ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ
ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର ଦିବାକର ଗୌଡ଼ । ଖବର ଅନୁସାରେ, ଦିବାକର ନିଜ ଘର ସମ୍ମୁଖରେ ଚାଲିଥିବା…
ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ
ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାଇକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…
୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…
କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ନିଜ ଗାଡ଼ିରେ ନେଇ ହସ୍ପିଟାଲ ଗଲେ ଉପଜିଲାପାଳ
ଆନନ୍ଦପୁର ୦୭/୦୧(ସୁଶାନ୍ତ କୁମାର ସାହୁ): ମାନବିକତା ଦେଖାଇଲେ ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା । ଦୁର୍ଘଟଣାର ଶିକାର ହୋଇ ରାସ୍ତା କଡରେ ପଡିଥିବା ଜଣେ ମହିଳାଙ୍କୁ ନିଜ ଗାଡିରେ ଆଣି ଡାକ୍ତରଖାନାରେ ଚିକିତ୍ସା କରାଇଛନ୍ତି । ସୂଚନା ଅନୁସାରେ, କେନ୍ଦୁଝର ଜିଲା…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ ରାଜ୍ୟରେ…
ଖୋର୍ଦ୍ଧା,୭ା୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ପଲଟଣ ପଡ଼ିଆଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରିବା ସହ ସମଗ୍ର ରାଜ୍ୟରେ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟ ସରକାର ୨,୨୦୦ ବିଦ୍ୟାଳୟର…
କାଲିଠୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ, ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ
ଭୁବନେଶ୍ବର, ୭ା୧: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ, ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ…
କାଲିମେଳା,୭ା୧(ଜୀବନକୃଷ୍ଣ ଦାସ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା ତରଫରୁ ବିଧାୟକ ମାଲକାନଗିରି ନରସିଂହ ମାଡ଼କାମୀ, ବିଧାୟକ ଚିତ୍ରକୋଣ୍ଡା ପ୍ରତିନିଧି, ଉପାଧ୍ୟକ୍ଷ ମାଲକାନଗିରି…
ଏହିଦିନ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ, ନିଯୁକ୍ତ ହେବେ ଏକ ଲକ୍ଷ…
ଭୁବନେଶ୍ୱର,୭।୧: ଓଡ଼ିଶାରେ ଖୁବଶୀଘ୍ର ଆରମ୍ଭ ହେବ ଜନଗଣନା। ଏହି ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ମାସରୁ ଆରମ୍ଭ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ୨୦୨୭ ଫେବୃଆରୀରୁ ଆରମ୍ଭ ହେବ ବୋଲି ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ…
ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ
ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର କମିଶନର…
ବିନା ଜଣାଶୁଣାଣିରେ ୫ ପଞ୍ଚାୟତ ମିଶ୍ରଣକୁ ବିରୋଧ କରି ଜିଲାପାଳଙ୍କୁ ଭେଟିଲେ ଶତାଧିକ ଲୋକ, କହିଲେ କାହା…
ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଡିସେମ୍ବର ୨୬ ତାରିଖରେ ଏନେଇ ଆପତ୍ତି ଅଭିଯୋଗ ଗ୍ରହଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏନେଇ…
ଜି. ଉଦୟଗିରିରେ ପ୍ରବଳ ଶୀତ: କୁହୁଡ଼ି ସାଙ୍ଗକୁ…
ଜି.ଉଦୟଗିରି,୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି କନ୍ଧମାଳ ଜିଲା ଜି ଉଦୟଗିରି। ବୁଧୁବାର ସହରର ତାପମାତ୍ରା ୩ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସବୁଠାରୁ କମ୍ ତାପମାତ୍ରା। ଆଜି ମଧ୍ୟ ଜି ଉଦୟଗିରିରେ ରାଜ୍ୟର ସବୁଠାରୁ କମ୍…
ଧରିତ୍ରୀରେ ଖବର ପ୍ରକାଶ ପରେ ନ୍ୟାୟ ପାଇଲେ ମହିଳା: ଯିଏ ଦୁର୍ବ୍ୟବହାର କରିଥିଲେ ସିଏ ସସମ୍ମାନରେ..
ଦାରିଙ୍ଗବାଡି,୭।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଗୌଡ଼ ସାହିର ବିଧବା ଅସହାୟ ମହିଳା ଶଶୀ ଗୌଡ଼ ଦାରିଙ୍ଗବାଡି ବସ୍ ଷ୍ଟାଣ୍ଡରେ ଭୁବନେଶ୍ୱର ଯିବାକୁ ଗତ ଡିସେମ୍ବରରେ ଟିକେଟ କରି ଅଗ୍ରୀମ ଟିକେଟ ପଇସା ଦେଇଥିଲେ। ସେ ଭୁବନେଶ୍ୱର ଯିବା…
Archives


