ରାଜ୍ୟ

୮ ଜିଲାର ୮ ନୂଆ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପିତ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୮ ଜିଲାରେ ୮ଟି ଏକ୍ସଟ୍ରା ହାଇ ଭୋଲଟେଜ ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପିତ କରିଛନ୍ତି। ଅନୁଗୋଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ଼, କୋରାପୁଟର ବୋରିଗୁମ୍ମା, ଝାରସୁଗୁଡ଼ାର ଲଖନପୁର, ସୁନ୍ଦରଗଡ଼ର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡ଼ର…

ନେଭା ଆପ୍ଲିକେଶନ ପ୍ରୟୋଗର ପ୍ରଶିକ୍ଷଣ ନେଲେ ଆମେନିଟିଜ୍‌ କମିଟି ସଦସ୍ୟ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର):ଓଡ଼ିଶା ବିଧାନସଭାରେ ବୁଧବାର ଆମେନିଟିଜ୍‌ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେଶନର ପ୍ରୟୋଗ ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି। ଏହା ହେଉଛି କେନ୍ଦ୍ର ସରକାରଙ୍କ ଏକ ମିଶନ ମୋଡ୍‌ ପ୍ରକଳ୍ପ ା ଖୁବ୍‌ଶୀଘ୍ର ଏହା ପାର୍ଲାମେଣ୍ଟ ସମେତ ସମସ୍ତ…

୫ହଜାର ଏଲ୍‌ଟିଆର୍‌ ମେଡିକାଲ ଅଫିସର ପଦବୀ ସୃଷ୍ଟି

ଭୁବନେଶ୍ୱର,୨୦ା୭(ଅନିଲ ଦାସ)ଲୋକମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ଓଡ଼ିଶା ସ୍ବାସ୍ଥ୍ୟସେବା କ୍ୟାଡର ୫ ହଜାର ନୂଆ ଲିଭ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର(ଏଲ୍‌ଟିଆର୍‌ଏମ୍‌ଓ) ଗ୍ରୁପ୍‌-ଏ(ଜୁନିୟର ବ୍ରାଞ୍ଚ) ପଦବୀ ସୃଷ୍ଟି କରିଛନ୍ତି। ଜିଲା ମୁଖ୍ୟାଳୟଠାରୁ ଆରମ୍ଭ କରି ସବ୍‌ଡିଭିଜନ ହସ୍ପିଟାଲ,…

କଟକ ଡ୍ରେନ୍‌ ପୁଣି ଜୀବନ ନେଲା

କଟକ,୨୦ା୭(କାର୍ତ୍ତିକ ସାହୁ)ପୁଣି କାଳ ହୋଇଛି ମୁକୁଳା ଡ୍ରେନ୍‌। ଗତ ଶନିବାର ଜଣେ ଯୁବକ ଡ୍ରେନ୍‌ରେ ପଡ଼ି ମୃତ୍ୟୁବରଣ କରିଥିବାବେଳେ ବୁଧବାର ଅପରାହ୍ନରେ ଡ୍ରେନ୍‌ରୁ ଅଳିଆ ସଫା କରୁଥିବାବେଳେ ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କଟକ ବକ୍ସିବଜାର ଅନ୍ତର୍ଗତ ବାରପଥର ଅଞ୍ଚଳରେ…

ପୂର୍ବତନ ପଞ୍ଚାୟତ ସମିତି ସଭ୍ୟଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ପୁରୀ ଜିଲା ପୁରୀ ସଦର ବ୍ଲକର ପୋପୀନାଥପୁର ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ପ୍ରଭାକର ସମର୍ଥାଙ୍କ ଉପରୁ ବିଜୁ ଜନତା ଦଳ ନିଲମ୍ବନ ପ୍ରତ୍ୟାହର କରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ପ୍ରତ୍ୟାହାର କରାଯାଇଥିବା…

ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏଥିସହିତ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏଥିଯୋଗୁ…

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଛାତ୍ରୀଛାତ୍ର ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢ଼ିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ…

କେନ୍ଦୁପତ୍ର ହିତାଧିକାରୀଙ୍କ  ପାଇଁ ଖୁସିଖବର: ୫୬ କୋଟି ଟଙ୍କାର ବୋନସ, ପ୍ରୋତ୍ସାହନ ରାଶି ଘୋଷଣା

ଭୁବନେଶ୍ବର,୧୯।୭(ଅସମାପିକା ସାହୁ): ରାଜ୍ୟର କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ବୋନସ ଓ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଫଳରେ ୮ ଲକ୍ଷରୁ ଊଦ୍ଧର୍‌ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ ।…

ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ ରାଉତଙ୍କ ପରଲୋକ

ଭୁବନେଶ୍ୱର,୧୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତଙ୍କର ମଙ୍ଗଳବାର ସା ୭ଟାରେ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ଗତ ରବିବାର କଟକର ବିଜୁ ପଟ୍ଟନାୟକ ଛକଠାରେ…

ଓଡ଼ିଶାର ୧୯ ଜିଲାକୁ ‘ଭୂମି ସମ୍ମାନ’

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର): ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡସ ମଡର୍ନାଇଜେଶନ ପ୍ରୋଗ୍ରାମ (ଡିଆଇଏଲ୍‌ଆର୍‌ଏମ୍‌ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପ୍ରଦାନ କରିଛନ୍ତି। ନୂଆଦିଲ୍ଲୀସ୍ଥିତ…

ରାଜ୍ୟ ସ୍ବାର୍ଥ ବିଷୟକୁ ଜୋରଦାର ଉଠାଅ: ନବୀନ

ଭୁବନେଶ୍ୱର, ୧୯।୭(ଅନିଲ ଦାସ): ଆସନ୍ତା ୨୦ ତାରିଖରେ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ବିଜେଡି ତା’ର ରଣନୀତି ପ୍ରସ୍ତୁତ କରିଛି। ଏହି ଅଧିବେଶନରେ ବିଜେଡି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉତ୍‌ଥାପନ କରିବାକୁ ନିଷ୍ପତ୍ତି ନେଇଛି।…

ଲୁପ୍‌ଲାଇନ୍‌ରେ ପଶିଗଲା ଭଦ୍ରକ-ବାଲେଶ୍ୱର ମେମୁ

ବାଲେଶ୍ୱର(ମାନସ ବିଶ୍ୱାଳ)/ବାହାନଗା(ଅରୂପ ଦାସ), ୧୯।୭: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନ ଥିବା ବେଳେ ଆଉ ଏକ ନିଶ୍ଚିତ ଦୁର୍ଘଟଣା ପରିସ୍ଥିତିକୁ ଏଡ଼ାଇ ଦିଆଯାଇପାରିଛି। ଲୋକୋ ପାଇଲଟ୍‌ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ (ନଂ.୦୮୦୩୨) ଦୁର୍ଘଟଣାରୁ ବର୍ତ୍ତିଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri