Odisha Elections 2024

ରାଜ୍ୟ

ବଟି ମାଗି ଧରାପଡ଼ିଲେ ୩ ନକଲି ଖବରଦାତା

ବରଗଡ଼ ଅଫିସ୍‌/ଅମ୍ବାଭୋନା,୨୭।୫: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ପଞ୍ଚାୟତକୁ ଯାଇ ସ୍ଥାନୀୟ ଯୋଗାଣ ସହାୟକଙ୍କୁ ଧମକ ଦେଇ ବଟି ମାଗୁଥିବା ୩ ଜଣ ନକଲି ଖବରଦାତାଙ୍କୁ ଗୁରୁବାର ଗ୍ରାମବାସୀ ଧରିଛନ୍ତି । ସେମାନେ ହେଲେ, ପଦ୍ମପୁର ବ୍ଲକ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ...

ବିପଦ ସଙ୍କେତ ଉପରେ ବୈତରଣୀ

ଯାଜପୁର ଅଫିସ,୨୭ା୫: ବାତ୍ୟା ୟାସ୍‌ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ ଆନନ୍ଦପୁରଠାରେ ଗତ ୨ ଦିନରେ ପ୍ରାୟ ୮୫ ମି.ମି ବର୍ଷା ହୋଇଥିବା ବେଳେ...

୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ

ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଆୟୋଜକଙ୍କଠାରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଭୋଜି ଆୟୋଜକ...

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ ଗାଁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ପ୍ରାୟ ୧୫ ପରିବାର ପାଣି ଘେରରେ ରହିଛନ୍ତି।...

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ବାତ୍ୟା କ୍ଷୟକ୍ଷତି...

ବଢୁଛି ବୈତରଣୀ, ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବାରୁ ବୈତରଣୀ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଆନନ୍ଦପୁର ଓ ଆଖୁଆପଦା ଠାରେ ଏହା ବିପଦ ସଙ୍କେତ ଉପରେ ରହିଛି। ତେଣୁ ବଡ଼ ଧରଣର ନ ହେଲେ ବି ବୈତରଣୀରେ ମଧ୍ୟମ...

ବାତ୍ୟା ଆଶ୍ରୟସ୍ଥଳୀରୁ ଲୋକେ ଘରକୁ ଫେରିଲେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବିତ ଅଞ୍ଚଳରେ ସ୍ଥିତିରେ ସୁଧାର ଆସିଲେ ଡୋର୍‌ ଟୁ ଡୋର୍‌ ସର୍ଭେ ଆରମ୍ଭ ହେବ। ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ଘରକୁ ଫେରିଲେ ସେମାନଙ୍କ ଟେଷ୍ଟିଂ ଏବଂ ଟିକାକରଣ ହେବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...

ଶିମିଳିପାଳରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ହାଇଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୨ ଘଣ୍ଟା ମୟୂରଭଞ୍ଜ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ଏସ୍‌ଆରସି ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ତେବେ ବାତ୍ୟା...

ସଂକ୍ରମିତଙ୍କୁ ସହଯୋଗ ମିଳୁନି

ଅନୁଗୋଳ ଅଫିସ, ୨୭ା୫: କୋଭିଡ୍‌ ସଂକ୍ରମିତଙ୍କ ସ୍ବାବ୍‌ ଟେଷ୍ଟ ଠାରୁ ଚିକିତ୍ସା ଯାଏ ସବୁକିଛିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ସେମାନଙ୍କୁ ସଙ୍ଗରୋଧରେ ରଖିବା, ନିତ୍ୟ ବ୍ୟବହାର ପାଇଁ କିଟ୍‌ ଯୋଗାଇଦେବା ଓ ଗୁରୁତର ଥିଲେ ତୁରନ୍ତ ହସ୍ପିଟାଲରେ ଅକ୍ସିଜେନ ଦେବାର...

ବିମାନ ଚଳାଚଳ ଆରମ୍ଭ ହେଲା

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ୨୫ ତାରିଖ ମଙ୍ଗଳବାର ରାତି ୧୧ଟାରୁ ୨୭ତାରିଖ ଗୁରୁବାର ସକାଳ ୫ଟା ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ବାତ୍ୟାର...

ଆକ୍ରାନ୍ତ କଏଦୀଙ୍କୁ ଚିକିତ୍ସା ଅବହେଳା ଅଭିଯୋଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଝାରପଡା ଜେଲ୍‌ରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଶତାଧିକ କଏଦୀ ଆକ୍ରାନ୍ତ ହୋଇଥିବାବେଳେ କେତେଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ଜେଲ୍‌ ଆଇସୋଲେଶନ ଓ୍ବାର୍ଡରେ ଠିକ୍‌ ଭାବେ ଚିକିତ୍ସା ମିଳୁ ନ ଥିବା ଓ ଗୁରୁତରଙ୍କୁ କୋଭିଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri