଡି ପକ୍ଷରୁ ୮ ଘଣ୍ଟା ଧରି…

୭ରୁ ବର୍ଷା: ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର,୫।୩: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍‌ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ…

‘ଦୁଇ ବର୍ଷରେ ମାଓବାଦୀ ମୁକ୍ତ ହେବ ଓଡ଼ିଶା’

ଭୁବନେଶ୍ୱର,୫।୩(ସତ୍ୟଜିତ୍‌ ରାଉତ):ମାଓବାଦୀଙ୍କ ବିରୋଧରେ ଦୃଢ଼ ଅଭିଯାନ ଜାରି ରହିଛି। ଏହି ଦିଗରେ ରାଜ୍ୟ ସରକାର ପୂର୍ଣ୍ଣ ସମର୍ଥନ ଦେଉଛନ୍ତି। ଆଗାମୀ ଦୁଇ ବର୍ଷ ମଧ୍ୟରେ ଓଡିଶା ମାଓବାଦୀ ମୁକ୍ତ ହେବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଓଡ଼ିଶା ଡିଆଇଜି ଧୀରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?