ରାଜ୍ୟ

ମେ’ ୧୫ ଯାଏ ବନ୍ଦ ହେଲା ଜଗା ଦର୍ଶନ

ପୁରୀ ଅଫିସ,୨୪।୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା ଲାଗିଥିବା ନେଇ ଶନିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରି ସୂଚନା...

ଆଲର୍ଟରେ ରାଜ୍ୟର ୧୮ ମେରାଇନ ଥାନା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ପ୍ରବାସୀଙ୍କୁ ନେଇ ଚିନ୍ତା ବଢିଛି। ରାଜ୍ୟ ସରକାର ଆନ୍ତଃ ଜିଲା ଯାତାୟାତ ଉପରେ କଟକଣା ଲଗାଇବା ପରେ ବିଭିନ୍ନ ପ୍ରବେଶ ପଥକୁ ବନ୍ଦ କରାଯାଇ କଡ଼ାକଡ଼ି ଯାଞ୍ଚ ଚାଲିଛି।...

ବିଧାନସଭା ଡିଜିଟାଇଜେଶନ ଲାଗି ୩.୮ କୋଟି ବ୍ୟୟ ଅଟକଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ବିଧାନସଭା ବୈଠକର ସମସ୍ତ ଆଲୋଚନାର ବିବରଣୀ ଏବଂ ବିଭିନ୍ନ କମିଶନର ରିପୋର୍ଟ ଡିଜିଟାଇଜେଶନ କରିବା ନିଷ୍ପତ୍ତି ପରିପ୍ରେକ୍ଷୀରେ ଏ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟକ୍ରମ ଉପରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ...

ହେମାନନ୍ଦ ବିଶ୍ବାଳଙ୍କ ଝିଅଙ୍କ ପରଲୋକ

ସୁନ୍ଦରଗଡ଼, ୨୪।୪ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଝିଅ ମଞ୍ଜୁଲତା ନାୟକ(୪୪)ଙ୍କ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।...

ଆଜି ପୁଣି ୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ପୁଣି ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଶେଷ ପଦକ୍ଷେପ ଗ୍ରହଣ...

ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଳଦ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଭବାନୀପାଟଣା ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗଙ୍କୁ...

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ ଯାଇଛି। ଯାଜପୁର, ଅନୁଗୋଳ ଓ ରାଉରକେଲାରୁ ଏହି ମେଡିକାଲ ଅକ୍ସିଜେନ ଆନ୍ଧ୍ରପ୍ରଦେଶର...

ଓଡ଼ିଶା କେତେ ପ୍ରସ୍ତୁତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍‌ଇଟି) ସିବିକେ ମହାନ୍ତି ଆଶଙ୍କା ପ୍ରକାଶ କରିଛନ୍ତି। ଗତ ୩/୪ଦିନର ଦୈନିକ ସଂକ୍ରମଣ ସ୍ଥିତି ଦେଖିଲେ ଡିଏମ୍‌ଇଟିଙ୍କ...

ଗଳାବାଟ ଦେଇ ପଶିଆସୁଛନ୍ତି ପ୍ରବାସୀ

ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍‌ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ ମୁକୁଳା ପଡିଛି ା ଏହି ଗଳାବାଟ ଦେଇ ପଶ୍ଚିମବଙ୍ଗ ପ୍ରବାସୀ ଓଡ଼ିଶା ମଧ୍ୟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri