ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଚଣ୍ଡିଖୋଲ/ବଡ଼ଚଣା,୫ା୩ (ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଯାଜପୁର ଜିଲା ଚଣ୍ଡିଖୋଲ ଆସିବେ। ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କେତେକ ପ୍ରକଳ୍ପର ଲୋକାର୍ପଣ କରିବେ। ଏଥିପାଇଁ…

ବିଜେଡି ଛାଡି କଂଗ୍ରେସରେ ମିଶିଲେ ବି.ଏନ. ପଟ୍ଟନାୟକ

ଭୁବନେଶ୍ୱର,୫।୩: ବିଜେଡି ଛାଡି କଂଗ୍ରେସରେ ମିଶିଲେ ବି.ଏନ. ପଟ୍ଟନାୟକ। ଭୁବନେଶ୍ବରସ୍ଥ ପ୍ରଦେଶ କଂଗ୍ରେସ କମିଟି (ପିସିସି) କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସୋମବାର କଂଗ୍ରେସରେ ଯୋଗଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସର ଓ ପ୍ରଭାରୀ ଅଜୟ କୁମାର, ପ୍ରଦେଶ କଂଗ୍ରେସ କମିଟିର…

ଆଜିଠୁ ଗଡିବ ହରିଦାସପୁର- ପାରାଦ୍ୱୀପ ପାସେଞ୍ଜର ଟ୍ରେନ

ଭୁବନେଶ୍ୱର,୫।୩: ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ଟ୍ରାକରେ ଗଡିବ ପାସେଞ୍ଜର ଟ୍ରେନ। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାସହ ପ୍ରାରମ୍ଭିକ ଅବସ୍ଥାରେ ପାରାଦୀପରୁ କେନ୍ଦୁଝର ଯାଏ ମଧ୍ୟ କ ମେମୁ ଟ୍ରେନ ଚଳାଚଳ କରିବ।

ବାଲୁକା କଳା ମାଧ୍ୟମରେ ପ୍ରବାଦ ପୁରୁଷଙ୍କୁ ଶଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଆଜି ରାଜ୍ୟରେ ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରଯାଉଛି। ଏହି ପ୍ରବାଦ ପୁରୁଷଙ୍କ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ…

ରାଜ୍ୟ, କେନ୍ଦ୍ର ସରକାରଙ୍କ ବିଫଳତା ସମ୍ପର୍କରେ ଜନଜାଗରଣ ସୃଷ୍ଟି କର: ଅଜୟ କୁମାର

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ କଂଗ୍ରେସର ପୁରୁଣା ନେତା, ମହିଳା, ଯୁବକର୍ମୀ ଓ ସମର୍ଥକଙ୍କ ମଧ୍ୟରେ ବିପୁଳ ଉତ୍ସାହ ଭରି ରହିଛି। ସେମାନଙ୍କ ଉଦ୍ୟମ ଓ ସହଯୋଗରେ ସଙ୍ଗଠନ ଅଧିକ ଦୃଢ଼ ଓ କ୍ରିୟାଶୀଳ ହେବ। ଦେଶରୁ ଗରିବୀ ଓ ବେରୋଜଗାର…

ଭୋଟର ତାଲିକାରେ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଚାଲିଛି: ତୁରନ୍ତୁ କରନ୍ତୁ ଆବେଦନ

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ଗତ ଜାନୁଆରୀ ୫ ତାରିଖରେ ପ୍ରକାଶ ପାଇବା ପରେ ଏହାର ପରଦିନଠାରୁ ଭୋଟର ତାଲିକାରେ ନିରନ୍ତର ଅଦ୍ୟତନ କାର୍ଯ୍ୟ ଚାଲୁଛି। ଇତିମଧ୍ୟରେ ଭୋଟର ତାଲିକାରେ ୧.୯୦ ଲକ୍ଷ ନୂଆ ଭୋଟର ଯୋଗ ଦେଇଛନ୍ତି ଓ…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ତଥା ବରିଷ୍ଠ ଓଏଏସ୍‌ ଅଫିସର…

ଆଜି ଓଡ଼ିଶା ଆସୁଛନ୍ତି ମୋଦି: ୧୯,୬୦୦ କୋଟି ଦେବେ ଭେଟି

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍‌ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ…

୪୦୬୬ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ:୨୫ ହଜାରଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ୧୨ଟି ଜିଲାରେ ହେବାକୁ ଥିବା ୪୦୬୬.୭୧ କୋଟି ଟଙ୍କାର ୨୨ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏଥିରେ ୨୫, ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ…

ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ସର୍ବାଧିକ

ଭୁବନେଶ୍ୱର,୫ା୩(ଅସମାପିକା ସାହୁ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ଭୁବନେଶ୍ୱର ନୀଳାଦ୍ରି ବିହାରଠାରେ ରାଜ୍ୟ ଟିକା ଭଣ୍ଡାର ଉଦ୍‌ଘାଟିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଉଦ୍‌ଘାଟନ କରି ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟ-୫ ଅନୁଯାୟୀ ଓଡ଼ିଶାର…

ନିଯୁକ୍ତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୫।୩(ଅସମାପିକା ସାହୁ):ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌)ଙ୍କୁ ନିଯୁକ୍ତି ଦେବାକୁ ସ୍ଥିର କରାଯାଇଛି। ଏହି ପ୍ରକ୍ରିୟାକୁ ସ୍ବଚ୍ଛ…

ଆଗକୁ ନିର୍ବାଚନ: କଟକରେ ଯବାନଙ୍କ ଫ୍ଲାଗ୍‌ମାର୍ଚ୍ଚ

କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍‌) ଯବାନମାନେ କଟକରେ ପହଞ୍ଚିଛନ୍ତି। କଟକ କମିସନରେଟ ପୋଲିସ ସହିତ ମିଳିତ ଭାବେ ସିଆର୍‌ପିଏଫ ଯବାନ ସୋମବାର ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?